ଡାକବଙ୍ଗଳା ମହିଳା ସୁଇପରଙ୍କୁ ଗଳାକାଟି ହତ୍ୟା

ବାଲେଶ୍ୱର ଅଫିସ,୧୮ା୬: ବାଲେଶ୍ୱର ଜିଲା ଜଳେଶ୍ୱର ପୌରପରିଷଦ ଅଧୀନରେ ଥିବା ପୂର୍ତ୍ତ ବିଭାଗର ଡାକବଙ୍ଗଳାର ମହିଳା ସୁଇପରଙ୍କୁ ବୁଧବାର ରାତିରେ କିଛି ଦୁର୍ବୃତ୍ତ ବଳାତ୍କାର କରିବା ସହ ଗଳାକାଟି ହତ୍ୟା କରିଥିବାର ଜଣାପଡ଼ିଛି। ମୃତକ ଜୁମୁନୀ ବିବି (୪୫) ଉକ୍ତ ଡାକବଙ୍ଗଳାରେ ଏକାକୀ ରହୁଥିଲେ। ଗୁରୁବାର ପୂର୍ବାହ୍ନରେ ଏହା ଜଣାପଡ଼ିବା ପରେ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଜାରି ରଖିଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ତୈଳବୀଜ ଶସ୍ୟ ଚାଷ କରିବାକୁ ଯୁବଚାଷୀଙ୍କୁ ଆହ୍ବାନ ଦେଲେ ସମୀର

ବଡ଼ଗାଁ, ୧୯।୫(ଅଶୋକ ଷଡଙ୍ଗୀ): ଭାରତରେ ତୈଳବୀଜ ଉତ୍ପାଦନ ସେତେଟା ହେଉନଥିବାରୁ ଭାରତ ଅନ୍ୟ ଦେଶ ଉପରେ ନିର୍ଭର କରୁଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ତେଲ ବ୍ୟବହାର…

ରାତି ୧୦ଟା ପର୍ଯ୍ୟନ୍ତ ମେଡିକାଲ ଷ୍ଟୋର ଖୋଲା ରଖିବାକୁ ଦାବି: ଡ୍ରଗ ଇନ୍ସପେକ୍ଟରଙ୍କ ଦୃଷ୍ଟି ପଡୁ

ଲାଠୋର, ୧୯।୫(ଭୁବନେଶ୍ୱର ବାରିକ):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ଗ୍ରାମରେ ଥିବା ମେଡ଼ିକାଲ ଷ୍ଟୋରଗୁଡ଼ିକ ସନ୍ଧ୍ୟା ୭ଟା ପରେ ବନ୍ଦ ରହୁଛି। ସାଧାରଣ ଲୋକ ମେଡ଼ିସିନ ପାଇଁ…

ରିପୋର୍ଟରେ ଦାବି, ଟ୍ରମ୍ପ୍ ଏବଂ ନେତାନ୍ୟାହୁଙ୍କୁ ହତ୍ୟା କରିବାକୁ ଯୋଜନା କରୁଛି ଇରାନ, ୫୬୦ କୋଟିର ଡିଲ!

ତେହରାନ,୧୯।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ଏକ ଅତ୍ୟନ୍ତ ବିପଜ୍ଜନକ ସ୍ଥିତିରେ ପହଞ୍ଚିବା ପରି ମନେ ହେଉଛି। ଇରାନ ଭିତରେ ଏକ ଆଲୋଚନା ଆରମ୍ଭ ହୋଇଛି…

ଫଳ ତୋଳିବାକୁ ବଗିଚାକୁ ଯାଇଥିଲେ ଧରଣୀଧର: ମାଡ଼ିଆସିଲା ଦନ୍ତା ହାତୀ, ଆଉ ତା’ପରେ…

କେନ୍ଦୁଝର,୧୯।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ରେଞ୍ଜ ଅନ୍ତର୍ଗତ ହରିଚନ୍ଦନପୁର ବ୍ଲକ ବକ୍ସିବାରିଗାଁ ଗ୍ରାମ ପଞ୍ଚାୟତ ଅଧିନସ୍ଥ ଓସ୍ତପଙ୍ଗା ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିର…

ପ୍ଲାଷ୍ଟିକ ମୁକ୍ତ ଗଞ୍ଜାମ ଲକ୍ଷ୍ୟ: ପ୍ରତି ମଙ୍ଗଳବାର ୫୦୩ ପଞ୍ଚାୟତରେ…

ଭଞ୍ଜନଗର,୧୯।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ ଅଭିଯାନ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଏହାର ଲକ୍ଷ୍ୟ ହେଲା ପ୍ଲାଷ୍ଟିକ ମୁକ୍ତ ଗଞ୍ଜାମ ଲକ୍ଷ୍ୟ।…

ଭାରତରେ ଥାଇ ଚେତାବନୀ ଦେଲେ ଶେଖ ହାସିନା: ମୋ ଅନୁପସ୍ଥିତିର ଅର୍ଥ ନୁହେଁ…

ନୂଆଦିଲ୍ଲୀ,୧୯।୫: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ବହୁତ ଶୀଘ୍ର ବାଂଲାଦେଶ ଫେରିବେ। ବର୍ତ୍ତମାନ ଭାରତରେ ରହୁଥିବା ଶେଖ ହାସିନା ଏନେଇ ସଙ୍କେତ ଦେଇଛନ୍ତି। ଏକ ଇମେଲ…

‘ଆମେରିକା ଉପରେ ଭରସା ନାହିଁ…’ଇରାନରୁ ଏକ ଚୂଡ଼ାନ୍ତ ନିଷ୍ପତ୍ତି ପାଇବା ପାଇଁ ପାକିସ୍ତାନୀ ମନ୍ତ୍ରୀ ନକଭି ଧାଇଁଲେ ତେହରାନ

ଇସଲାମାବାଦ,୧୯।୫: ଇରାନର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଇରାନର ବୈଦେଶିକ ମନ୍ତ୍ରୀ ଏବଂ ମୋହସିନ ନକଭିଙ୍କ ମଧ୍ୟରେ ହୋଇଥିବା ବୈଠକ ସମ୍ପର୍କରେ ଏକ ବିସ୍ତୃତ ବିବୃତ୍ତି ଜାରି କରିଛି।…

ମଧ୍ୟପ୍ରାଚ୍ୟରୁ ଆସିଲା ଆଶ୍ୱସ୍ତିକର ଖବର: ପାକିସ୍ତାନ ଟ୍ରମ୍ପଙ୍କୁ ପଠାଇଲା ନୂଆ ଶାନ୍ତି ପ୍ରସ୍ତାବ

ତେହରାନ,୧୯।୫: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିରେ ପହଞ୍ଚିବାରେ ବିଫଳତାର ପ୍ରଭାବ ସାରା ବିଶ୍ୱରେ ଅନୁଭୂତ ହେଉଛି। ଶକ୍ତି ସଙ୍କଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri