ତତ୍କାଳୀନ ମହାକାଳପଡ଼ା ଆଇଆଇସିଙ୍କୁ ମିଳିଲା ଜାମିନ

କଟକ ଅଫିସ, ୩ା୩: କେନ୍ଦ୍ରାପଡ଼ା ଜିଲା ମହାକାଳପଡା ଥାନା ହାଜତରେ ଜଣେ ଅଭିଯୁକ୍ତଙ୍କ ମୃତ୍ୟୁ ଘଟଣାରେ ତତ୍କାଳୀନ ଆଇଆଇସି ଶ୍ୟାମଘନ ବେହେରାଙ୍କୁ ସୋମବାର ହାଇକୋର୍ଟରୁ ଜାମିନ ମିଳିଛି। ତେବେ ନିମ୍ନ ଅଦାଲତ ସର୍ତ୍ତ ଧାର୍ଯ୍ୟ କରିବେ ବୋଲି ହାଇକୋର୍ଟ ନିଜ ରାୟରେ ଜଣାଇଛନ୍ତି। ମାମଲାର ଶୁଣାଣି ବେଳେ ପ୍ରତ୍ୟେକ ଥର ସେ ନିମ୍ନ ଅଦାଲତରେ ହାଜର ହେବେ ବୋଲି ରାୟରେ ଉଲ୍ଲେଖ କରାଯାଇଛି। ବିଚାରପତି ଜଷ୍ଟିସ୍‌ ବିଭୁ ପ୍ରସାଦ ରାଉତରାୟ ଏହି ମାମଲାର ଶୁଣାଣି କରିଥିଲେ।
ମାମଲାର ବିବରଣୀରୁ ପ୍ରକାଶ, ମୋବାଇଲ ଚୋରି ଅଭିଯୋଗରେ ମହାକାଳପଡା ଥାନା ଅଧୀନ ବାଲଣା ଗ୍ରାମର ଅବିନାଶ ପାଇଟାଳ ଓରଫ୍‌ ମୂଷା ନାମକ ଯୁବକଙ୍କୁ ୨୦୧୮ ଅଗଷ୍ଟ ୨୫ ତାରିଖରେ ତତ୍କାଳୀନ ଆଇଆଇସି ଶ୍ୟାମଘନ ଗିରଫ କରିଥିଲେ। ଏହାର ପରଦିନ ଥାନା ନିକଟ ଏକ ନିର୍ମାଣାଧୀନ ଘରୁ ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ମିଳିଥିଲା। ପୋଲିସ ତାଙ୍କୁ ପିଟିପିଟି ମାରିଦେବା ପରେ ରଶିରେ ଝୁଲାଇ ଦେଇଥିବା ନେଇ ପରିବାର ଲୋକେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

ସାର୍ଟିଫିକେଟ ପାଇଁ ଯାଉଥିବା ବେଳେ ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ଚନ୍ଦନଙ୍କ ଜୀବନ

ଗଜପତି,୨୭।୫(ଗିରିଧାରୀ ପରିଛା) : ଚାଉଳ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହେଲା ବାଇକ । ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକ ଆହତ…

୨ ମାସରୁ ଊର୍ଦ୍ଧ୍ୱ ହେବ ଭତ୍ତା ପାଇନାହାନ୍ତି ହିତାଧିକାରୀ, ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବିଡିଓଙ୍କୁ କଲେ ଗୁହାରି

ଥୁଆମୂଳ ରାମପୁର,୨୭ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନେ ଚରମ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ୨ ମାସରୁ…

ମର୍ମନ୍ତୁଦ ଦୁର୍ଘଟଣା; କାମସାରି ଘରକୁ ଫେରୁଥିବା ବେଳେ ଓଲଟିଲା ପିକଅପ୍ ଭ୍ୟାନ, ୨…

ରାଜନଗର, ୨୭ା୫ (ଭାସ୍କର ରାଉତରାୟ): ରାଜନଗର ବ୍ଲକ ରାଜନଗର ଗୁପ୍ତି ମୁଖ୍ୟ ରାସ୍ତାର ହାତୀନା ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଦୁଇ…

ରାଜ୍ ପ୍ରସାଦ ରାୟଗଡ଼ାର ନୂଆ ଏସ୍ପି; ଦାୟିତ୍ବ ଗ୍ରହଣ କରୁକରୁ କହିଦେଲେ ଏହି କଥା, ଛାନିଆ…

ଗୁଣପୁର,୨୭।୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାର ନୂତନ ଏସପି ଭାବେ ରାଜ୍ ପ୍ରସାଦ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ପୂର୍ବତନ ଏସପି ସ୍ୱାତି ଏସ କୁମାରଙ୍କ ଠାରୁ…

କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri