ଢିଙ୍କିଆରେ ପଞ୍ଚାୟତ ନିର୍ବାଚନୀ ହିଂସା, ଜଣେ ଗୁରୁତର

କୁଜଙ୍ଗ,୨ା୭(ସ୍ବ.ପ୍ର.): ତ୍ରିଲୋଚନପୁର ଥାନା ଅଧୀନ ଢିଙ୍କିଆ ପଞ୍ଚାୟତରେ ସୋମବାର ସନ୍ଧ୍ୟାରେ ନିର୍ବାଚନୀ ହିଂସା ଘଟିଛି। ଗଣ୍ଡଗୋଳ ଘଟି ଜଣେ ଗୁରୁତର ହୋଇ ପ୍ରଥମେ ଅଠରବାଙ୍କୀ ଓ ପରେ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଗ୍ରାମରେ ପୋଲିସ ପହଞ୍ଚତ୍ ତଦନ୍ତ କରିଛି। ବିଜେଡିର ଦୁଇ ଗୋଷ୍ଠୀ ମଧ୍ୟରେ ଏହି ହିଂସାକାଣ୍ଡ ଓ ଗୋଷ୍ଠୀ ସଂଘର୍ଷ ହୋଇଥିବା ଜଣାପଡିଛି। ଏଥିରେ ଢିଙ୍କିଆର ସୁଶାନ୍ତ ସାମଲ(୫୫)ଙ୍କ ମୁଣ୍ଡରେ ଗୁରୁତର ଆଘାତ ଲାଗିଛି। ଏ ନେଇ ରାତି ୧୦ଟା ସୁଧା ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବାବେଳେ ପୋଲିସ ସୂଚନା ପାଇ ଢିଙ୍କିଆରେ ପହଞ୍ଚତ୍ଛି। ସୂଚନାଯୋଗ୍ୟ, ଆସନ୍ତା ୩ ତାରିଖରେ ଢିଙ୍କିଆରେ ପଞ୍ଚାୟତ ନିର୍ବାଚନ ହେବାକୁ ଥିବାବେଳେ ସୋମବାର ପ୍ରଚାର ଶେଷ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଡ଼ ବନ୍ଧା ହୋଇ ଘରେ ପଡୁଛି ପୁଅ, ଅର୍ଥ ଅଭାବରୁ ଚିକିିତ୍ସା ପାଇଁ ମା-ବାପା…

କୁଜଙ୍ଗ,୬ା୫(ମନୋଜ ପ୍ରଧାନ): ଏରସମା ବ୍ଲକ ବାମଦେଇପୁର ପଞ୍ଚାୟତ ବାରାକଣା ଗ୍ରାମର ସୁରେଶ ଚନ୍ଦ୍ର ପାଣି (୪୫) ଜଣେ ଦିନମଜୁରିଆ ଭାବେ କାର୍ଯ୍ୟ କରି ପରିବାର ଚଳାଉଥିଲେ। ପରିବାର…

କୁମ୍ଭୀର ନେଇ ଯାଇଥିବା ଗୁଜବ,ସକାଳୁ ଜଣାପଡ଼ିଲା ଅସଲି ସତ…

ପାରାଦୀପ,୨୬।୪(ଶରତ ରାଉତ): ପାରାଦୀପ ଲକଥାନା ଅନ୍ତର୍ଗତ ଚଉମୁହାଣି ନିକଟ ମହାନଦୀରେ ରବିବାର ଭୋରୁ ଜଣେ ମତ୍ସ୍ୟଜୀବୀଙ୍କ ମୃତଦେହକୁ କୁଜଙ୍ଗ ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କରାଯାଇଛି। ମୃତକ…

ନିର୍ବନ୍ଧର ଗୋଟିଏ ଦିନ ପରେ ନିଖୋଜ ହୋଇଯାଇଥିଲେ ସସ୍ମିତା: ପରେ ଘଟିଲା…

ଜଗତ୍‌ସିଂହପୁର, ୨୨ା୪(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ କାଠିଆପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁର ପ୍ରମୋଦ ଦାସ ଓ ଲକ୍ଷ୍ମୀପ୍ରିୟା ଦାସଙ୍କ ଝିଅ…

ପାରାଦୀପ, କପିଳଯୋରରେ ମାଛ ମଡକ:  ପଚାମାଛ ଗନ୍ଧରେ ସହର…

ପାରାଦୀପ ୧୨।୪(ଶରତ ରାଉତ): ବନ୍ଦର ସହର ପାରାଦୀପ ମଧ୍ୟସ୍ଥଳରେ ଥିବା କପିଳଯୋରରେ ରବିବାର ମାଛ ମଡକ ହୋଇଛି। ସହରର ବଡପଡିଆ ପରିବା ମାର୍କେଟଠାରୁ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ…

କଲେଜ ଫେୟାରଓ୍ବେଲ୍‌ରେ ଯୋଗଦେଇଥିଲେ ତୃପ୍ତିମୟୀ, ଘରକୁ ଫେରିବା ସମୟରେ ଘଟିଲା…

ଜଗତ୍‌ସିଂହପୁର,୨୬ା୩ (ପ୍ରମୋଦ କୁମାର ନାୟକ): ମଙ୍ଗଳବାର ପରୀକ୍ଷା ସରିଲା। ବୁଧବାର ଥିଲା ବିଦାୟକାଳୀନ ଉତ୍ସବ (ଫେୟାର୍‌ଓ୍ବେଲ)। ତେଣୁ ମନରେ ଥିଲା ଅଫୁରନ୍ତ ଆନନ୍ଦ। ନୂଆ ଶାଢ଼ି ପିନ୍ଧି…

ପାରାଦୀପରେ ଲାଗିଲା ତୈଳ ଜାହାଜ: ମିଳିଲା ବଡ଼ ଆଶ୍ୱସ୍ତି, ହର୍ମୁଜ ଦେଇ…

ପାରାଦୀପ,୧୯।୩(ଶରତ ରାଉତ):ଯୁଦ୍ଧ ପ୍ରଭାବିତ ଦେଶ ଓମାନ୍‌ରୁ ଏକ ଅଶୋଧିତ ତୈଳ ବୋଝେଇ ଜାହାଜ ମେରାଇନ ଟ୍ୟାଙ୍କର(ଏମ୍‌ଟି)ଫ୍ଲୋରା ପାରାଦୀପ ବନ୍ଦର ସିଙ୍ଗଲ ପଏଣ୍ଟ ମୋରିଂସିଷ୍ଟମ(ଏସ୍‌ପିଏମ୍‌) ୩ରେ ବୁଧବାର ଲାଗିଛି।…

୯ ମଣ୍ଡି ନୋଡାଲ ଅଫିସଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ

ଜଗତସିଂହପୁର, ୧୧।୩: ୯ ମଣ୍ଡି ନୋଡାଲ ଅଫିସଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ। ମାର୍ଚ୍ଚ ମାସରେ ଦରମା ବନ୍ଦ କଲେ ଜଗତସିଂହପୁର ଜିଲାପାଳ। ନୋଡାଲ ଅଫିସର ଧାନ…

ଆଦାନୀ ହାତକୁ ଯିବ ରାଜ୍ୟର ଏକମାତ୍ର ନୌବାଣିଜ୍ୟ ଶିକ୍ଷାନୁଷ୍ଠାନ

ପାରାଦୀପ,୧୧ା୩(ଶରତ ରାଉତ):ରାଜ୍ୟରେ ଓଡ଼ିଆ ଅସ୍ମିତା ପ୍ରସଙ୍ଗରେ ବ୍ୟାପକ ପ୍ରଚାର ପ୍ରସାର ହେଉଛି। କିନ୍ତୁ ଓଡ଼ିଆଙ୍କ ପ୍ରାଚୀନ ସଂସ୍କୃତି ସହ ଜଡ଼ିତ ରାଜ୍ୟର ଏକମାତ୍ର ନୌବାଣିଜ୍ୟ ଶିକ୍ଷାନୁଷ୍ଠାନ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri