ଡୋନାଲ୍ଡ ଟ୍ରମ୍ପଙ୍କ ବାୟୋପିକରେ କାମ କରିବାକୁ ଚାହାନ୍ତି ସଞ୍ଜୟ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସଞ୍ଜୟ ଦତ୍ତ ବେଶ୍‌ କିଛି ସମୟ ପରେ ପୁଣି ବଡ ପରଦାକୁ ଫେରିଛନ୍ତି। ଐତିହାସିକ ମୁଭି ‘ପାନିପତ’ରେ ପୁଣିଥରେ ସଞ୍ଜୟଙ୍କର ଦମଦାର ଆକ୍ଟିଙ୍ଗ ଦର୍ଶକଙ୍କୁ ଆକୃଷ୍ଟ କରିବ ବୋଲି ନିର୍ଦ୍ଦେଶକ ଆଶା ରଖିଛନ୍ତି। ନିଜ ବାୟୋପିକରେ ନ ହେଲା ନାହିଁ ହେଲେ ବଳିଉଡ୍‌ର ଏହି କଳାକାର ଭବିଷ୍ୟତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବାୟୋପିକରେ କାମ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ନିକଟରେ ସେ ତାଙ୍କ ଫିଲ୍ମର ପ୍ରମୋଶନ ପାଇଁ ‘ଦ କପିଲ ଶର୍ମା ଶୋ’କୁ ଆସିଥିବା ବେଳେ ଏହା କହିଛନ୍ତି। କିଛି ମଜାଳିଆ ପ୍ରଶ୍ନର ଉତ୍ତର ଦେବାବେଳେ ସଞ୍ଜୟ କହିଛନ୍ତି ଡୋନାଲ୍ଡ ଟ୍ରମ୍ପ ଯେତେବେଳେ ମାନେ ସେତେବେଳେ ଯାହା ତାଙ୍କ ମନକୁ ଆସେ ତାହା କହି ଦିଅନ୍ତି। ତେଣୁ ଯଦି ସେ ଭବିଷ୍ୟତରେ କେବେ କାହା ବାୟୋପିକରେ ଅଭିନୟ କରିବାର ସୁଯୋଗ ମିଳିବ ତେବେ ସେ ଟ୍ରମ୍ପଙ୍କ ବାୟୋପିକକୁ ହିଁ ବାଛିବେ।


Enter your email to get our daily news in your inbox.

All Right Reserved By Dharitri.Com

ବଲିଉଡରୁ ଆସିଲା ଦୁଃଖଦ ଖବର: ପରଲୋକରେ ଲୋକପ୍ରିୟ ଅଭିନେତା

ମୁମ୍ବାଇ: ଲୋକପ୍ରିୟ ଅଭିନେତା ପ୍ରଦୀପ ରାୱତଙ୍କର ୭୪ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ଦେହାନ୍ତ ସମ୍ବନ୍ଧୀୟ ସୂଚନା ଅଭିନେତା ଯଶପାଳ ଶର୍ମା ସୋସିଆଲ ମିଡିଆରେ ପୋଷ୍ଟ…

ଦ୍ୱିଅର୍ଥବୋଧକ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ୍‌ଙ୍କୁ ଗିରଫ ପରେ ଜାମିନ

ଚେନ୍ନାଇ,୫ା୮: ଲୋକପ୍ରିୟ ଅଭିନେତ୍ରୀ ତ୍ରିଶାଙ୍କୁ ଇଙ୍ଗିତ କରି ଓ ତାଙ୍କ ସମ୍ମାନ ଏବଂ ନାରୀତ୍ୱକୁ ଅପମାନିତ କରି ଦ୍ୱିଅର୍ଥବୋଧକ ମନ୍ତବ୍ୟ ଦେବା ଅଭିଯୋଗରେ ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ…

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri