ଢେଙ୍କାନାଳରେ ବିଦେଶୀ ଆର୍କିଟେକ୍ଟ: ବଦଳିବ ବସ୍ତି ରୂପରେଖ

ଢେଙ୍କାନାଳ ଅଫିସ, ୭।୮-ରାଜ୍ୟ ସରକାରଙ୍କ ଜାଗା ମିଶନ ପାଇଲଟ୍‌ ପ୍ରୋଜେକ୍ଟରେ ସାମିଲ ହୋଇଛି ଢେଙ୍କାନାଳ ପୌରାଞ୍ଚଳ। ଏହାପରେ ସହରର ରୂପରେଖ ସାଙ୍ଗକୁ ଢାଞ୍ଚାଗତ ପରିବର୍ତ୍ତନ ଲାଗି ପ୍ରୟାସ ଆରମ୍ଭ ହୋଇଛି। ଏହି ଯୋଜନାରେ ଡ୍ରେନେଜ୍‌ ବ୍ୟବସ୍ଥା, ରାସ୍ତା ନିର୍ମାଣ, ବସ୍ତି ବାସିନ୍ଦାଙ୍କ ଥଇଥାନକୁ ଅଗ୍ରାଧିକାର ଦିଆଯିବ। ଏଥିଲାଗି ବିଶେଷଜ୍ଞଙ୍କ ପରାମର୍ଶ ଲୋଡ଼ିଛନ୍ତି ରାଜ୍ୟ ସରକାର। ଏହିକ୍ରମରେ ଗୃହ ଓ ନଗର ଉନ୍ନୟନ ବିଭାଗ ସଚିବଙ୍କ ପରାମର୍ଶକ୍ରମେ ବିଶ୍ୱର ଖ୍ୟାତନାମା ଆର୍କିଟେକ୍ଟ ସଂସ୍ଥା ନର୍ମାନ ଫଷ୍ଟର ଫାଉଣ୍ଡେଶନ ପକ୍ଷରୁ ସ୍ପେନ୍‌ ଏବଂ ଇଂଲଣ୍ଡର ୩ଜଣିଆ ଆର୍କିଟେକ୍ଟ ଦଳ ଦୁଇଦିନିଆ ଗସ୍ତରେ ଆସି ସ୍ଥିତି ସମୀକ୍ଷା କରିଛନ୍ତି।
ଉକ୍ତ ପ୍ରତିନିଧି ଦଳରେ ରୋସିଓ କୋନେସା ସାଞ୍ଚେଜ୍‌, ଚାର୍ଲସ ଡେଭିଡ୍‌ ପାମର, ଅଭିଜିତ୍‌ ଚାନ୍ଦେଲ ରହିଥିଲେ। ଅଧିକାରୀମାନେ ପୌରାଞ୍ଚଳର ବିବାଦୀୟ ସ୍ଥାନରେ ଗଢ଼ି ଉଠିଥିବା ବସ୍ତି ଅଞ୍ଚଳ ପରିଦର୍ଶନ କରିଛନ୍ତି। ସମ୍ପୃକ୍ତ ବସ୍ତିବାସିନ୍ଦାଙ୍କୁ ସରକାରୀ ଜମିରେ ଥଇଥାନ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ସେମାନଙ୍କୁ ହାତପାହାନ୍ତାରେ ଯେପରି ମୌଳିକ ସୁବିଧାସୁଯୋଗ ମିଳିପାରିବ ତାକୁ ପ୍ରାଧାନ୍ୟ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ONGCର ବଡ଼ ସଫଳତା, ଓଡ଼ିଶା ଉପକୂଳରେ ଗ୍ୟାସ୍‌ର ସନ୍ଧାନ

ନୂଆଦିଲ୍ଲୀ,୨୨।୯: ଓଡ଼ିଶା ଉପକୂଳରେ କୋଣାର୍କଠାରୁ ପ୍ରାୟ ୪୩ କି.ମି. ଦୂରରେ ଭାରତୀୟ ରାଷ୍ଟ୍ରାୟତ୍ତ କମ୍ପାନୀ ଅଏଲ୍‌ ଆଣ୍ଡ୍‌ ନ୍ୟାଚୁରାଲ ଗ୍ୟାସ୍‌ କର୍ପୋରେଶନ ଲିଃ (ଓଏନ୍‌ଜିସି) ଗ୍ୟାସ୍‌ର ସନ୍ଧାନ…

ବିଶିଷ୍ଟ ଅଭିନେତ୍ରୀ ମିଠୁ ମୁଖାର୍ଜୀଙ୍କ ଦେହାନ୍ତ

ମୁମ୍ବାଇ, ୨୨।୯: ୧୯୭୦ ଓ ୧୯୮୦ ଦଶକର ବଙ୍ଗଳା ଏବଂ ହିନ୍ଦୀ ସିନେମାକୁ ନିଜର ଦୀପ୍ତିମୟ ଅଭିନୟରେ ସମୃଦ୍ଧ କରିଥିବା ବିଶିଷ୍ଟ ଅଭିନେତ୍ରୀ ମିଠୁ ମୁଖାର୍ଜୀ ଆଉ…

ବିହାର ଅସଦାଚରଣ ମାମଲା: ୩ ଗିରଫ

ପାଟନା, ୨୨।୯: ବିହାରର ଜାମୁଇ ଜିଲାରେ ୧୦ମ ଶ୍ରେଣୀର ୨ଜଣ ଛାତ୍ରୀଛାତ୍ରଙ୍କୁ ଅସଦାଚରଣ ଏବଂ ମାଡ଼ ମାରିବା ଘଟଣାରେ ପୋଲିସ ୩ ଜଣ ନାବାଳକଙ୍କୁ ଗିରଫ କରିଛି।…

ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ, ଆଗତ ହୋଇପାରେ ୬ ବିଲ୍‌

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ଆସନ୍ତା ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ଦିନ…

୨୪ ଯାଏ ଏହି ଜିଲାରେ ସ୍କୁଲ୍‌ ଛୁଟି ଘୋଷଣା, ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର,୨୨।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ…

ଦିଲ୍ଲୀ ଲଜ୍ଜା: ମନ୍ଦିର ନିକଟରେ ନାବାଳିକାଙ୍କୁ ଗଣବଳାତ୍କାର; ପୋଲିସ କର୍ମଚାରୀ ସାଜି ଆସିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୨।୯: ଦିଲ୍ଲୀର କାଲକାଜୀ ମନ୍ଦିର ନିକଟରେ ଜଣେ ୧୭ ବର୍ଷୀୟା ଯୁବତୀଙ୍କ ସହ ଗଣ-ବଳାତ୍କାରର ଏକ ଜଘନ୍ୟ ଘଟଣା ଘଟିଛି। ଏହି ଘଟଣାରେ ସମ୍ପୃକ୍ତ ତିନିଜଣ ଅଭିଯୁକ୍ତଙ୍କ…

ଫୁଟ୍‌ପାଥରୁ ବି ବିଦା

ଭାରତୀୟ ଅର୍ଥନୀତି ୮ ନଭେମ୍ବର ୨୦୧୬ରେ ବିମୁଦ୍ରୀକରଣ ପରେ ଏପରି ତଳକୁ ଖସିଯାଇଛି ଯେ, ତାହା ଆଜିଯାଏ ସଳଖି ଠିଆ ହୋଇପାରୁନାହିଁ। ସେତେବେଳେ ସୂକ୍ଷ୍ମ, କ୍ଷୁଦ୍ର ଓ…

ବାତିଲ ହେବ ଭାରତ-ଜାପାନ T20 ମ୍ୟାଚ? ପାଣିପାଗକୁ ନେଇ ବଢିଲା ଚିନ୍ତା

ନୂଆଦିଲ୍ଲୀ,୨୨।୯: ଭାରତ ଏବଂ ଜାପାନ ମଧ୍ୟରେ ଏକମାତ୍ର ଟି-୨୦ ମ୍ୟାଚ ମଙ୍ଗଳବାର (ସେପ୍ଟେମ୍ବର ୨୨) ଦିନ ଜାପାନର ସାନୋ ସ୍ଥିତ ସାନୋ ଇଣ୍ଟରନେସନାଲ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?