ଡାଇବେଟିସ୍‌ ପାଇଁ ଲାଭଦାୟକ ଖରଭୁଜ

ଖରାଦିନେ ମିଳୁଥିବା ଫଳ ହେଲା ଖରଭୁଜ। ଏଥିରେ ପ୍ରଚୁର ପରିମାଣରେ ବିଟା କ୍ୟାରୋଟିନ୍‌, ଭିଟାମିନ୍‌ ସି ଓ ଆଣ୍ଟିଅକ୍ସିଡାଣ୍ଟ ଭରପୁର ମାତ୍ରାରେ ରହିଥାଏ। ଏହା ସ୍ବାସ୍ଥ୍ୟପାଇଁ ଲାଭଦାୟକ। ହେଲେ ଏହାକୁ ଅଧିକ ପରିମାଣରେ ଖାଇଲେ ଶରୀର ଅସୁସ୍ଥ ହୋଇଥାଏ ବୋଲି କୁହାଯାଏ।
-ଖରଭୁଜ ସହ ଅନ୍ୟ କୌଣସି ଖାଦ୍ୟ ଖାଇବା ଅନୁଚିତ୍‌। ନଚେତ୍‌ ଏହା ଶରୀରରେ ଅସନ୍ତୁଳନ ପ୍ରକ୍ରିୟା ସୃଷ୍ଟି କରିଥାଏ।
-ଏହାକୁ ଖାଇବା ପରେ ପାଣି ପିଇବା ଅନୁଚିତ୍‌ ବୋଲି ବିଶେଷଜ୍ଞମାନେ କହିଛନ୍ତି। କାରଣ ଏଥିରେ ପ୍ରଚୁର ପରିମାଣରେ ପାଣି, ଫାଇବର ଓ ସୁଗାର ଥିବାରୁ ଏହାକୁ ଖାଇ ପାଣି ପିଇଲେ ପେଟରେ ବ୍ୟାକ୍ଟେରିଆ ସୃଷ୍ଟି ହୋଇ ଥାଆନ୍ତି।
-ଏଥିରେ ପାଣି ଓ ଫାଇବରର ପରିମାଣ ଅଧିକ ଥିବାରୁ ଏହାକୁ ଅଧିକ ଖାଇଲେ ଡାଇରିଆ ଭଳି ସମସ୍ୟା ସୃଷ୍ଟି ହୋଇଥାଏ।
-ଡାଇବେଟିସରେ ପୀଡିତ ବ୍ୟକ୍ତି ଏହାକୁ ପ୍ରତିଦିନ ଖୁବ୍‌ କମ୍‌ ମାତ୍ରାରେ ଖାଇଲେ ଉପକାର ମିଳିଥାଏ ବୋଲି ବିଶେଷଜ୍ଞମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ରୋହିତଙ୍କୁ ପଛରେ ପକାଇଲେ ଗିଲ୍‌: ଜାଣନ୍ତୁ ODI ରନ୍‌ ତାଲିକାରେ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ, ୨।୧୦: ୨୦୨୬ରେ ଦିନିକିଆ କ୍ରିକେଟରେ ଭାରତୀୟ ବ୍ୟାଟର୍ସଙ୍କ ଦବଦବା ଜାରି ରହିଛି। ଚଳିତ ବର୍ଷ ସର୍ବାଧିକ ODI ରନ କରିଥିବା ଟପ-୫ ବ୍ୟାଟର୍ସଙ୍କ ତାଲିକାରେ ଭାରତର…

ଶନିଙ୍କ ରାଶିରେ ରାହୁ ଗୋଚର, ୩ ରାଶିଙ୍କୁ ଲାଭ ହିଁ ଲାଭ; ହୁ ହୁ ହୋଇ ବଢିବ ଧନ!

ଜ୍ୟୋତିଷ ଶାସ୍ତ୍ରରେ, ରାହୁକୁ ଏକ ରହସ୍ୟମୟ ଏବଂ ଛାୟାମୟ ଗ୍ରହ ଭାବରେ ବିବେଚନା କରାଯାଏ । ଏହାଛଡା ରାହୁଙ୍କ ଗତି ପ୍ରାୟତଃ ହଠାତ୍ ପରିବର୍ତ୍ତନ, ମହତ୍ତ୍ୱାକାଂକ୍ଷା, ନୂତନ…

8th Pay Commission ପୂର୍ବରୁ ସରକାରଙ୍କ ବଡ଼ ଉପହାର! ୫% ବଢିଲା DA

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ପେନସନଭୋଗୀ (Pensioner), ତେବେ ଆପଣଙ୍କ ପାଇଁ ଏକ ବହୁତ ଖୁସି ଖବର ରହିଛି। ଗୋଟିଏ ପଟେ ସାରା…

ଆବର୍ଜନା ସଫା କଲେ ଉପବାଚସ୍ପତି, ସମସ୍ତଙ୍କୁ ପରାମର୍ଶ ଦେଇ କହିଲେ…

ବଡ଼ଗାଁ,୨ା୧୦(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁଠାରେ ଶୁକ୍ରବାର ପୂର୍ବାହ୍ନରେ ଭାଜପା ପକ୍ଷରୁ ‘ସେବା ପକ୍ଷ’ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଧାନସଭା ଉପବାଚସ୍ପତି ଭବାନୀ ଶଙ୍କର ଭୋଇ,…

Video: କାପଟେନ ସ୍ମିତ୍‌ଙ୍କ ନୂଆ ଭିଡ଼ିଓ ଦେଖିଲେ ଛାତି ଥରି ଉଠିବ, ଏବେ କହିଲେ ‘ହନୁମାନ’ ମୋତେ ବଞ୍ଚାଇଦେଲେ

ନୂଆଦିଲ୍ଲୀ,୨।୧୦: ଫ୍ଲାଏ-ଦୁବାଇ (Flydubai) ବିମାନ ଘଟଣା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନରେ କଥା ହୋଇଥିଲେ। ଶୁକ୍ରବାର (ଅକ୍ଟୋବର…

ଶୁକ୍ରଙ୍କ ବକ୍ରୀ ଚଳନ: ଫାଇଦାରେ ରହିବେ ୫ ରାଶି, ମାସେ ଭିତରେ ହେବେ ଧନୀ!

ଶରତ ପୂର୍ଣ୍ଣିମା ଅବସରରେ ଅକ୍ଟୋବର ୨୫ ତାରିଖରେ ଶୁକ୍ର ଗ୍ରହଙ୍କ ସ୍ଥିତିରେ ପରିବର୍ତ୍ତନ ଘଟିବ। ବକ୍ରୀ ଶୁକ୍ର ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ଶୁକ୍ର ଏକ ମାସ…

ବିରାଟ କୋହଲିଙ୍କ ୧୦ ବର୍ଷ ପୁରୁଣା ଟି-୨୦ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨।୧୦: ଇଶାନ କିଶନ ପୁଣିଥରେ ନିଜ ବ୍ୟାଟିଂ ଯାଦୁ ଦେଖାଇଛନ୍ତି ଏବଂ ଏଥର ତାଙ୍କ ଇନିଂସ ବିରାଟ କୋହଲିଙ୍କ ଏକ ଦୀର୍ଘଦିନର ରେକର୍ଡକୁ ଅତିକ୍ରମ କରିଛି। ଶ୍ରୀଲଙ୍କା…

2 October No UPI Day: ଆଜି ଚାଲିବନି UPI ପେମେଣ୍ଟ, ପାଖରେ ରଖନ୍ତୁ କ୍ୟାଶ୍‌!

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଗାନ୍ଧୀ ଜୟନ୍ତୀ ଛୁଟିରେ ସପିଂ କରିବାକୁ କିମ୍ୱା ସାଙ୍ଗମାନଙ୍କ ସହ ବାହାରକୁ ବୁଲିବାକୁ ଯୋଜନା କରୁଛନ୍ତି, ତେବେ ଟିକେ ଅଟକି ଯାଆନ୍ତୁ। ଅନଲାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?