Posted inଜାତୀୟ

ଡିସେମ୍ବର ୧୩ : ସଂସଦ ଭବନ ଆକ୍ରମଣକୁ ପୂରିଲା ୧୮ ବର୍ଷ; ପାକିସ୍ତାନରେ ମାଷ୍ଟରମାଇଣ୍ଡ ଆଝାର

ନୂଆଦିଲ୍ଲୀ,୧୩।୧୨: ସଂସଦ ଭବନ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଶୁକ୍ରବାର ୧୮ ବର୍ଷ ପୂରିଛି । ୨୦୦୧ ଡିସେମ୍ବର ୧୩ ପୂର୍ବାହ୍ନ ୧୧ଟା ୨୮ରେ ୫ ଜୈଶ୍‌-ଇ-ମହମ୍ମଦ ଏବଂ ଲଶ୍କର-ଇ-ତୋଏବା ଆତଙ୍କବାଦୀ ପାର୍ଲାମେଣ୍ଟ ପରିସରରେ ଦୀର୍ଘ ୪୫ ମିନିଟ୍‌ ଧରି ଆକ୍ରମଣ ଜାରି ରଖିଥିଲେ। ସୁରକ୍ଷାବଳଙ୍କ ସହିତ ଆତଙ୍କବାଦୀ ମୁହାଁମୁହିଁ ହୋଇଥିଲେ । ଏହି ଘଟଣାରେ ଯବାନଙ୍କ ସମେତ ୯ ଜଣ ଶହୀଦ୍‌ ହୋଇଥିଲେ। ସୁରକ୍ଷାବଳଙ୍କ ଏନ୍‌ କାଉଣ୍ଟରରେ ୫ ଆତଙ୍କବାଦୀ ନିହତ ହୋଇଥିଲେ। ଶୀତକାଳୀନ ଅଧିବେସନରେ ଏହି ସମୟରେ ସଂସଦ ଭବନରେ ତତ୍‌କାଳୀନ ସ୍ବରାଷ୍ଟ୍ର ମନ୍ତ୍ରୀ ଲାଲ୍‌କୃଷ୍ଣ ଆଡ଼ଓ୍ବାଣୀଙ୍କ ସମେତ ପ୍ରାୟ ୨ଶହ ଜଣ ସଦସ୍ୟ ଉପସ୍ଥିତ ଥିଲେ। ଏହି ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ମୌଲାନା ମସୁଦ୍‌ ଆଝାର ଆଇନ ହାତରୁ ଦୂରରେ ରହିଛନ୍ତି । ଏବେ ସେ ପାକିସ୍ତାନରେ ଲୁଚିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ବ୍ରିହନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ (ବିଏମ୍‌ସି) ଦ୍ୱାରା ପ୍ରସାଦରୁ ପାଓ୍ବାର ଉତ୍ପାଦନ କରାଯାଇଛି । ଲାଲବାଗ୍‌ଚା ବାଗ୍‌ରେ ବିଭିନ୍ନ ଗଣେଶ ପୂଜା ମଣ୍ଡପରେ ବର୍ଜ୍ୟ ଭାବେ ୩୦ ଟନ…

ଓଡ଼ିଶା ନିନ୍ଦିତ ନ ହେଉ

ଅତୀତରେ କଳିଙ୍ଗ ନିଜର ସାହସ ଓ ସମୃଦ୍ଧି ପାଇଁ ସମଗ୍ର ବିଶ୍ୱରେ ପରିଚିତ ଥିଲା। ସେଥିପାଇଁ ମୌର୍ଯ୍ୟ ସମ୍ରାଟ୍‌ ସମେତ ଅନେକ ରାଜ୍ୟ କଳିଙ୍ଗ ଜୟ କରିବାର…

୨୨ ମାସର ସର୍ବୋଚ୍ଚ ସ୍ତରରେ ମୁଦ୍ରାସ୍ଫୀତି, ପିଆଜ ଦରରେ ୧୦୮%

ନୂଆଦିଲ୍ଲୀ,୧୩।୧୦: ଦେଶରେ ପନିପରିବାଠାରୁ ଆରମ୍ଭ କରି ଖାଦ୍ୟ ସାମଗ୍ରୀ ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଦର ବେଳକୁ ବେଳ ମହଙ୍ଗା ହେଉଥିବାରୁ ମୁଦ୍ରାସ୍ପୀତି ରୋକର୍ଡ ସ୍ତରରେ ପହଞ୍ଚିଲାଣି…

ରାଜନୈତିକ ଦୁର୍ବଳତାର ସଂଜ୍ଞା

୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍‌- ୨୦୨୬ ଗତ ଏପ୍ରିଲ ମାସରେ ଲୋକ ସଭାରେ କାଟ ଖାଇଛି। କାରଣ ଏହି ବିଲ୍‌ ପାଇଁ ଆବଶ୍ୟକ ଦୁଇ ତୃତୀୟାଂଶ ସମର୍ଥନ…

୨୦୨୪ର ବ୍ୟସ୍ତତା

ରାମ ମନ୍ଦିର ଯେଉଁଠି ତିଆରି ହେଲା-ଅଯୋଧ୍ୟା-ସେଠାରେ ଭାଜପାର ପରାଜୟ ୨୦୨୪ରେ ଦଳର ନେତାମାନଙ୍କୁ ଭୟଭୀତ କରାଇ ଦେଇଥିଲା ବୋଲି ଏବେ ବୁଝାପଡୁଛି। ନିର୍ବାଚନ ଫଳାଫଳ ପ୍ରକାଶ ପାଇବା…

ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା…

କଟକ,୧୩।୧୦(ପ୍ରଭୁକଲ୍ୟାଣ ପାଲ୍): ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମାଟି ତଳେ ଯାଇଥିବା ଘରୋଇ ଗ୍ୟାସ ପାଇପ ଲାଇନ ଲିକ୍ ହେବା ଫଳରେ…

ବିଶ୍ୱବ୍ୟାଙ୍କ ରିପୋର୍ଟରେ ବଡ଼ ଖୁଲାସା, ଧନୀ ଦେଶର ଗରିବଙ୍କ ଆୟ ବି ଭାରତର ଧନୀଙ୍କଠୁ ଅଧିକ!

ନୂଆଦିଲ୍ଲୀ,୧୩।୧୦: ବିଶ୍ୱର ବିକଶିତ ଓ ଉନ୍ନତ ଆର୍ଥିକ ବ୍ୟବସ୍ଥା ଥିବା ଧନୀ ଦେଶଗୁଡ଼ିକର ସବୁଠାରୁ ଗରିବ ୧୦ ପ୍ରତିଶତ ଲୋକଙ୍କ ଆୟ ଭାରତର ସବୁଠାରୁ ଧନୀ ୧୦…

୨୨ ଭାରତୀୟ ଥିବା ଜାହାଜ ଉପରେ ଆକ୍ରମଣ

ନୂଆଦିଲ୍ଲୀ, ୧୩।୧୦: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜରେ ୨୨ ଜଣ ଭାରତୀୟ କର୍ମଚାରୀଙ୍କୁ ନେଇ ଯାଉଥିବା ୨ଟି ବାଣଜି୍ୟକ ଜାହାଜ ଉପରେ ଆକ୍ରମଣ ହୋଇଛି। ଏହି ଘଟଣାକୁ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?