ଡ୍ରୋନ୍‌ରେ ବିଶୋଧନ ଆରମ୍ଭ କଲା ବିଏମ୍‌ସି

ଭୁବନେଶ୍ୱର,୨୦ା୪(ବ୍ୟୁରୋ): କରୋନା ମୁକାବିଲା ପାଇଁ ବିଏମ୍‌ସି ସହରର ଗଳିକନ୍ଦିରେ ବିଶୋଧନ ପ୍ରକ୍ରିୟା ଜାରି ରିଖିଛି। ଦିନରେ ହ୍ୟାଣ୍ଡ୍‌ ସ୍ପ୍ରେ ଏବଂ ଦମକଳ ବାହିନୀ ଗାଡ଼ି ମାଧ୍ୟମରେ ଜଳରେ ସୋଡିୟମ୍‌ ହାଇପୋକ୍ଲୋରାଇଡ୍‌ ମିଶ୍ରଣ ସିଞ୍ଚନ ହେଉଥିବାବେଳେ ରାତିରେ ଡ୍ରୋନ୍‌ ସହାୟତାରେ ବିଶୋଧନ କରାଯାଉଛିି। ବିଏମ୍‌ସି ପ୍ରଥମ ଥର ପାଇଁ ଡ୍ରୋନ୍‌ ବ୍ୟବହାର କରିି ଆବଦ୍ଧାଞ୍ଚଳରେ କାର୍ଯ୍ୟ ଚାଲୁ ରଖିଥିବା ବିଏମ୍‌ସିର ଜଣେ ଅଧିକାରୀ କହିଛନ୍ତି। ସୂର୍ଯ୍ୟନଗର, ବମିଖାଲ, ସତ୍ୟନଗର, ବଡ଼ଗଡ଼, ୟୁନିଟ୍‌-୪, ଝାରପଡ଼ା, ଜୟଦୁର୍ଗାନଗର ଆଦି ଅଞ୍ଚଳରେ ଡ୍ରୋନ୍‌ ସାହାଯ୍ୟରେ ଯୁଦ୍ଧକାଳୀନ ଭିତ୍ତିିରେ କାର୍ଯ୍ୟ ଚାଲିବ ବୋଲି ଜଣାପଡ଼ିଛି। ଭୁବନେଶ୍ୱରରେ ପ୍ରାୟ ୬୦%ରୁ ଊର୍ଦ୍ଧ୍ୱ ଅଞ୍ଚଳରେ ବିଶୋଧନ କାମ ସରିଛି। ସୋମବାରଠାରୁ ଅନେକ କାର୍ଯ୍ୟାଳୟ ଖୋଲା ହେବାକୁ ଯାଉଥିବାବେଳେ ସେଠାରେ ବିଶୋଧନ କାର୍ଯ୍ୟ ପ୍ରାଥମିକତା ଭିତ୍ତିରେ କରାଯାଉଛି ବୋଲି ବିଏମ୍‌ସି ସୂତ୍ରରୁ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୂର ହେଲା ଏଲପିଜ-ତୈଳ ସଙ୍କଟ! କିଛି ଘଣ୍ଟା ମଧ୍ୟରେ ହର୍ମୁଜରୁ ଆସିବ ଖୁସି ଖବର…

ନୂଆଦିଲ୍ଲୀ,୨୪।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ନୂଆଦିଲ୍ଲୀରୁ ଭାଷଣ ଦେଇ ସେ ଘୋଷଣା କରିଛନ୍ତି ଯେ…

ମୃତ୍ୟୁକୁ ବିତିଲାଣି ୧୩ ଦିନ, ଆଜି ଭଦଭଦା ଘାଟରେ ହେବ ଟ୍ବିଶାଙ୍କ ଅନ୍ତିମ ସଂସ୍କାର

ଭୋପାଳ,୨୪।୫: ବିବାହର ମାତ୍ର ୫ ମାସ ପରେ ହୋଇଥିବା ଟ୍ବିଶା ଶର୍ମାଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା ଏବେ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି। ମୃତ୍ୟୁର ୧୩…

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କୁ ନୂଆ ଆଇନ ବିଷୟରେ ସଚେତନ

ଭଞ୍ଜନଗର,୨୪ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଦଦରାଲୁଣ୍ଡାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ହିଟ୍‌ ଆଣ୍ଡ ରନ୍‌: ଅଟୋକୁ ଘୋଡ଼ାଡ଼ି ନେଲା ଟ୍ରକ୍‌, ଡ୍ରାଇଭରଙ୍କୁ ଧରି ନିର୍ଧୂମ ଛେଚିଲେ ଲୋକେ

ଭୁବନେଶ୍ୱର,୨୪ା୫: ରାଜଧାନୀରେ ପୁଣି ହିଟ୍‌ ଆଣ୍ଡ୍‌ ରନ୍‌। ଅଟୋକୁ ଘୋଷାଡ଼ି ନେଲା ଟ୍ରକ୍‌। କଟକ-ପୁରୀ ବାଇପାସ୍‌ ରୋଡ୍‌ ପାଣ୍ଡରା ଛକରେ ଏଡଇ ଦୁର୍ଘଟଣା ଘଟିଛି। ଏନଏଚ୍‌ରେ ୫୦ରୁ…

ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, କହିଲେ ମୋ’ ରାଜନୈତିକ ଜୀବନ…

ଭୁବନେଶ୍ୱର,୨୪ା୫: ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନୀଳମଣି ରାଉତରାୟଙ୍କ ଜନ୍ମଜୟନ୍ତୀରେ ଯୋଗଦେବାକୁ ଆସୁଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ସମୟରେ ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ…

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି।…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri