ଡିନର୍‌ ଲାଗି ଏକାଠି ପହଞ୍ଚିଲେ ବିକ୍କି-କଟ୍ରିନା

ବମ୍ବେ: ଲୁଚିଛି ନା ଗୋଡ଼ ଦୁଇଟା ଦିଶୁଛି। ଏପରି କିଛି ଲୋକକଥା ବଲିଉଡ୍‌ ଅଭିନେତା ବିକ୍କି କୌଶଲ- ଅଭିନେତ୍ରୀ କଟ୍ରିନା କୈଫଙ୍କ ସମ୍ପର୍କ ପାଇଁ ପ୍ରଯୁଜ୍ୟ ବୋଲି କୁହାଯାଉଛି। ଏହା ପଛରେ କାରଣ ବି ରହିଛି। ସେଇଟି ହେଲା ଉଭୟଙ୍କ ଡେଟିଂର ଖବର। କ୍ୟାମେରା ସମ୍ମୁଖରେ ଏହାକୁ ନେଇ ମୁହଁ ଖୋଲୁ ନ ଥିବା ବିକ୍କି-କଟ୍ରିନା ଆଜିକାଲି ପ୍ରତିଟି କାର୍ଯ୍ୟକ୍ରମରେ ଏକାଠି ପହଞ୍ଚୁଛନ୍ତି। କୌଣସି ଉତ୍ସବ ହେଉ ଅଥବା ଡିନର୍‌ ପାର୍ଟି ଉଭୟଙ୍କୁ ଏକାସହ ଦେଖିବାକୁ ମିଳୁଛି। ନିକଟରେ ପ୍ରଯୋଜିକା ଆରତୀ ସେଟ୍ଟୀ ନିଜ ଘରେ ଏକ ଡିନର୍‌ ପାର୍ଟି ରଖିଥିଲେ। ଏଥିରେ ଯୋଗ ଦେବାକୁ ପହଞ୍ଚିଥିଲେ ବିକ୍କି ଆଉ କଟ୍ରିନା। ଏହି ସମୟରେ ଉଭୟଙ୍କୁ ଦେଖି ସେମାନଙ୍କ ମଧ୍ୟରେ କିଛି ଗୋଟେ ଚାଲିଥିବା ଚର୍ଚ୍ଚା ଜୋର ଧରିଛି।

ନିକଟରେ ଇଶା ଅମ୍ବାନୀଙ୍କ ହୋଲି ପାର୍ଟିରେ ଉଭୟ ନଜର ଆସିଥିଲେ। ଏପରି ଏକାଧିକ ଭିଡିଓ ଭାଇରାଲ ହୋଇଥିଲା, ଯେଉଁଥିରେ ବିକ୍କି କଟ୍ରିନାଙ୍କୁ ରଙ୍ଗ ଲଗାଉଥିବା ଦେଖିବାକୁ ମିଳିଥିଲା। ଏପରିକି ଉଭୟ ଅଧିକାଂଶ ସମୟ ଏକାଠି ବିତାଉଥିବା କୁହାଯାଇଥିଲା। କଥାକୁ କିନ୍ତୁ ଉଭୟ ଖଣ୍ଡନ କରିଆସୁଛନ୍ତି। ରଣବୀରଙ୍କ ପରେ କଟ୍ରିନାଙ୍କ ପାଇଁ ବିକ୍କି ପସନ୍ଦଯୋଗ୍ୟ ବୋଲି ପ୍ରଶଂସକ କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ଟେନସନ ଦେଲେ ଏକଛତ୍ରବାଦୀ ଶାସକ, ‘ବିନାଶକାରୀ’ ଗେମ୍‌ ଖେଳିଲା ଉତ୍ତର କୋରିଆ

ଓ୍ବାଶିଂଟନ୍‌,୨।୪: ସମଗ୍ର ବିଶ୍ୱ ଇରାନ-ଆମେରିକା ଯୁଦ୍ଧ ଭୟରେ କବଳିତ। ମଧ୍ୟପ୍ରାଚ୍ୟ ଜଳୁଛି। ସାରା ବିଶ୍ୱରେ ତେଲ ଏବଂ ଗ୍ୟାସର ଅଭାବ ରହିଛି। ଇନ୍ଧନ ମୂଲ୍ୟ ଆକାଶଛୁଆଁ। ଏହା…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

ବିହାର ଛାଡି ଦିଲ୍ଲୀ ଯିବେ ନୀତୀଶ: ଏହିଦିନ ରାଜ୍ୟ ସଭା ଏମ୍‌ପି ଭାବେ ନେବେ ଶପଥ

ପାଟନା,୨।୪: ବିହାରରେ ନୀତୀଶ କୁମାର ଯୁଗର ଶେଷ ହେବାକୁ ଯାଉଛି। ନିକଟରେ ନୀତୀଶ କୁମାର ବିହାର ବିଧାନ ପରିଷଦରୁ ଇସ୍ତଫା ଦେଇଛନ୍ତି। ଏବେ, ଦିଲ୍ଲୀ ପାଇଁ ତାଙ୍କର…

ମୁହଁରେ କପଡ଼ା ବାନ୍ଧି ବାପାଙ୍କୁ ଲୁଟିବାକୁ ଆସିଥିଲେ ପୁଅ: ୧୦ ଲକ୍ଷ ଟଙ୍କା ନେବା ପରେ ଘଟିଲା…

ନୂଆଦିଲ୍ଲୀ,୨।୪: ଦିଲ୍ଲୀର ଲକ୍ଷ୍ମୀ ନଗର ଅଞ୍ଚଳରେ ଘଟିଥିବା ୧୦ ଲକ୍ଷ ଡକାୟତି ଘଟଣାର ସମାଧାନ ପୋଲିସ ମାତ୍ର ୨୪ ଘଣ୍ଟା ମଧ୍ୟରେ କରିଛି। ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା…

ସକାଳୁ ସକାଳୁ ଥରିଲା ପୃଥିବୀ, ୭.୪ ତୀବ୍ରତାର ଭୂକମ୍ପ ପରେ ଲୋକେ ଘରୁ ଦୌଡି….

ଜାକାର୍ତ୍ତା,୨ା୪: ଇଣ୍ଡୋନେସିଆରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ସୁନାମି ଚେତାବନୀ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri