ଡ୍ୟୁଟି ସାରି ମାସ୍କ ତିଆରି କରୁଛନ୍ତି ମହିଳା ପୋଲିସ

ଭୋପାଳ,୪।୪: କରୋନା ଭାଇରସ ସହ ଲଢ଼ିବାକୁ ଏବେ ମାସ୍କ ଓ ସାନିଟାଇଜରର ଆବଶ୍ୟକତା ବଢିଯାଇଛି। ଏହାକୁ ଦୃଷ୍ଟିରେ ରଖି ଏବେ ବିଭିନ୍ନ ସଂସ୍ଥା ପକ୍ଷରୁ ମାସ୍କ ତିଆରି କରାଯାଉଥିବା ଦେଖାଯାଇଛି। ମଧ୍ୟପ୍ରଦେଶର ଏମିତି ଜଣେ ମହିଳା ପୋଲିସ ଏବେ ସମସ୍ତଙ୍କର ଦୃଷ୍ଟି ଆକର୍ଷଣ କରିଛନ୍ତି। ଡ୍ୟୁଟି ସାରିବା ପରେ ମହିଳା ପୋଲିସ ଜଣଙ୍କ ମାସ୍କ ତିଆରି କରୁଥିବା ଦେଖାଯାଇଛି। ସୋସିଆଲ ମିଡିଆରେ ଏହି ମହିଳା ପୋଲିସଙ୍କୁ ଖୁବ ପ୍ରଶଂସା କରାଯାଉଛି। ଏମିତିକି ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ମଧ୍ୟ ଉକ୍ତ ମହିଳା ପୋଲିସଙ୍କ ପ୍ରଶଂସା କରିଥିବା ଦେଖାଯାଇଛି।ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଝିଅ ସବୁବେଳେ ଖୁସିରେ ରୁହ ଜଗତର କଲ୍ୟାଣ କର। ସନ୍ଦୀପ ସିଂ ନାମକ ଜଣେ ଟୁଇଟର ୟୁଜର ଏହାକୁ ଟୁଇଟ କରିବା ପରେ ଏହା ସାମ୍ନାକୁ ଆସିଛି। ମହିଳା ପୋଲିସ ଜଣଙ୍କ ଖୁରୋଇ ଥାନାରେ କାର୍ଯ୍ୟରତ ସୃଷ୍ଟି ସ୍ରୋତିଆ ବୋଲି ଜଣାପଡିଛି। ସଂଦୀପଙ୍କର ଟୁଇଟକୁ ୫୦୦ ଥର ରିଟୁଇଟ କରାଯାଇଥିବାବେଳେ ୨ ହଜାରେ ଲାଇକ୍ସ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଂସଦର ମୌସୁମୀ ଅଧିବେଶନ: ୭ଟି ବଡ଼ ବିଲ୍ ଆଗତ କରିବେ ସରକାର; ଗରମ ହେବ ‘ବନ୍ଦେ ମାତରମ୍’ ମୁଦ୍ଦା, ଜାଣନ୍ତୁ କେବେ ଆରମ୍ଭ?

ନୂଆଦିଲ୍ଲୀ,୧୭।୭: ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି ଏବଂ ଏହିଥର କେନ୍ଦ୍ର ସରକାର ଅଧିବେଶନରେ ୭ଟି ବଡ଼ ବିଲ୍ ପେଶ୍ କରିବେ। ଏଥିମଧ୍ୟରୁ ୨ଟି ପୁରୁଣା…

IND vs ENG: ତୃତୀୟ ODI ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟକା; ନିର୍ଣ୍ଣାୟକ ମ୍ୟାଚରୁ ବାଦ ପଡ଼ିଲେ ଏହି ଖେଳାଳି

ନୂଆଦିଲ୍ଲୀ,୧୭।୭: ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆ ପ୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ସ୍ପିନ ଅଲରାଉଣ୍ଡର ୱାଶିଂଟନ ସୁନ୍ଦର ଶେଷ ମ୍ୟାଚ…

ସାଧାରଣ ଲୋକ ବି ଖୋଲିପାରିବେ ନିଜର ଏକ ବ୍ୟାଙ୍କ? ଜାଣନ୍ତୁ କେତେ ଟଙ୍କା ଆବଶ୍ୟକ…

ନୂଆଦିଲ୍ଲୀ,୧୭।୭: ଅନେକ ଲୋକ ନିଜର ବ୍ୟାଙ୍କ ଆରମ୍ଭ କରିବାର ସ୍ୱପ୍ନ ଦେଖନ୍ତି, କିନ୍ତୁ ଭାରତରେ ଏହା ପ୍ରକୃତରେ ସମ୍ଭବ କି? ଏହାର ଉତ୍ତର ହେଉଛି ହଁ। ଭାରତୀୟ…

ବିସିସିଆଇ ଅଧିକାରୀଙ୍କ ସହ ସାକ୍ଷାତ କଲେ ରୋହିତ ଶର୍ମା; ଜାଣନ୍ତୁ କ’ଣ ହେଲା ବୈଠକରେ

ନୂଆଦିଲ୍ଲୀ,୧୭।୭: ଭାରତୀୟ କ୍ରିକେଟ ଗଣମାଧ୍ୟମରେ ଗୁରୁବାର ପ୍ରକାଶିତ ଖବରରୁ ଭାରତୀୟ କ୍ରିକେଟ ହଇଚଇ ସୃଷ୍ଟି ହୋଇଥିଲା ଯେଉଁଥିରେ ଦାବି କରାଯାଇଥିଲା ଯେ ୧୯ ଜୁଲାଇରେ ଲର୍ଡସରେ ଇଂଲଣ୍ଡ…

୭ ମାସର ଗର୍ଭବତୀ ଥାଇ ଆକ୍ସନ କରୁଛନ୍ତି ଦୀପିକା

ବଲିଉଡ ହେଉ କି ହଲିଉଡ ଆଜିର ଅଭିନେତ୍ରୀମାନେ ଗର୍ଭାବସ୍ଥାରେ ମଧ୍ୟ ଅତ୍ୟନ୍ତ ସମର୍ପିତ ହୋଇ ସେମାନଙ୍କର ବୃତ୍ତିଗତ କର୍ତ୍ତବ୍ୟ ପାଳନ କରୁଛନ୍ତି। ଏହାର ସଦ୍ୟତମ ଉଦାହରଣ ହେଉଛନ୍ତି…

ନିଟ୍‌ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଦୁଇ ଭଉଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା,୧୭।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତିନି ଛାତ୍ରୀଛାତ୍ର ସଫଳତା ପାଇଛନ୍ତି। ଏଥିମଧ୍ୟରୁ ଗୋଟିଏ ପରିବାରର ଦୁଇ ଭଉଣୀ ଏକା ସାଙ୍ଗେ ନିଟ ପରୀକ୍ଷାରେ…

ବଲାଙ୍ଗୀରରେ ଶାନ୍ତିଶୃଙ୍ଖଳା ସହ ସମ୍ପନ୍ନ ହେଲା ରଥଯାତ୍ରା, ବର୍ଷାକୁ ଖାତିର ନକରି ରଥ ଟାଣିଲେ ମହିଳା ଭକ୍ତ

ବଲାଙ୍ଗୀର,୧୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ସୁରୁଖୁରୁରେ ରଥଯାତ୍ରା ପାଳିତ ହୋଇଯାଇଛି । ଅପରାହ୍ଣରେ ଗୋପାଲଜୀ ମନ୍ଦିରରୁ ଶ୍ରୀଜିଉଙ୍କୁ ରଥାରୂଢ଼ କରାଯିବା ପରେ ଶ୍ରଦ୍ଧାଳୁମାନେ ରଥ ଟାଣିଥିଲେ। ରଥକୁ…

ଆସୁଛି ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍, ଆରବିଆଇ ଜାରି କଲା….

ନୂଆଦିଲ୍ଲୀ,୧୭।୭: ଦେଶରେ ଖୁବ୍‌ଶୀଘ୍ର ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ ହେବାକୁ ଯାଉଛି । ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦେଶର ମୁଦ୍ରା ବ୍ୟବସ୍ଥାରେ ଏହି ଗୁରୁତ୍ୱପୂର୍ଣ୍ଣ ଏବଂ ଆଧୁନିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri