ଡମ୍ପର ଧକ୍କାରେ ଉପୁଡିଲା ବିଦ୍ୟୁତ୍‌ ଖୁଣ୍ଟ: ଡ୍ରାଇଭର ଅଟକ, ଟ୍ରକ୍‌ ଜବତ

ଯୋଡ଼ା,୧୭।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ବସଷ୍ଟାଣ୍ଡ ନିକଟରେ ଥିବା ବ୍ୟାଙ୍କ ଅଫ୍‌ ଇଣ୍ଡିଆ ସମ୍ମୁଖରେ ସୋମବାର ରାତିରେ ଏକ ଡମ୍ପର ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇଥିଲ। ଏଥିରେ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିଯିବାରୁ ଯୋଡା ସହରବାସୀ ବହୁ ସମୟ ଧରି ଅନ୍ଧକାରରେ ରହିଥିଲେ ।
ପ୍ରକାଶ ଯେ, ବାଂଶପାଣିରୁ ଯୋଡା ଅଭିମୁଖେ ଯାଉଥିବା ଡମ୍ପର (ନଂ. ଓଆର୍‌୦୯ କେ ୮୯୦୮) ବସ୍‌ଷ୍ଟାଣ୍ଡ ନିକଟସ୍ଥ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ସମ୍ମୁଖରେ ଥିବା ଏକ ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେବା ପରେ ଓଲଟି ପଡିଥିଲା। ଦୀର୍ଘ ସମୟ ପରେ ବିଦ୍ୟୁତ ବିଭାଗ ପକ୍ଷରୁ ମରାମତି କରାଯାଇଥିଲ। ଏ ନେଇ ଟ୍ରାଫିକ୍‌ ସମସ୍ୟା ଦେଖାଯାଇଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରାଫିକ୍‌ ନିୟନ୍ତ୍ରଣ କରିବା ସହିତ ଧକ୍କା ଦେଇଥିବା ଡମ୍ପରକୁ ଜବତ କରି ଡ୍ରାଇଭରଙ୍କୁ ଅଟକ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

ନୂଆପଡ଼ାରେ ଆରମ୍ଭ ହେଲା ଗୃହ ଗଣନା

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ସ୍ବଗଣନା ପ୍ରକ୍ରିୟା ସମାପ୍ତି ପରେ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହ ତାଲିକା ଓ ଗୃହ ଗଣନା ଗୁରୁବାର ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri