ଡରିଗଲାଣି ପାକିସ୍ତାନ: ଅଧଘଣ୍ଟା ଭାଷଣରେ ୧୨ଥର ମୋଦିଙ୍କ ନାଁ ନେଲେ ଇମ୍ରାନ୍‌

ଇସଲାମାବାଦ,୧୫।୮: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖଁା ଏବେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏମିତି ଡରି ଯାଇଛନ୍ତି ଯେ ସେ ତାଙ୍କର ଅଧ ଘଣ୍ଟାର ଭାଷଣରେ ପ୍ରାୟ ୧୨ ଥର ମୋଦିଙ୍କ ନାଁ ନେଇଛନ୍ତି। ସୂଚନାଯୋଗ୍ୟ, ଅଗଷ୍ଟ ୧୪ ଅର୍ଥାତ୍‌ ବୁଧବାର ଇମ୍ରାନ୍‌ ପାକିସ୍ତାନ ବିଧାନସଭାରେ କଶ୍ମୀର ପ୍ରସଙ୍ଗକୁ ନେଇ ଭାଷଣ ଦେବା ସମୟରେ ପ୍ରାୟ ୧୨ ଥର ମୋଦିଙ୍କ ନାଁ ନେଇଥିଲେ। କେବଳ ସେତିକି ନୁହେଁ ପିଓକେରେ ପାକିସ୍ତାନ ଅଧିକ ସେନା ମୁତୟନ କରିଥିବା ବେଳେ ଭାରତ ମଧ୍ୟ ଏହା ଉପରେ ନଜର ରଖିଛି ବୋଲି କଥା ଉଠାଇଥିଲେ ଇମ୍ରାନ। ଏହାସହ ଭାରତ-ପାକିସ୍ତାନ ମଧ୍ୟରେ ଯେଉଁ ତିକ୍ତତା ସୃଷ୍ଟି ହୋଇଛି ସେଥିପାଇଁ ଜାତିସଂଘ ଦାୟୀ ବୋଲି ମଧ୍ୟ ସେ କହିଥିଲେ। ହେଲେ କଶ୍ମୀର ସମସ୍ୟା ଓ ଭାରତ-ପାକ୍‌ ତିକ୍ତ ସମ୍ପର୍କକୁ ସେ ଅନ୍ତରାଷ୍ଟ୍ରୀୟ ଫୋରମରେ ଉପସ୍ଥାପନ କରିବେ ବୋଲି ତାଙ୍କ ଭାଷଣରେ କହିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri