ତକିଆ ତଳେ ଜୋତା ରଖି ଶୋଉଥିଲେ ଅମିତାଭ ବଚ୍ଚନ, ଜାଣନ୍ତୁ କାହିଁକି

ଛୋଟ ପରଦାର ବଡ ରିଏଲିଟ ଶୋ’ ‘କୌନ ବନେଗା କରୋଡ ପତି’କୁ ହୋଷ୍ଟ କରୁଛନ୍ତି ବିଗ୍‌ ବି ଅମିତାଭ ବଚ୍ଚନ। ଏହି ଶୋ’ରେ ଭାଗ ନେଉଥିବା ପ୍ରତିଯୋଗୀଙ୍କ ସହ ଅମିତାଭ ଖୁବ୍‌ ମଜାଳିଆ ଢଙ୍ଗରେ କଥାବାର୍ତ୍ତା ହୁଅନ୍ତି ବିଗ୍‌ ବି। ବେଳେବେଳେ ନିଜ ଜୀବନର କିଛି ଅଭୁଲା ସ୍ମୃତି ସବୁ ପ୍ରତିଯୋଗୀଙ୍କ ସହ ଶେୟାର ମଧ୍ୟ କରନ୍ତି। ନିକଟରେ ଜଣେ ପ୍ରତିଯୋଗୀଙ୍କ ସହ ସେ ପିଲାଦିନର ଅନୁଭୂତି ବଖାଣିଥିଲେ। ପିଲାଦିନେ କୌଣସି ଜିନିଷ ପସନ୍ଦ ଆସିଲେ ମାତାପିତାଙ୍କୁ କହିବାକୁ ଡରୁଥିଲି। କାରଣ ତାଙ୍କ ଉପରେ ଅଯଥା ବୋଝ ଦେବାକୁ ଚାହୁଁ ନ ଥିଲି। ଯଦି କୌଣସି ଜୋତା ପସନ୍ଦ ଆସେ ତାଙ୍କ ତାକୁ ମାତାପିତା ମୋତେ ଉପହାର ଦିଅନ୍ତି ତାକୁ ମୁଁ ତକିଆ ତଳେ ଜୋତା ରଖି ଶୁଏ ବୋଲି ଅମିତାଭ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri