ଡମ୍ପର ଚାପାରେ ଜୀବନ ଗଲା

ଯୋଡ଼ା, ୨।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ବଳଦା ପଞ୍ଚାୟତ ତଥା ବାମେବାରୀ ଥାନା ଅଧୀନ ଏକ ଖଣିରେ ମଙ୍ଗଳବାର ଅପରାହ୍ନ ଏକ ଡମ୍ପର ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ଖବର ନେବାରୁ ଜଣାପଡିଛି ଯେ, ଅପରାହ୍ନରେ ଖଣିଜ ପରିବହନ କରି ଏକ ଡମ୍ପର ଦ୍ରୂତ ଗତିରେ ଆସୁଥିବା ବେଳେ ଜଣେ ବ୍ୟକ୍ତିଙ୍କୁ ଚାପି ଦେଇଥିଲା। ଫଳରେ ଘଟଣାସ୍ଥଳରେ ଉକ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା। ମୃତ ବ୍ୟକ୍ତିଙ୍କ ପରିଚୟ ପୋଲିସ ପାଇପାରି ନ ଥିବା ପ୍ରକାଶ କରିଛି ଏବଂ ଏନେଇ ଅଧିକ ତଦନ୍ତ ଜାରି ରଖିଥିବା ବାମେବାରୀ ଥାନା ଓଆଇସି ଅମିତାଭ୍‌ ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri