Posted inଖେଳ

ଡେନମାର୍କ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ: ସିଙ୍ଗଲ୍ସ, ଡବଲ୍ସ ସେମିରେ ପ୍ରମୋଦ

ଭୁବନେଶ୍ୱର, ୧୯।୧୦(କ୍ରୀଡ଼ା ପ୍ରତିନିଧି)-
ଡେନମାର୍କର କୋପେନହାଗେନଠାରେ ଚାଲିଥିବା ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର ଉଭୟ ସିଙ୍ଗଲ୍ସ ଓ ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି ଓଡ଼ିଶାର ପ୍ରମୋଦ ଭଗତ। ଶୁକ୍ରବାର ଅନୁଷ୍ଠିତ ସିଙ୍ଗଲ୍ସ କ୍ୱାର୍ଟର ଫାଇନାଲରେ ସେ ପେରୁର ପେତ୍ରୋ ପାବ୍‌ଲୋ ଡେଭିନାଟିଙ୍କୁ ୨୧-୧୧, ୨୨-୨୦ ପଏଣ୍ଟରେ ପରାସ୍ତ କରିଛନ୍ତି। ସେହିପରି ଭାରତର ମନୋଜ ସରକାରଙ୍କୁ ସାଥିକରି ଖେଳି ଆସୁଥିବା ପ୍ରମୋଦ ଡବଲ୍ସ କ୍ୱାର୍ଟର ଫାଇନାଲରେ ସ୍କଟଲାଣ୍ଡର ରଚାର୍ଡ ଓ୍ବିଲିୟମ ଲିନ୍‌ ଏବଂ କଲିନ ଲେସ୍‌ଲି ଯୋଡ଼ିଙ୍କୁ ୨୪-୨୨, ୨୧-୧୪ ପଏଣ୍ଟରେ ହରାଇ ସେମିରେ ପହଞ୍ଚତ୍ଛନ୍ତି। ପ୍ରମୋଦ-ମନୋଜ ସେମିଫାଇନାଲରେ ଅନ୍ୟତମ ଭାରତୀୟ ଯୋଡ଼ି ବିକ୍ରମ କୁମାର ଓ ସୁହାସ ଲି’ଙ୍କୁ ଭେଟିବେ। ସିଙ୍ଗଲ୍ସ ସେମିଫାଇନାଲରେ ନିଜ ଡବଲ୍ସ ପାର୍ଟନର ମନୋଜଙ୍କ ସହ ମୁକାବିଲା କରିବେ ଏହି ଓଡ଼ିଆ ପାରା ବ୍ୟାଡ୍‌ମିଣ୍ଟନ ଖେଳାଳି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାଇରାଲ ସେଲିବ୍ରେଶନକୁ ନେଇ ମୁହଁ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୪।୭: ଇଂଲଣ୍ଡ ଗସ୍ତର ବିଫଳତାକୁ ପଛରେ ପକାଇ, ବୈଭବ ସୂର୍ଯ୍ୟବଂଶୀ ଗୁରୁବାର ଜିମ୍ବାୱେ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚରେ ଏକ ଚମତ୍କାର ଇନିଂସ ଖେଳି ଅର୍ଦ୍ଧଶତକ ହାସଲ…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ରଥମ ଟି୨୦ ଜିତିଲା ଭାରତ

ହରାରେ,୨୩ା୭: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ ବଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୭ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର…

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

୨ବର୍ଷ ପରେ ଦମଦାର ପ୍ରତ୍ୟାବର୍ତ୍ତନ, ପ୍ରଥମ ବଲ୍‌ରେ ୱିକେଟ୍ ନେଇ ଇତିହାସ ରଚିଲେ ମୟଙ୍କ

ନୂଆଦିଲ୍ଲୀ,୨୩।୭: ମୟଙ୍କ ଯାଦବ ଜିମ୍ବାୱେ ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଟି-୨୦ ମ୍ୟାଚ୍‌ରେ ଦୁଇ ବର୍ଷରୁ ଅଧିକ ସମୟ ପରେ ପ୍ରତ୍ୟାବର୍ତ୍ତନ କରିଛନ୍ତି । ସେ ତାଙ୍କର ପ୍ରଥମ…

Commonwealth Games 2026: ପଦକ ପକ୍କା, ଉଦଘାଟନୀ ଉତ୍ସବ ପୂର୍ବରୁ ଇତିହାସ ରଚିଲେ ଲୋଭଲିନା ବୋରଗୋହାଇନ!

ନୂଆଦିଲ୍ଲୀ,୨୩।୭: ଭାରତ ଉଦଘାଟନୀ ଉତ୍ସବ ପୂର୍ବରୁ 2026 ରାଜ୍ୟଗୋଷ୍ଠୀ କ୍ରୀଡାରେ ପଦକ ତାଲିକା ଖୋଲିସାରିଛି। ଷ୍ଟାର ବକ୍ସର ଲୋଭଲିନା ବୋରଗୋହାଇନ ପ୍ରଥମ ରାଉଣ୍ଡରେ ବାଇ ପାଇ 75…

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri