Posted inଜାତୀୟ

ତବଲିଗି ଜମାତର ବିଦେଶୀ ନାଗରିକଙ୍କୁ ୧୦ ବର୍ଷ ପାଇଁ ଭାରତ ମନା

ନୂଆଦିଲ୍ଲୀ,୪।୬: ତବଲିଗି ଜମାତର ଗତିବିଧିରେ ସାମିଲ ଥିବା ୯୬୦ ବିଦେଶୀ ନାଗରିକଙ୍କ ଭାରତ ଯାତ୍ରା ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏମାନେ ୧୦ ବର୍ଷ ପର୍ଯ୍ୟନ୍ତ ଭାରତ ଗସ୍ତ କରିପାରିବେ ନାହିଁ। କେନ୍ଦ୍ର ସରକାରଙ୍କ ପକ୍ଷରୁ ମିଳିଥିବା ସୂତ୍ରରୁ ଜଣାପଡିଛି ଏମାନଙ୍କୁ ପୂର୍ବରୁ କଳା ତାଲିକାଭୁକ୍ତ କରାଯାଇଥିଲା। ସୂଚନାଯୋଗ୍ୟ, ଦେଶରେ କରୋନା ଭାଇରସ ସଂକ୍ରମଣ ସମୟରେ ରାଜଧାନୀ ଦିଲ୍ଲୀର ନିଜାମୁଦ୍ଦିନରେ ତବଲିଗି ଜମାତର ଲୋକେ ବହୁ ସଂଖ୍ୟାରେ ଏକତ୍ରିତ ହୋଇଥିଲେ। ଫଳରେ ଏମାନଙ୍କ ମଧ୍ୟରେ ଥିବା କରୋନା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସି ଆଉ କିଛି ଲୋକ କରୋନାରେ ପୀଡ଼ିତ ହୋଇଥିଲେ। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏପ୍ରିଲ ମାସରେ ତବଲିଗି ଜମାତର ୯୬୦ଜଣ ବିଦେଶୀ ନାଗରିକଙ୍କୁ କଳା ତାଲିକାଭୁକ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖରସ୍ରୋତା ନଦୀକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ଯାଜପୁର,୨୪।୯: ଯାଜପୁର ଜିଲା ବିଞ୍ଝାରପୁର ଖରସ୍ରୋତା ନଦୀ ବ୍ରିଜ ଉପରୁ ଗୁରୁବାର ଜଣେ ମହିଳା ଡେଇଁ ପଡିଥିଲେ। ମହିଳା ଜଣକ ବ୍ରିଜ୍‌ ଉପରେ ଚପଲ ଓ ଛତା…

ପ୍ରସୂତିଙ୍କୂ ମିଳିଲାନି ଆମ୍ବୁଲାନ୍ସ ସେବା: ଅଧାବାଟରେ ଚାଲିଗଲା ଜୀବନ

କେନ୍ଦ୍ରାପଡ଼ା,୨୪।୯(ଜଗନ୍ନାଥ ଧଳ): ଆମ୍ବୁଲାନ୍ସ ସେବା ନ ପାଇ କେନ୍ଦ୍ରାପଡ଼ା ବ୍ଲକ ଇନ୍ଦୁପୁର ସିଏଚ୍‌ସି ଅଧୀନ ନିକିରାଇ ଥାନା ଅନ୍ତର୍ଗତ ପୂର୍ବ ନିକିରାଇ ଗ୍ରାମରେ ଗୁରୁବାର ଜଣେ ପ୍ରସୂତୀଙ୍କ…

ଗାଜଲବାଡି ଘାଟିରେ ଭୂସ୍ଖଳନ, ପୂର୍ବରୁ ସିଲ୍ କରିଥିଲା ପ୍ରଶାସନ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟିରେ ଭୂସ୍ଖଳନ ହୋଇଛି । ଏକାଧିକ…

ଅଜଣା ଜୀବ କାମୁଡ଼ାରେ ଅନୁଭବ ମଲ୍ଲିକଙ୍କ ମୃତ୍ୟୁ, ମାଣ୍ଡିପାଙ୍କାରେ ଶୋକାକୁଳ ପରିବେଶ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଅଜଣା ବିଷାକ୍ତ ଜୀବ…

ଭାଇ ଅର୍ଜୁନ ତେନ୍ଦୁଲକରଙ୍କୁ ଏମିତି ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସାରା, ସଭିଏଁ କହୁଛନ୍ତି…

ମୁମ୍ବାଇ,୨୪।୯: ଅର୍ଜୁନ ତେନ୍ଦୁଲକର ଗୁରୁବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି; ତାଙ୍କର ଜନ୍ମ ୨୪ ସେପ୍ଟେମ୍ବର ୧୯୯୯ରେ ହୋଇଥିଲା। ‘କ୍ରିକେଟର ଭଗବାନ’ ଭାବେ ପରିଚିତ ସଚିନ…

ବିଧାନସଭା ନିର୍ବାଚନ ପୂର୍ବରୁ BJPର ବଡ଼ ଘୋଷଣା: ବିଭିନ୍ନ ରାଜ୍ୟରେ ୨୪ ନୂଆ ପଦାଧିକାରୀ ନିଯୁକ୍ତ

ନୂଆଦିଲ୍ଲୀ,୨୪।୯: ପାଞ୍ଚଟି ରାଜ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ବିଧାନସଭା ନିର୍ବାଚନ ପୂର୍ବରୁ BJP ନିଜର ସାଙ୍ଗଠନିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ଆରମ୍ଭ କରିଛି। ଏହି ପ୍ରକ୍ରିୟାର ଅଂଶବିଶେଷ…

ଗୁଡ଼ାରିରୁ OSRTC ବସ୍ ସେବା ଦାବି: ବିଧାନସଭାରେ ଉଠିଲା ପ୍ରଶ୍ନ, ମନ୍ତ୍ରୀ କହିଲେ….

ଗୁଡାରି,୨୪।୯(ପ୍ରମୋଦ କୁମାର ପତି ): ଗୁଡାରିରୁ ରାଜଧାନୀ ଭୁବନେଶ୍ୱରକୁ ସରକାରୀ ବସ ସେବା ପ୍ରଦାନ ନେଇ ବିଧାନସଭାରେ ପ୍ରଶ୍ନ କରିଥିଲେ ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ।…

୫୯ ନଂ ଜାତୀୟ ରାଜପଥ ଗାଜଲବାଡି ଘାଟି ସିଲ୍, ଗୋପାଳପୁର-ରାଇପୁର ଯାତାୟାତ ବନ୍ଦ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟି ରାସ୍ତାକୁ ସିଲ୍ କଲା କନ୍ଧମାଳ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?