ଢେଙ୍କାନାଳରେ କାର୍ଯ୍ୟକ୍ଷମ ହେଲା କୋଭିଡ୍ ଚିକିତ୍ସାକେନ୍ଦ୍ର

ଢେଙ୍କାନାଳ ଅଫିସ୍, ୧୩ା୪- କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ଢେଙ୍କାନାଳ ସହରସ୍ଥିତ ବାଜିଚୌକଠାରେ ଥିବା ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ କୋଭିଡ-୧୯ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସୋମବାର କାର୍ଯ୍ୟକ୍ଷମ ହୋଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଏହାର ଶୁଭାରମ୍ଭ କରିଛନ୍ତି। ଶହେଟି ଶଯ୍ୟା ବିଶିଷ୍ଟ ଏହି ଚିକିତ୍ସାକେନ୍ଦ୍ରରେ ୬ଟି ସେମି ଆଇସିୟୁ, ୫୪ଟି ଓ୍ବାର୍ଡରେ ଅକ୍ସିଜେନ ବ୍ୟବସ୍ଥା ଏବଂ ୬୦ଟି ଓ୍ବାର୍ଡକୁ ଆଇସୋଲେଶନ ଓ୍ବାର୍ଡ କରାଯାଇଛି ।ଏଣିକି କରୋନା ଆକ୍ରାନ୍ତଙ୍କୁ ଏଠାରେ ଚିକିତ୍ସା କରାଯାଇପାରିବ । ଗୁରୁତର ରୋଗୀଙ୍କୁ କଟକସ୍ଥିତ ଅଶ୍ୱିନୀ ହସ୍ପିଟାଲକୁ ପଠାଯିବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି। ରାଜ୍ୟ ସରକାରଙ୍କ ଦ୍ୱାରା ପରିଚାଳିତ ଓଡ଼ିଶା ଖଣି ନିଗମ ଅନୁଦାନରେ ଏହି ଚିକିତ୍ସାକେନ୍ଦ୍ର କାର୍ଯ୍ୟକ୍ଷମ ହୋଇଛି ।ଏହି ଅବସରରେ ଏଡିଏମ ଭବେଶ କୁମାର ନାୟକ, ପିଡିଡିଆରଡିଏ ନରୋତ୍ତମ ବେହେରା, ସିଡିଏମଓ ଡ. ନିରଞ୍ଜନ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ ବଲାଙ୍ଗୀରବାସୀ! ପାଣିପାଗ କେନ୍ଦ୍ର ଜାରି କଲା ଚେତାବନୀ, ୪ ଦିନ ଯାଏ…

ବଲାଙ୍ଗୀର,୨୫।୫(ସୁନୀଲ କୁମାର ମହାନ୍ତି): ରାଜ୍ୟରେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ହିଟଓ୍ବେଭ୍‌ ପାଇଁ…

ଖରାରେ ବୁଲୁଥିବାରୁ ତାଗିଦ କଲେ ମା’, ରାଗିଯାଇ ଝୁଲିପଡିଲେ ପୁଅ

କେନ୍ଦୁଝର,୨୫।୫ ( ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ଦେଉଳଡିହା ପଞ୍ଚାୟତ ଜେନାଦାର ଗାଁରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ମା’ ତାଗିଦ୍ କରିବାରୁ ପୁଅର ଆତ୍ମହତ୍ୟା…

ଆଉ ପାଦେ ଆଗକୁ ବଢିଲା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ର: ଏଣିକି ପର୍ଯ୍ୟଟଙ୍କୁ ମିଳିବ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):ଓଡିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡି। ରାଜ୍ୟ ପର୍ଯ୍ୟଟନ ବିଭାଗର ମାନଚିତ୍ରରେ ରହିଥିବା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରକୁ ରାଜ୍ୟ ସରକାର…

ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱାରୋପ: ଏସଆଇଆର୍‌ ଉପରେ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଭଞ୍ଜନଗର ଉପଖଣ୍ଡର ବୁଥସ୍ତରୀୟ ଅଫିସର୍‌ ଏବଂ ସୁପରଭାଇଜରମାନଙ୍କୁ ନେଇ ସ୍ବତନ୍ତ୍ର ସଘନ ସଂଶୋଧନ ତାଲିମ କାର୍ଯ୍ୟକ୍ରମ…

ରାଜପଥ ପାର୍ଶ୍ୱରୁ ମୃତ ହରିଣ ଉଦ୍ଧାର: ଚୋରା ଚାଲାଣ ସନ୍ଦେହରେ…

ବାଲେଶ୍ୱର, ୨୫।୫ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୬୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଏକ ମୃତ ହରିଣ ଉଦ୍ଧାର ହୋଇଛି। ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା…

ଏମିତି କାମ କରି ପ୍ରଶଂସା ସାଉଁଟିଲେ ବସନ୍ତ: ଜିଲାପାଳଙ୍କ ଅଭିଯୋଗ ଶୁଣାଣିବେଳେ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଚାଲିଥିବାବେଳେ ଦେଖିବାକୁ ମିଳିଛି ଏକ ନିଆରା ଘଟଣା। ଲୋକଙ୍କ…

ଅଘଟଣ; ପାଣିରେ ବୁଡି ୨ ବର୍ଷର ଶିଶୁ, ବିଷ ପିଇ ଚତୁର୍ଥ ଶ୍ରେଣୀ ଛାତ୍ର ମୃତ

ହାଟଡିହି/ଛେନାପଦୀ/ଆନନ୍ଦପୁର,୨୫।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ସୋସୋ ଥାନା ଥାନା ଅଞ୍ଚଳରେ ଗତ ରବିବାର ଦୁଇଟି ଦୁଃଖଦ ଘଟଣା ଘଟିଛି । ପୋଡାସିଙ୍ଗିଡ଼ି…

ପ୍ରଶାସନର ଅବହେଳା, ଭତ୍ତା ପାଇଁ ୮୨ ବର୍ଷର ବୃଦ୍ଧା ମା’କୁ ଭାରରେ ବୋହିଲେ ପୁଅ

ବନ୍ତ,୨୫।୫(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ସମ୍ମୁଖରେ ସୋମବାର ମଧ୍ୟାହ୍ନରେ ଗଣଧାରଣାର ତୃତୀୟ ଦିନରେ ଏକ ଚକିତ ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri