Posted inଜାତୀୟ

ଡିଜିଟାଲ ଦୁନିଆରେ ବ୍ୟସ୍ତ ରହୁଥିବା ବ୍ୟକ୍ତିଙ୍କୁ ଏହି ପରିବାର ଦେଇଥାଏ ଉପଦେଶ

ଆଇଜ୍ୱାଲ,୧୫।୫: ଡିଜିଟାଲ ଜ୍ଞାନକୌଶଳ ବଢ଼ିବା ସହିତ ଅଧିକାଂଶ ଲୋକ ମୋବାଇଲ୍‌ ଅବା କମ୍ପ୍ୟୁଟରରେ ଅଧିକ ସମୟ ବିତାଉଛନ୍ତି। ଦିନର ୨୪ ମଧ୍ୟରୁ ୧୫ ଘଣ୍ଟାରୁ ଅଧିକ ସମୟ ଏଥିରେ ବିତି ଯାଉଛି। ଏହାଯୋଗୁ କେତେକ ପରିବାର ସଦସ୍ୟଙ୍କ ମଧ୍ୟରେ ଦୂରତା ବଢ଼ିବାରେ ଲାଗିଛି। ତେବେ ମିଜୋରାମ ବକ୍ତଓ୍ବାଙ୍ଗ୍‌ ଗାଁରେ ଥିବା ଜିଓନାଙ୍କ ପରିବାର ଏଭଳି ସମସ୍ୟା ଭୋଗୁଥିବା ଲୋକଙ୍କୁ ଦେଇଥାଏ ଉପଦେଶ। ଜିଓନାଙ୍କ ପରିବାର ପୃଥିବୀର ସବୁଠାରୁ ବଡ଼ ପରିବାର ଭାବେ ଗିନିଜ୍‌ ରେକର୍ଡ କରିଛି। ପରିବାର ସଦସ୍ୟଙ୍କ ସଂଖ୍ୟା ୧୮୦। ସେମାନଙ୍କ ମଧ୍ୟରେ ଜିଓନାଙ୍କ ୩୯ ସ୍ତ୍ରୀ, ୯୪ ବୟସ୍କ, ୧୪ ବୋହୂ,୩୩ ନାତି ନାତୁଣୀ ରହିଛନ୍ତି। ତାଙ୍କ ୪ ମହଳା ଘରେ ଶହେଟି ବାସ ଘର ରହିଛି। ୭୨ ବର୍ଷ ବୟସ୍କ ଜିଓନା ପ୍ରଥମ ବିବାହ ୧୭ ବର୍ଷରେ କରିଥିଲେ। ଏହା ପରେ ଗୋଟିଏ ବର୍ଷରେ ସେ ୧୦ ଜଣଙ୍କୁ ବିବାହ କରିଥିଲେ। ଗୋଟିଏ ଦିନରେ ତାଙ୍କ ଘରେ ୩୦ କୁକୁଡା, ୧୨ଟି ଅଣ୍ଡା, ୬୦ କିଲୋଗ୍ରାମ୍‌ ଆଳୁ,ଶହେ କିଲୋଗ୍ରାମ୍‌ ଚାଉଳ ରନ୍ଧାଯାଇଥାଏ। ପ୍ରତିଦିନ ଘରେ ୨୦ କିଲୋଗ୍ରାମ୍‌ ଫଳ ବ୍ୟବହାର ହୋଇଥାଏ। ୨୦୧୧ ଜନ ଗଣନା ଅନୁସାରେ ଦେଶରେ ମିଳିତ ପରିବାର ସଂଖ୍ୟା କମିବାରେ ଲାଗିଛି। ଧିରେଧିରେ ସମାଜରେ ନିସଙ୍ଗ ପରିବାର ସଂଖ୍ୟା ବଢୁଛି। ଏହାଦ୍ୱାରା ଲୋକଙ୍କ ମଧ୍ୟରେ ମାନସିକ ଚାପ ବୃଦ୍ଧି ପାଉଛି ବୋଲି ଏକ ସର୍ଭେ ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ନିର୍ବାଚିତ ନହୋଇ ବିଧାୟକ ହେବେ ସୁନେତ୍ରା ପାୱାର, ନାମାଙ୍କନ ପ୍ରତ୍ୟାହାରର ୧ ଘଣ୍ଟା ପୂର୍ବରୁ ମତ ବଦଳାଇଲା କଂଗ୍ରେସ

ମୁମ୍ବାଇ,୯।୪: ବର୍ତ୍ତମାନ ଏହା ପ୍ରାୟ ନିଶ୍ଚିତ ଯେ ମହାରାଷ୍ଟ୍ରର ବାରାମତୀ ବିଧାନସଭା ଆସନରୁ ସ୍ବର୍ଗତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ବିଧାୟକ ହେବେ।…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ହର୍ମୁଜ ପ୍ରଣାଳୀରେ ବଡ଼ ଗେମ୍‌ ଖେଳିବ ଭାରତ, ବାଧା ସୃଷ୍ଟି କରିପାରିବେନି ଆମେରିକା-ଇରାନ, ଧଡ଼ାଧଡ଼ ଆସିବ…

ନୂଆଦିଲ୍ଲୀ,୯।୪: ଇରାନ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ଉପସାଗରୀୟ ଅଞ୍ଚଳରେ ଫସି ରହିଥିବା ଏହାର ଜାହାଜ ଏବଂ ନାବିକମାନଙ୍କୁ ସୁରକ୍ଷିତ ଭାବରେ…

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…

ପାକିସ୍ତାନର ଗୁମର ଖୋଲିଦେଲେ ଇସ୍ରାଏଲ ରାଷ୍ଟ୍ରଦୂତ: ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୯।୪: ଦୁଇ ସପ୍ତାହର ଅସ୍ତ୍ରବିରତି ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ପାକିସ୍ତାନ ସଂଘର୍ଷ ବନ୍ଦ କରିବାର ଶ୍ରେୟ ଦାବି କରୁଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri