ଡେବ୍ରିଗଡ଼ ଅଭୟାରଣ୍ୟରେ ହାତୀପଲ: ଆଶ୍ୱସ୍ତ ହେଲେ ଚାଷୀ

ଭଟ୍‌ଲି, ୨୮।୧୦(ଡି.ଏନ୍‌.ଏ.): ବିଗତ ୩ ଦିନ ହେବ ହାତୀଙ୍କୁ ନେଇ ଭୟରେ ଥିବା ବରଗଡ଼ ଜିଲାର ଚାଷୀମାନେ ରବିବାରଠାରୁ ସାମାନ୍ୟ ଆଶ୍ୱସ୍ତିଲାଭ କରିଛନ୍ତି। ଛତିଶଗଡ଼ ରାଜ୍ୟ ଅନ୍ତର୍ଗତ ଭଟ୍‌ଲି ନିକଟସ୍ଥ ବାରପାହାଡ଼ ଜଙ୍ଗଲ ଅଭିମୁଖେ ଚାଲିଆସିଥିବା ୨ଟି ବଣୁଆ ହାତୀ ଧାନ ଫସଲ ନଷ୍ଟ କରିଦେଇଥିଲେ। ଏଥିପାଇଁ ଚାଷୀମାନେ ଚିନ୍ତାରେ ଥିଲେ । ମାତ୍ର ବନବିଭାଗ ଉଦ୍ୟମରେ ଏହି ହାତୀ ଡେବ୍ରିଗଡ଼ ଅଭୟାରଣ୍ୟ ମଧ୍ୟକୁ ପଶିଯାଇଛନ୍ତି। ସେମାନେ ଯେପରି ପୁଣି ଅଭୟାରଣ୍ୟରୁ ବାହାରି ନ ଆସିବେ ସେଥିପ୍ରତି ଦୃଷ୍ଟିଦେବାକୁ ଚାଷୀମାନେ ବନବିଭାଗକୁ ଅନୁରୋଧ କରିଛନ୍ତି। ଏହି ହାତୀପଲ ପୂର୍ବରୁ ବାରପାହାଡ଼ ଜଙ୍ଗଲରେ ଥିଲେ, ମାତ୍ର ଗତବର୍ଷ ସେମାନେ ଛତିଶଗଡ଼ ଜଙ୍ଗଲକୁ ଚାଲିଯାଇଥିଲେ। ତେବେ ବର୍ଷେ ପରେ ପୁଣି ଫେରିଥିବାରୁ ଏବଂ ବର୍ତ୍ତମାନ ଧାନ ପାକଳ ସମୟ ହୋଇଥିବାରୁ ଚାଷୀମାନେ ଚିନ୍ତାରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ଘୋଷଣା ।…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…

ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ଛତ୍ରପୁର ପୌରପାଲିକାରେ ମିଶ୍ରଣକୁ ବିରୋଧ: ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

ଛତ୍ରପୁର,୨୦।୨(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନକୁ ନେଇ ଅସନ୍ତୋଷ ଲାଗିରହିଛି। ଗୋଟିଏ ପଟେ ଛତ୍ରପୁର ପୌରପାଳିକାରେ ଆର୍ଯ୍ୟପଲ୍ଲୀ, କଣମଣା, ପୋ ଅଗସ୍ତିନୂଆଗାଁ ଓ ଚିକଲଖଣ୍ଡି ଆଦି ୫ଟି…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri