ଡୁଙ୍ଗୁରିପାଲି ହେବ ୧ନଂ ବ୍ଲକ

ଡୁଙ୍ଗୁରିପାଲି, ୯ା୬(ଡି.ଏନ.ଏ.):ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ସଭାଗୃହରେ ରବିବାର ରାଜ୍ୟ ଅର୍ଥ ଓ ଅବକାରୀ ବିଭାଗ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି। ବିଡିଓ ସହଦେବ ସମାଧିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମନ୍ତ୍ରୀ ପୂଜାରୀ ତାଙ୍କ ବକ୍ତବ୍ୟରେ ନାନାବିଧ ଉନ୍ନୟନ୍ନମୂଳକ କାର୍ଯ୍ୟଦ୍ୱାରା ଡୁଙ୍ଗୁରିପାଲି ବ୍ଲକକୁ ରାଜ୍ୟର ଏକ ସ୍ବତନ୍ତ୍ର ବ୍ଲକର ପରିଚୟ ଦେବାକୁ ଚେଷ୍ଟା କରିବି ବୋଲି କହିଥିଲେ। ସମ୍ମାନୀତ ଅତିଥିଭାବେ ବ୍ଲକ ଅଧ୍ୟକ୍ଷ ମକରଧ୍ୱଜ ସାହୁ, ଡବ୍ଲୁଡିସି ସଭ୍ୟ ହିମାଂଶୁ ଶେଖର ବିଶ୍ୱାଳ, ସମିତି ସଭ୍ୟ ସଂଘ ସଭାପତି ମନୋଜ କୁମାର ପୁରୋହିତ, ଜିଲା ପରିଷଦ ସଭ୍ୟା ମମତା ମଟାରୀ, ସରପଞ୍ଚ ସଂଘ ସମ୍ପାଦକ ଲବ ମେହେର, ମନ୍ତ୍ରୀଙ୍କ ବ୍ଲକ ପ୍ରତିନିଧି ରମେଶ ପୂଜାରୀ ମଞ୍ଚାସୀନ ଥିଲେ ା ଅତିଥିମାନେ ସେମାନଙ୍କ ବକ୍ତବ୍ୟରେ କେବଳ ଡୁଙ୍ଗୁରିପାଲି ବ୍ଲକ ନୁହେଁ, ସୁବର୍ଣ୍ଣପୁର ଜିଲାର କିଭଳି ବିକାଶ ହୋଇ ପାରିବ ସେ ବିଷୟରେ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏହି ଅବସରରେ ବ୍ଲକ ଆଇସିଡିଏସ, ଆରଏମସି, ବଣିକ ସଂଘ, ମହିଳା ଏସ୍‌ଏଚ୍‌ଜି, ସରପଞ୍ଚ, ସମିତି ସଭ୍ୟ, କୃଷି ବିଭାଗର ସମସ୍ତ କର୍ମଚାରୀ ଓ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

କାର ଧକ୍କାରେ ଜଣେ ମୃତ, ୭ ଗୁରୁତର : କ୍ଷତିପୂରଣ ଦାବିରେ

କୁଚିଣ୍ଡା,୧୪।୩(ବିରଞ୍ଚି ଦର୍କା):ସମ୍ବଲପୁର ଜିଲା ମହୁଲପାଲି ଥାନା ଅନ୍ତର୍ଗତ ଟାଇଁସର କଦୋପଡାଠାରେଶୁକ୍ରବାର ରାତିରେ ଯାତ୍ରା ଦେଖି ଘରକୁ ଫେରୁଥିବା ୮ଜଣଙ୍କୁ ଏକ ଦ୍ରୁତଗାମୀ କାର ଧକ୍କା ଦେଇଥିଲା। ସ୍ଥାନୀୟ…

ବନ୍ଧା ହେଲେ ଜନସେବା କେନ୍ଦ୍ର ମାଲିକ, ଲୋକ ଅଦାଲତ ନାଁରେ କରୁଥିଲେ…

ସମ୍ବଲପୁର,୧୪ା୩(ପ୍ରମୋଦ ବହିଦାର): ଜାତୀୟ ଲୋକ ଅଦାଲତରେ ବିଭିନ୍ନ ସମସ୍ୟାର ସମାଧାନ କରିଦେବାକୁ କହି ଶତାଧିକ ଲୋକଙ୍କୁ ଠକିବା ଅଭିଯୋଗରେ ସମ୍ବଲପୁର ଟାଉନ ଥାନା ପୋଲିସ ଜଣେ ଜନସେବା…

ବିବାହ ପ୍ରୋସେସନ ବେଳେ ବାଣ ଫୁଟି ୪ ଛାତ୍ରୀ ଆହତ

ସମ୍ବଲପୁର,୯।୩: ସମ୍ବଲପୁର ସହରରେ ସୋମବାର ରାତିରେ ଏକ ବିବାହ ପ୍ରୋସେସନ ବେଳେ ଅଘଟଣ ଘଟିଛି। ପ୍ରୋସେସନ ବେଳେ ହଷ୍ଟେଲ ପରିସରରେ ବାଣ ଫୁଟି ୪ଜଣ ଛାତ୍ରୀ ଆହତ…

ବାଇକ୍-କଣ୍ଟେନର ମୁହାଁମୁହିଁ ଧକ୍କା: ୩ ମୃତ, ନିଆଁରେ ପୋଡିଗଲା….

ଜମନକିରା,୯ା୩(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ବଡରମା ପଞ୍ଚାୟତ ଡିମିରିମୁଣ୍ଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଏନଏଚ୍ ୫୩ରେ ଦୁର୍ଘଟଣାରେ ୩ ଜଣଙ୍କ…

ନିଜର ସେବା ଜରିଆରେ ନିଆରା ଉଦାହରଣ ସୃଷ୍ଟି କରିଥିଲେ ଡା. ନାରାୟଣୀ ପଣ୍ଡା: ମହିଳା ଦିବସରେ ବୁଜିଲେ ଆଖି

ସମ୍ବଲପୁର,୮।୩(ପ୍ରମୋଦ ବହିଦାର): ସମ୍ବଲପୁରର ବିଶିଷ୍ଟ ସ୍ତ୍ରୀ ରୋଗ ବିଶେଷଜ୍ଞ ତଥା ଜଣାଶୁଣା ସମାଜସେବୀ ଡା. ନାରାୟଣୀ ପଣ୍ଡାଙ୍କର ରବିବାର ପୂର୍ବାହ୍ନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ମା’ ସମଲେଶ୍ୱରୀଙ୍କ ପୀଠରେ ଅପବିତ୍ର କାର୍ଯ୍ୟ: ଦୀପଘର ପଛପଟେ ଜମୁଥିଲା…

ସମ୍ବଲପୁର,୭ା୩(ପ୍ରମୋଦ ବହିଦାର):ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର ପରିସର ଅସାମାଜିକ କାର୍ଯ୍ୟର ପେଣ୍ଠସ୍ଥଳୀ ପାଲଟିଥିବା ଅଭିଯୋଗ ହୋଇଛି। ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭକ୍ତି ଓ ବିଶ୍ୱାସର ପ୍ରତୀକ…

ଶେଷରେ ଧରାପଡ଼ିଲେ ପ୍ରେମିକ-ନବବଧୂ: ଏହି ସ୍ଥାନରେ ଥିଲେ, ପୋଲିସ ଉଭୟଙ୍କୁ…

ସମ୍ବଲପୁର, ୨୪।୨(ପ୍ରମୋଦ ବହିଦାର): ପୋଲିସ ହାତରେ ଧରାପଡିଲେ ବନ୍ଧୁକ ମୁନରେ ନବବଧୂ ଅପହରଣକାରୀ। ନବବଧୂ କଣ୍ଟାମାଳ ଥାନା ଅନ୍ତର୍ଗତ କଣ୍ଟାମାଳ ବ୍ଲକଛକର ରଶ୍ମି ପୁଟେଲ(୧୯)ଙ୍କ ସହ କଣ୍ଟାମାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri