Posted inଜାତୀୟ

ଢଳିଗଲା ୪ ମହଲା ବିଲ୍ଡିଂ: ଲୋକେ ଆତଙ୍କିତ

ବେଙ୍ଗାଲୁରୁ, ୭-୨:କର୍ନାଟକର ବେଙ୍ଗାଲୁରୁସ୍ଥିତ ବିନାୟକନଗରଠାରେ ଥିବା ଏକ ୪ ମହଲା ବିଲ୍ଡିଂ ବୁଧବାର ହଠାତ୍‌ ଢ଼ଳିଯିବାରୁ ଲୋକମାନେ ଆତଙ୍କିତ ହୋଇପଡ଼ିଥିଲେ। ସଙ୍ଗେ ସଙ୍ଗେ ଘରୁ ସମସ୍ତେ ବାହାରି ସୁରକ୍ଷିତ ସ୍ଥାନକୁ ଦୌଡ଼ିବାକୁ ଆରମ୍ଭ କରିଥିଲେ। ଏଥିରେ କେହି ମୃତାହତ ହୋଇ ନ ଥିଲେ ହେଁ କୋକୁଆ ଭୟ ସୃଷ୍ଟି ହୋଇଥିଲା। ଏହି ବିଲ୍ଡିଂକୁ ଭାଙ୍ଗିଦେବା ଲାଗି ଅଧିକାରୀମାନେ ସ୍ଥିର କରିଛନ୍ତି। ପ୍ରାୟ ୩୦ ପରିବାରକୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ମାତ୍ର ୫ ବର୍ଷ ତଳେ ଏହି ବିଲ୍ଡିଂଟି ନିର୍ମାଣ କରାଯାଇଥିବାବେଳେ ନିର୍ମାଣ କାର୍ଯ୍ୟ ଠିକ୍‌ ନ ଥିବା କୁହାଯାଉଛି। ବିଲ୍ଡିଂର ମାଲିକ ଚେଙ୍ଗାଲରାୟା ବାବୁଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଛି। ପ୍ଲଟ୍‌ରେ କାମ କରିବା ପୂର୍ବରୁ କୌଣସି ପ୍ଲାନ୍‌ ଆପ୍ରୁଭ୍‌ ସେ କରି ନ ଥିଲେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri