Posted inଖେଳ

ଡ୍ରଗ୍ସ କାରବାର ଅଭିଯୋଗରେ ଶ୍ରୀଲଙ୍କା କ୍ରିକେଟର ଅଟକ

କଲମ୍ବୋ, ୨୬।୫(ଏଏଫପି)-
ଡ୍ରଗ୍ସ କାରବାର ଅଭିଯୋଗରେ ଶ୍ରୀଲଙ୍କାର ଅନ୍ତର୍ଜାତୀୟ କ୍ରିକେଟର ଶେହାନ ମଦୁଶନକାଙ୍କୁ ପୋଲିସ ଅଟକ ରଖିଛି। ୨୦୧୮ରେ ନିଜର ପ୍ରଥମ ଅନ୍ତର୍ଜାତୀୟ ମ୍ୟାଚରେ ହ୍ୟାଟ୍ରିକ ଅର୍ଜନ କରିଥିବା ୨୫ ବର୍ଷୀୟ ମଦୁଶନକାଙ୍କୁ ୨ ସପ୍ତାହପାଇଁ ପୋଲିସ ହେପାଜତରେ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ରବିବାର ପାନ୍ନାଲା ସହରରେ ତାଙ୍କ ନିକଟରୁ ପୋଲିସ ୨ ଗ୍ରାମ୍‌ରୁ ଅଧିକ ହେରୋଇନ୍‌ ଜବତ କରିଥିଲା। ଦେଶବ୍ୟାପୀ କରୋନା ଭାଇରସ ଜନିତ କର୍ଫ୍ୟୁ ଥିବାବେଳେ ମଦୁଶନକା ଗାଡ଼ି ଡ୍ରାଇଭିଂ କରୁଥିଲେ, ଫଳରେ ପୋଲିସ ତାଙ୍କୁ ଅଟକାଇଥିଲା। ସେ ଜଣେ ଡାହାଣହାତୀ ପେସ୍‌ ବୋଲର । ୨୦୧୮ ଜାନୁୟାରୀରେ ବାଂଲାଦେଶ ବିପକ୍ଷ ଏକଦିବସୀୟ ଅନ୍ତର୍ଜାତୀୟ ପଦାର୍ପଣ ମ୍ୟାଚରେ ସେ ହ୍ୟାଟ୍ରିକ ଉଇକେଟ ନେଇଥିଲେ। ସେହିବର୍ଷ ସେ ବାଂଲାଦେଶ ବିପକ୍ଷରେ ୨ଟି ଟି୨୦ ମ୍ୟାଚ ଖେଳିଥିଲେ। ତା’ ପରଠାରୁ ଆହତ ସମସ୍ୟା ଯୋଗୁ ସେ ଆଉ ଅନ୍ତର୍ଜାତୀୟ ମ୍ୟାଚ ଖେଳିପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଇସ୍ରାଏଲ ମହାଯୁଦ୍ଧ ଆରମ୍ଭ! ବାଜିଲା ସାଇରନ, ୨୪ ଘଣ୍ଟାରେ ବଦଳିଗଲା ମଧ୍ୟପ୍ରାଚ୍ୟର ଚିତ୍ର

ତେହରାନ, ୮।୬: ପଶ୍ଚିମ ଇରାନରେ ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ସମସ୍ତ ବିମାନବନ୍ଦରକୁ ବନ୍ଦ କରିଦିଆଯାଇଛି। ସମସ୍ତ ଭାରତୀୟ ନାଗରିକଙ୍କୁ ଯଥାଶୀଘ୍ର ସମ୍ଭବ ଯେକୌଣସି ଉପାୟରେ ଇରାନ ଛାଡ଼ିବାକୁ…

ପ୍ରକଳ୍ପ ନାହିଁ ତ ଜମି ନାହିଁ, କମ୍ପାନୀ ଉପରେ ନିଆଯିବ କାର୍ଯ୍ୟାନୁଷ୍ଠାନ: ରାଜସ୍ବ ମନ୍ତ୍ରୀ

ଛତ୍ରପୁର,୮।୬(ଦିଲୀପ ସାମଲ): ମହେନ୍ଦ୍ରମେଳାରେ ଯୋଗଦେଇ ଛତ୍ରପୁର ସର୍କିଟ ହାଉସ ଆସିଥିବାବେଳେ କିଛି କମ୍ପାନୀମାନେ ପ୍ରକଳ୍ପ ପାଇଁ ଜମି ନେଇଥିବା ବେଳେ ତାହା କୌଣସି କାର୍ଯ୍ୟକାରୀ କରୁ ନ…

ଜଣକ ପରେ ଜଣେ ୨୦ ଏମ୍‌ପି ଛାଡ଼ିଲେ ସାଥ୍‌, ତଥାପି ‘ଦିଦି’ଙ୍କ ସହ ପାହାଡ଼ ଭଳି ଛିଡ଼ା ହେଲେ ଏହି ୨ ବିହାରୀ ବାବୁ! ଜାଣନ୍ତୁ ସେମାନେ କିଏ…

କୋଲକାତା, ୮।୬: ପଶ୍ଚିମବଙ୍ଗ ରାଜନୀତିରେ ଏହି ସମୟରେ ମମତା ବାନାର୍ଜୀ ଏବଂ ଟିଏମସି (TMC) ଉପରେ ଏକ ବଡ଼ ପ୍ରକମ୍ପନ ସୃଷ୍ଟି ହୋଇଛି। ଏହି ପ୍ରକମ୍ପନ ତୃଣମୂଳ…

ଚୋରାଚାଲାଣ କରୁଥିଲେ ଗଞ୍ଜେଇ, ପୋଲିସକୁ ଦେଖି ଭୟରେ ବାଇକ ସହ ଗଞ୍ଜେଇ ଛାଡି ଫେରାର୍‌ ମାରିଲେ ୨ ମାଫିଆ

ଡୁଙ୍ଗୁରିପାଲି, ୮।୬ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ସୋମବାର ସକାଳେ ପାଟ୍ରୋଲିଂ କରୁଥିବାବେଳେ ଶୁଖା-କର୍ଲାଯୁରୀ ରାସ୍ତାର ମହୁଲପାଲି ଛକରେ ଏକ ବାଇକ…

ଭବାନୀପାଟଣାରେ ଯୁବକଙ୍କୁ ଛୁରାମାଡ଼: ଗୁରୁତର ଅବସ୍ଥାରେ ବୁର୍ଲାରେ ଭର୍ତ୍ତିି

ଭବାନୀପାଟଣା,୮।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶବରପଡ଼ାରେ ରବିବାର ରାତିରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି। ଯୁବକଙ୍କ ନାମ ଶିବ ପ୍ରସାଦ ନାଏକ (୨୫)ବୋଲି ଜଣାପଡିଛି।…

ସପ୍ତାହେ ବିତିଲା ସରପଞ୍ଚଙ୍କ ଧାରଣା: ଦେଲେ ଚେତାବନୀ, ଯଦି ରାଜ୍ୟ ସରକାର ଭତ୍ତା ଟଙ୍କା ପ୍ରଦାନ ନ କରନ୍ତି…

ଦିଗପହଣ୍ଡି,୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅଧୀନ ୨୫ ପଞ୍ଚାୟତ ଏବଂ ଦିଗପହଣ୍ଡି ଏନଏସି ଅଧୀନ ୧୦ ୱାର୍ଡର ୭୧୫ ହିତାଧିକାରୀଙ୍କୁ ଇନ୍ଦିରା ଗାନ୍ଧୀ…

ମେକ୍ସିକୋରେ ପହଞ୍ଚିଲେ ଇରାନ ଖେଳାଳି

ତିଜୁଆନା, ୮ା୬- ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବାକୁ ଥିବା ଫିଫା ବିଶ୍ୱକପ୍‌ ଲାଗି ଇରାନ ଦଳର ଖେଳାଳିମାନେ ସୋମବାର ମେକ୍ସିକୋରେ ପହଞ୍ଚିଛନ୍ତି। ଘାତକ ମିସାଇଲ ଆକ୍ରମଣରେ…

ମିଳୁନି ଭତ୍ତା: ଅଭିଯୋଗ ଶୁଣାଣିବେଳେ ହଠାତ୍‌ ଭିତରେ ପଶି ହୋହଲ୍ଲା କଲେ ଭତ୍ତା ହିତାଧିକାରୀ, ତା’ପରେ…

ଦିଗପହଣ୍ଡି,୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଜନଶୁଣାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri