ଡାକ୍ତର, ନର୍ସଙ୍କ ସମେତ କ୍ୱାରାଣ୍ଟାଇନକୁ ଗଲେ ୧୦୮ ଜଣ

ନୂଆଦିଲ୍ଲୀ,୪।୪, ଡ଼ରାଇଲାଣି କରୋନା। ଏବେ ଏହା ଧୀରେ ଧୀରେ ବଢ଼ିବାରେ ଲାଗିଛି। ଶନିବାର ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲ କର୍ତ୍ତୃପକ୍ଷ ଡାକ୍ତର, ନର୍ସ ଓ ହସ୍ପିଟାଲର ଅନ୍ୟ କର୍ମଚାରୀଙ୍କ ସମେତ ୧୦୮ ଜଣଙ୍କୁ କ୍ୱାରାଣ୍ଟାଇନକୁ ପଠାଇ ଦେଇଥିବା ଜଣାପଡିଛି। କୁହାଯାଉଛି ହସ୍ପିଟାଲକୁ ଅନ୍ୟ ରୋଗର ଚିକିତ୍ସା ପାଇଁ ଆସିଥିବା ୨ ଜଣଙ୍କ ଠାରେ କରୋନା ପଜିଟିଭ ମିଳିବ ପରେ କର୍ତ୍ତୃପକ୍ଷ ୧୦୮ ଜଣଙ୍କୁ କ୍ୱାରେଣ୍ଟାଇନକୁ ପଠାଇ ଦେଇଛନ୍ତି। ସୂଚନା ମୁତାବକ, ଦିଲ୍ଲୀରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ଶହ ଅତିକ୍ରମ କରିଥିବା ବେଳେ ୭ ଜଣଙ୍କ ମୃତ୍ୟୁ ହେଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ପର ଘରେ ରୋଷେଇ କରିବାକୁ ଯାଇ ପଡ଼ିଲା ଲୋଲୁପ ଦୃଷ୍ଟି: ବ୍ଲାକମେଲରେ ଅତିଷ୍ଠ ହୋଇ ନାବାଳିକା କରିଦେଲେ ଏମିତି କାଣ୍ଡ

ପୁରୁଷୋତ୍ତମପୁର, ୧।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଗଡ଼ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଧମକ ଓ ବ୍ଲାକମେଲରେ ଅତିଷ୍ଠ ହୋଇ…

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୫.୮

ଟୋକିଓ,୧।୮: ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ…

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦…

ସାଧୁ ବେଶରେ ଅଭିନୟ ପଡ଼ିଲା ମହଙ୍ଗା, ପପୁ ଯାଦବଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୧।୮: ମୌସୁମୀ ଅଧିବେଶନ ୨୦୨୬ ସମୟରେ ସଂସଦରେ ରାମ ମନ୍ଦିର ଦାନ ଚୋରିକୁ ନେଇ ନାଟକ କରି ସାଂସଦ ପପୁ ଯାଦବ ଆଇନଗତ ଜାଲରେ ଫସିଯାଇଛନ୍ତି। କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri