ଡାଏଟ୍‌ରେ ସାମିଲ୍‌ କରନ୍ତୁ ଭିଟାମିନ୍‌ ବି-କମ୍ପ୍ଲେକ୍ସଯୁକ୍ତ ଖାଦ୍ୟ…

ଭିଟାମିନ୍‌ ବି-କମ୍ପ୍ଲେକ୍ସ ଶରୀର ପାଇଁ ବେଶ୍‌ ଉପଯୋଗୀ। ଏହାର ସ୍ତର ହ୍ରାସ ପାଇଲେ ସ୍ମରଣଶକ୍ତି ଦୁର୍ବଳ ହୋଇଯାଇଥାଏ। ଅଳ୍ପ କିଛି କାମ କଲେ ହାଲିଆ ଲାଗେ। ଏହାର ଅଭାବରେ ଡିପ୍ରେସନ ହେବାର ଆଶଙ୍କା ବଢ଼ିଥାଏ। ତେଣୁ ସୁସ୍ଥ ରହିବା ପାଇଁ ସବୁବେଳେ ସନ୍ତୁଳିତ ଆହାର ଖାଇବା ଆବଶ୍ୟକ। ଭିଟାମିନ୍‌ ବି-କମ୍ପ୍ଲେକ୍ସ ମସ୍ତିଷ୍କକୁ କ୍ରିୟାଶୀଳ କରେ ବୋଲି ଆମେରିକା ମିସିଗାନ ବିଶ୍ୱବିଦ୍ୟାଳୟର ମେଡିକାଲ ସାଇନ୍ସ କଲେଜର ଗବେଷକ ସେମାନଙ୍କ ଗବେଷଣା ରିପୋର୍ଟରେ ସୂଚିତ କରିଛନ୍ତି। ଭିଟାମିନ୍‌ ବି-କମ୍ପ୍ଲେକ୍ସ ଶରୀରରେ ମେଟାବଲିଜିମ୍‌ ବୃଦ୍ଧି କରାଇଥାଏ। ଫଳରେ ଶରୀରରେ ଡିଏନଏ ଓ ଲୋହିତ ରକ୍ତ କଣିକା ତିଆରି କାର୍ଯ୍ୟ ତ୍ୱରାନ୍ବିତ ହୋଇଥାଏ। ମାଛ,ମାଂସ ଓ ଅଣ୍ଡାରେ ପ୍ରଚୁର ପରିମାଣରେ ଭିଟାମିନ୍‌ ବି-କମ୍ପ୍ଲେକ୍ସ ରହିଥାଏ । ସେହିପରି ଶାକାହାରୀ ଖାଦ୍ୟ ମଧ୍ୟରେ କ୍ଷୀର,ପନିର, ସୋୟା ମିଲକ୍‌, ଆଳୁ, ଗାଜର,ମୂଳା ଓ ବିଟ୍‌ରେ ଭିଟାମିନ୍‌ ବି-କମ୍ପ୍ଲେକ୍ସ ପ୍ରଚୁର ପରିମାଣରେ ଥାଏ। ପ୍ରତିଦିନ ଭିଟାମିନ୍‌ ବି-କମ୍ପ୍ଲେକ୍ସଯୁକ୍ତ ଖାଦ୍ୟକୁ ଡାଏଟ୍‌ରେ ସାମିଲ୍‌ କଲେ ଅନେକ ସୁଫଳ ମିଳିଥାଏ ବୋଲି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ତୁଳିତ ଡାଇବେଟିସ୍‌ ପାଇଁ ଆପଣାନ୍ତୁ ଏହି ଉପାୟ…

ଆଜିକାଲି ଡାଇବେଟିସ୍‌ ଏକ ସାଧାରଣ ସ୍ବାସ୍ଥ୍ୟ ସମସ୍ୟା ପାଲଟି ଗଲାଣି କହିଲେ ଆଦୌ ଭୁଲ ହେବ ନାହିଁ। ଏହା ଯଦି ଜଟିଳ ଆକାର ଧାରଣ କରେ...

ବିଳମ୍ବରେ ଉଠୁଥିଲେ ଶରୀରରେ ଦେଖାଦିଏ ଏହି ସମସ୍ୟା

ପ୍ରତିଦିନ ଭୋରରୁ ଉଠିବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ। ହେଲେ ଏପରି କିଛି ବ୍ୟକ୍ତି ଅଛନ୍ତି, ଯେଉଁମାନେ ରାତିରେ ଡେରିରେ ଶୋଇଥାନ୍ତି ଓ ସକାଳୁ ବହୁ ବିଳମ୍ବରେ...

ଦୀପରୁ ଦୀପ କାହିଁକି ଲଗାଯାଏ ନାହିଁ…

ହିନ୍ଦୁ ଧର୍ମରେ ଦୀପ ଜଳାଇବାକୁ ନେଇ ଅନେକ ଧାର୍ମିକ ମହତ୍ତ୍ୱ ରହିଛି। ଦୀପ ଜଳାଇ ଯେହେତୁ ଆମେ ଦେବଦେବୀଙ୍କୁ ଆବାହନ କରିଥାଉ; ତେଣୁ ତାଙ୍କରି ଆଶୀର୍ବାଦରୁ...

ଖରାଦିନେ ଶୋଇବା ପୂର୍ବରୁ କ’ଣ କଲେ ତ୍ୱଚା କରିବ ଗ୍ଲୋ, ଜାଣନ୍ତୁ ସେ ସମ୍ପର୍କରେ…

ଦିନଯାକର ପରିଶ୍ରମ ପରେ ଥକ୍କାପଣ ଯୋଗୁ ଅନେକେ ରାତିରେ ତ୍ୱଚାର ଠିକ୍‌ରେ ଯତ୍ନ ନ ନେଇ ସେମିତି ଶୋଇପଡ଼ନ୍ତି; ଯଦ୍ଦ୍ବାରା ତ୍ୱଚାର ଚମକ ଧୀରେ ଧୀରେ...

ହିଟ ଓ୍ବେଭ ପାଇଁ ଡ୍ୟାମେଜ ହୋଇପାରେ ଲିଭର-କିଡ୍‌ନୀ

ନୂଆଦିଲ୍ଲୀ: ଆଜିକାଲି ଦିଲ୍ଲୀ-ନୋଏଡା ସମେତ ସମଗ୍ର ଦେଶରେ ଅତ୍ୟଧିକ ଗରମ ଅନୁଭୂତ ହେଉଛି। ଉତ୍ତାପ ବୃଦ୍ଧି ଯୋଗୁଁ ଉତ୍ତରପ୍ରଦେଶରେ ମଧ୍ୟ ୨ଜଣଙ୍କର ମତ୍ୟୁ ହୋଇଛି। ସୂଚନାଯୋଗ୍ୟ,...

ଖରାଦିନେ ତ୍ୱଚାର ଯତ୍ନ ନେବେ କିପରି: ଏହି ଟିପ୍ସ ଆପଣାନ୍ତୁ

ପ୍ରବଳ ଖରା ତ୍ୱଚା ଲାଗି କ୍ଷତିକାରକ। ଗ୍ରୀଷ୍ମଋତୁରେ ଏହାକୁ କିପରି ମୁଲାୟମ ତଥା ଆକର୍ଷଣୀୟ ରଖିବେ ସେ ନେଇ କେତୋଟି ଟିପ୍ସ… ଖରା ଏବଂ ପ୍ରଦୂଷଣ...

ଗ୍ରୀଷ୍ମରେ କେମିତି ରହିବେ ଫିଟ୍‌: ଆପଣାନ୍ତୁ ଏହି ଫିଟ୍‌

”ଗ୍ରୀଷ୍ମଋତୁରେ ସବୁବେଳେ ଶରୀରରେ ଜଳୀୟ ଅଂଶକୁ ସନ୍ତୁଳିତ ରଖୁଥିବା ଖାଦ୍ୟ ଖାଆନ୍ତୁ। ବିଶେଷଭାବରେ ସବୁଜ ପନିପରିବାରେ ପ୍ରସ୍ତୁତ ଖାଦ୍ୟ, ତଟକା ଫଳମୂଳ ଖାଆନ୍ତୁ। କାରଣ ଏଗୁଡ଼ିକରେ...

ମହାକାଶରେ ଶିବ-ଶକ୍ତି

ଭାରତୀୟ ଧର୍ମ ସଂସ୍କୃତିରେ ଶିବ ହେଲେ ମଙ୍ଗଳମୟ ଦେବାଧିଦେବ ମହାଦେବ ଏବଂ ଶକ୍ତି ସୂଚିତ କରେ ତାଙ୍କ ସଙ୍ଗିନୀ ତଥା ଶକ୍ତିର ପ୍ରତୀକ ଶକ୍ତିସ୍ବରୂପିଣୀ ମା’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri