Posted inଜାତୀୟ

ତଳ କୋର୍ଟରେ ପଦବୀ ଖାଲି: ଷ୍ଟାଟସ୍‌ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୦ା୭(ପି.ଟି.): ହାଇକୋର୍ଟଗୁଡ଼ିକରେ କେତେ ସଂଖ୍ୟକ ବିଚାରବିଭାଗୀୟ ଅଧିକାରୀ ପଦବୀ ଖାଲି ପଡ଼ିଛି ସେନେଇ ସୁପ୍ରିମକୋର୍ଟ ମଙ୍ଗଳବାର ରିପୋର୍ଟ ମାଗିଛନ୍ତି। ଏହାସହ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକର ହାଇକୋର୍ଟ ରେଜିଷ୍ଟ୍ରାର୍‌ ଓ ଆଇନ ସଚିବମାନଙ୍କୁ ଜୁଲାଇ ୩୧ରେ ବ୍ୟକ୍ତିଗତ ଭାବେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଗତବର୍ଷ ଅକ୍ଟୋବର ୨୨ରେ ସର୍ବୋଚ୍ଚ ଅଦାଲତ ନିଜଆଡ଼ୁ କହିଥିଲେ ଯେ, ସାରା ଦେଶର କୋର୍ଟଗୁଡ଼ିକରେ ବିଚାରବିଭାଗୀୟ ଅଧିକାରୀଙ୍କ ଖାଲି ପଡ଼ିଥିବା ପଦବୀ ସଂଖ୍ୟା ୫,୦୦୦। ଏହାସହ ୨୪ ହାଇକୋର୍ଟ ଓ ସରକାରଗୁଡ଼ିକୁ ମଧ୍ୟ ଏ ସମ୍ପର୍କିତ ସୂଚନା ମାଗିଥିଲେ। ଜିଲା ଓ ତଳ କୋର୍ଟଗୁଡ଼ିକରେ ଜୁନ୍‌ ୩୦ ସୁଦ୍ଧା କେତେ ସଂଖ୍ୟକ ପଦବୀ ଖାଲି ପଡ଼ିଛି ସେନେଇ ଷ୍ଟାଟସ୍‌ ରିପୋର୍ଟ ଦେବାକୁ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri