ଡାହାଣୀ ସନ୍ଦେହରେ ମହିଳାଙ୍କୁ ହତ୍ୟା: କଟାମୁଣ୍ଡ ଧରି ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ

ବାରିପଦା ଅଫିସ, ୧୫।୬: ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା କରକଚିଆ ଗ୍ରାମରେ ସୋମବାର ଡହାଣୀ ସନ୍ଦେହରେ ଜଣେ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ହତ୍ୟା ପରେ ଅଭିଯୁକ୍ତ କଟା ମୁଣ୍ଡଧରି ଥାନାରେ ଆତ୍ମସମର୍ପଣ କରିଛନ୍ତି। ଅଭିଯୁକ୍ତ ହେଲେ ବୁଧୀରାମ ସିଂ। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri