ଡିଟୋନେଟର ବିସ୍ଫୋରଣ: ୩ ନାବାଳକ ଆହତ

ହିିଞ୍ଜିଳିକାଟୁ,୩ା୩(ଡି.ଏନ୍‌.ଏ): ଗଞ୍ଜାମ ଜିଲା ହଞ୍ଜିଳି ଥାନା ସୋମପୁର ଗ୍ରାମରେ ମଙ୍ଗଳବାର ପୂର୍ବାହ୍ନରେ ପାହାଡ଼ରୁ ପଥର ଫୁଟା ପାଇଁ ବ୍ୟବହୃତ ଡିଟୋନେଟର ବିସ୍ଫୋରଣ ଘଟି ୩ ନାବାଳକ ଆହତ ହୋଇଛନ୍ତି। ସେମାନେ ହେଲେ ବାଦଲ ଗାୈଡ(୧୦), ନାରାୟଣ ଗାୈଡ(୧୨), ଶ୍ରୀଧର ଗାୈଡ(୧୦)।
ପ୍ରକାଶ ଯେ, ସୋମପୁର ନିକଟସ୍ଥ ପାହାଡ଼ରୁ ପଥର ଫଟା ପାଇଁ ଡିଟୋନେଟର ବ୍ୟବହୃତ ହେଉଥିଲା। ଜଣେ ବ୍ୟକ୍ତିଙ୍କ ଘରେ ଏହିସବୁ ବିସ୍ଫୋରକ ସାମଗ୍ରୀ ରଖାଯାଇଥିଲା। ତେବେ ବାଦଲ, ନାରାୟଣ ଏବଂ ଶ୍ରୀଧର ଖେଳିବା ପାଇଁ ଉକ୍ତ ବିସ୍ଫୋରକ ସାମଗ୍ରୀ ଆଣିଥିଲେ। ଡିିଟୋନେଟରକୁ ଡ୍ରାଏ ବ୍ୟାଟେରି ସେଲ ସହ ସେମାନେ ସଂଯୋଗ କରିଥିଲେ। ଫଳରେ ବିସ୍ପୋରଣ ଘଟିଥିଲା। ସେମାନଙ୍କ ଶରୀରର ବିଭିନ୍ନ ସ୍ଥାନରେ ଆଘାତ ଲାଗିଛି। ଗୁରୁତର ଅବସ୍ଥାରେ ସେମାନଙ୍କୁ ହଞ୍ଜିଳିକାଟୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ଅଧିକ ଚିକିତ୍ସା ପାଇଁ ସେମାନଙ୍କୁ ବ୍ରହ୍ମପୁର ବଡ଼ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇଁ ପୋଲିସ ପହଞ୍ଚି ବିଭିନ୍ନ ସ୍ଥାନରେ ଅନୁସନ୍ଧାନ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

୫୦୦୦ ବର୍ଷ ପରେ ଖୋଲିଲା ଭୟଙ୍କର ରହସ୍ୟ, ରାଜାଙ୍କ ମୃତ୍ୟୁ ପରେ ସେବକ….

କାଏରୋ,୬।୧୦: ପ୍ରାଚୀନ ଇଜିପ୍ଟରେ ମୃତ ରାଜାଙ୍କ ସହିତ ସେବକମାନଙ୍କୁ ମଧ୍ୟ ଜିଅନ୍ତା ପୋତି ଦିଆଯାଉଥିବା କଥାକୁ ନେଇ ବିଭିନ୍ନ ପ୍ରକାରର ଆଲୋଚନା ହୋଇଥାଏ। ଶତାବ୍ଦୀ ଧରି ପ୍ରତ୍ନତତ୍ତ୍ୱବିତମାନଙ୍କୁ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?