ଢେଙ୍କାନାଳରେ କାର୍ଯ୍ୟକ୍ଷମ ହେଲା କୋଭିଡ୍ ଚିକିତ୍ସାକେନ୍ଦ୍ର

ଢେଙ୍କାନାଳ ଅଫିସ୍, ୧୩ା୪- କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ଢେଙ୍କାନାଳ ସହରସ୍ଥିତ ବାଜିଚୌକଠାରେ ଥିବା ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ କୋଭିଡ-୧୯ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସୋମବାର କାର୍ଯ୍ୟକ୍ଷମ ହୋଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଏହାର ଶୁଭାରମ୍ଭ କରିଛନ୍ତି। ଶହେଟି ଶଯ୍ୟା ବିଶିଷ୍ଟ ଏହି ଚିକିତ୍ସାକେନ୍ଦ୍ରରେ ୬ଟି ସେମି ଆଇସିୟୁ, ୫୪ଟି ଓ୍ବାର୍ଡରେ ଅକ୍ସିଜେନ ବ୍ୟବସ୍ଥା ଏବଂ ୬୦ଟି ଓ୍ବାର୍ଡକୁ ଆଇସୋଲେଶନ ଓ୍ବାର୍ଡ କରାଯାଇଛି ।ଏଣିକି କରୋନା ଆକ୍ରାନ୍ତଙ୍କୁ ଏଠାରେ ଚିକିତ୍ସା କରାଯାଇପାରିବ । ଗୁରୁତର ରୋଗୀଙ୍କୁ କଟକସ୍ଥିତ ଅଶ୍ୱିନୀ ହସ୍ପିଟାଲକୁ ପଠାଯିବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି। ରାଜ୍ୟ ସରକାରଙ୍କ ଦ୍ୱାରା ପରିଚାଳିତ ଓଡ଼ିଶା ଖଣି ନିଗମ ଅନୁଦାନରେ ଏହି ଚିକିତ୍ସାକେନ୍ଦ୍ର କାର୍ଯ୍ୟକ୍ଷମ ହୋଇଛି ।ଏହି ଅବସରରେ ଏଡିଏମ ଭବେଶ କୁମାର ନାୟକ, ପିଡିଡିଆରଡିଏ ନରୋତ୍ତମ ବେହେରା, ସିଡିଏମଓ ଡ. ନିରଞ୍ଜନ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରବାର ସମ୍ବଲପୁର ବନ୍ଦକୁ ସମର୍ଥନ କରି ଶତାଧିକ ଚାଷୀଙ୍କ ବାଇକ୍‌ ରାଲି

ସମ୍ବଲପୁର,୧୮ା୧୨(ପ୍ରମୋଦ ବହିଦାର): ଖରିଫ ଧାନ ବିକ୍ରି ପାଇଁ ଟୋକନ ବଣ୍ଟନ ସମସ୍ୟା ବିରୋଧରେ ଚାଷୀ ସଂଗଠନ ପକ୍ଷରୁ ଶୁକ୍ରବାର ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି। ସମ୍ବଲପୁର...

ଦାଦନ ଖଟିବାକୁ ଯାଇ ଫସିଲେ ୯ ଯୁବକ, ପାଖରେ ଟଙ୍କା ନାହିଁ କି କାମ ନାହିଁ, ଭିଡିଓ କରି କହିଲେ…

ରାୟଗଡ଼ା,୧୮ା୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଖଣିଜ ସମ୍ପଦ ଭରା କାଶୀପୁର ବ୍ଲକରେ ବକ୍ସାଇଟ ପାଇଁ ବିଶ୍ବ ପରିଚିତ ଉତ୍କଳ ଆଲୁମିନା ଭଳି କମ୍ପାନୀ ରହିଛି।...

କଟନି ଛଟନି ବନ୍ଦ କରିବାକୁ ପରାମର୍ଶ ଦେଲେ ମନ୍ତ୍ରୀ, କହିଲେ ଚାଷୀମାନେ କେବଳ ମଣ୍ଡିରେ ଧାନ ଦିଅନ୍ତୁ

ବୁଗୁଡ଼ା ୧୮/୧୨/(କାଳିଚରଣ ଦାଶ):  ଚଳିତ ମାସ ୨୩ ତାରିଖ ଠାରୁ ଖରିଫ ଋତୁ ଧାନ ସଂଗ୍ରହ କରିବେ ସରକାର । ତେଣୁ ଜିଲ୍ଲା ଓ ବ୍ଲକ...

ଅନ୍ୟ ଧର୍ମର ହୋଇଥିବାରୁ ଶବ ପଡିରହିଲା ୩୨ ଘଣ୍ଟା: ଆଉ ତା’ପରେ…

ପାଟଣା,୧୮।୧୨(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଇଦ ବାଜା ଗାଁ ରେ ରୋଗାକ୍ରାନ୍ତ ମକୁରୁ ମୁଣ୍ଡାଙ୍କ ମୃତ୍ୟୁ ପରେ ଗାଁରେ ଉତ୍ତେଜନା ପ୍ରକାଶ ପାଇଥିଲା।...

କୋର୍ଟରେ ମାମଲା ଡାଏରୀ ଦାଖଲ ପାଇଁ ଲାଞ୍ଚ ନେଉଥିଲେ ଆଇଆଇସି, ଗିରଫ କଲା ଭିଜିଲାନ୍ସ

ଜୟପୁର,୧୮ା୧୨(ପବନ ପାଣିଗ୍ରାହୀ ): କୋରାପୁଟ ଦଶମନ୍ତପୁର ଆଇଆଇସି ସୁକମା ହାଁସଦାଙ୍କୁ ଜୟପୁର ଭିଜିଲାନ୍ସ ଗିରଫ କରିଛି। ଯେତେବେଳେ ସେ ଅଭିଯୁକ୍ତଙ୍କ ସମ୍ପର୍କୀୟଙ୍କଠାରୁ ୨୦ ହଜାର ଟଙ୍କା...

ସଟର ତାଡି ନେଇଗଲେ ଲକ୍ଷାଧିକ ଟଙ୍କାର ଅଳଙ୍କାର, ସକାଳେ ଦୋକାନୀ ମାଲିକ ପହଞ୍ଚିଲା ପରେ…

ଲୋଇସିଂହା, ୧୮।୧୨( ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବସଷ୍ଟାଣ୍ଡ ସ୍ଥିତ ଜେଶ୍ମିନ ଅଳଙ୍କାର ଦୋକାନରୁ ବୁଧବାର ରାତିରେ ଚୋରି ହୋଇଥିବା ନେଇ ଦୋକାନ ମାଲିକ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

ଥାନାରେ ପଶିଲା ଭିଜିଲାନ୍ସ, ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ…

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଭିଜିଲାନ୍ସ ହାତରେ ଦଶମନ୍ତପୁର ଥାନାଧିକାରୀ କୌଣସି ମାମଲାରେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ମିଳିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri