ଡ୍ରେନ୍‌ରେ ପଡ଼ି ୩ ବାର୍‌ହା ଛୁଆ ମୃତ

ପାତ୍ରପୁର,୬ା୯(ଡି.ଏନ୍‌.ଏ.)- ସାମନ୍ତିଆପଲ୍ଲି ବନାଞ୍ଚଳରେ ଦିନକୁ ଦିନ ବାର୍‌ହା ସଂଖ୍ୟା ବଢିଚାଲିଛି। ଜଙ୍ଗଲ କ୍ଷୟ ଯୋଗୁ ଏମାନେ ଅନେକ ସମୟରେ ଜନବସତି ମୁହଁା ହେଉଛନ୍ତି। ଫଳରେ ବିଭିନ୍ନ ସମୟରେ ଦୁର୍ଘଟଣାରେ ମୃତ୍ୟୁ ଘଟୁଛି। ବୁଧବାର ମା’ ବାର୍‌ହା ସହ ଆସିଥିବା ୩ ଛୁଆଙ୍କର ଡ୍ରେନ୍‌ରେ ପଡି ମୃତ୍ୟୁ ଘଟିଛି। ପ୍ରକାଶ ଯେ, ମା’ ବାର୍‌ହା ସହ ୭ଟି ଛୁଆ ବୁଧବାର ରାତିରେ ଖାଦ୍ୟ ଅନ୍ବେଷଣରେ ଆସିଥିଲେ। କୁଠାରୀ ମନ୍ଦିର ନିକଟ ଡ୍ରେନରେ ବର୍ଷାଯୋଗୁ ଜୋର୍‌ରେ ପାଣି ଚାଲୁଥିବାରୁ ମା’ ଓ ଛୁଆମାନେ ସେଥିରେ ଫସି ଯାଇଥିଲେ। ସକାଳୁ ସ୍ଥାନୀୟ ଲୋକେ ସେହି ବାଟ ଦେଇ ଯିବାବେଳେ ମା’ ଡ୍ରେନ୍‌ରୁ ଉଠି ଜଙ୍ଗଲ ଆଡେ ପଳାଇଥିଲା। ଲୋକମାନେ ୪ଛୁଆଙ୍କୁ ଉଦ୍ଧାର କରି ଜଙ୍ଗଲରେ ଛାଡିଥିଲେ। ମାତ୍ର ଅନ୍ୟ ୩ ଛୁଆଙ୍କର ସେତେବେଳକୁ ପାଣିରେ ବୁଡି ମୃତ୍ୟୁ ଘଟିସାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର

ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ…

୩ କେନ୍ଦ୍ରରେ ୧୧ ପରୀକ୍ଷାର୍ଥୀ ଅନୁପସ୍ଥିତ

ଗୁଡ଼ାରି,୧୯ା୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ୩ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ୧୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ମୋଟ୍‌ ୫୩୭…

ବସ୍‌ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…

ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri