ତହସିଲ, ଏନ୍‌ଏସି ଓ ପୋଲିସ ପ୍ରଶାସନ ପକ୍ଷରୁ ସଚେତନତା

ଗଞ୍ଜାମ,୨୧ା୪(ଡି.ଏନ୍‌.ଏ.)- କରୋନା ମୁକାବିଲା ପାଇଁ ରାଜ୍ୟ ଓ ଜିଲା ପ୍ରଶାସନ ରାତିଦିନ ଏକ କରିଦେଇଛନ୍ତି l ଏଥିପାଇଁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସାମାଜିକ ଦୂରତ୍ୱ ଓ ସର୍ବ ସାଧାରଣ ସ୍ଥାନରେ ଛେପ ନ ପକାଇବା, ଘରୁ ବାହାରିଲେ ମାସ୍କ ପିନ୍ଧିବା ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି l ମଙ୍ଗଳବାର ତହସିଲଦାର ଅବନୀ କୁମାର ସାହୁ, ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଭୁ କଲ୍ୟାଣ ଦାସ, ଥାନା ଅଧିକାରୀ ଦିଲ୍ଲୀପ କୁମାର ସାହୁ, ଆର୍‌ଆଇ ପ୍ରମୁଖ ସହରରେ ଡାକ ବାଜି ଯନ୍ତ୍ର ଦ୍ୱାରା ଲୋକଙ୍କୁ କରୋନା କଟକଣା ସମ୍ପର୍କରେ ସଚେତନତା କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ଜିତିଲେ ସମ୍ବିଧାନ ସୁରକ୍ଷିତ ରହିବ: ରାହୁଲ

ରାୟଗଡ଼ା,୪।୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ କଂଗ୍ରେସ ସମାବେଶକୁ ଶୁକ୍ରବାର ଭର୍ଚୁଆଲ ମୋଡ୍‌ରେ ସମ୍ବୋଧନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏହି ଜନସଭାରେ ସେ କଂଗ୍ରେସର...

ଖଣ୍ଡପଡ଼ା: ସ୍ବାଧୀନ ଭାବେ ପ୍ରାର୍ଥତ୍ପତ୍ର ଦାଖଲକଲେ ଅନୁଭବ

ନୟାଗଡ଼,୪।୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ୪ଟି ନିର୍ବାଚନମଣ୍ଡଳୀ ମଧ୍ୟରେ ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଚର୍ଚ୍ଚାରେ ରହିଛି। ଏଠାରେ ରାଜନୈତିକ ଦୃଶ୍ୟପଟ ବଦଳିବାରେ ଲାଗିଥିବାରୁ ସମସ୍ତଙ୍କ ନଜର ଏହି...

ହିଞ୍ଜିଳିରେ ରାଜନୈତିକ ଉଷ୍ମତା: ନବୀନଙ୍କ ଆଗରେ କଣ୍ଟା ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ

ହିଞ୍ଜିଳିକାଟୁ, ୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ରାଜ୍ୟ ବିକାଶର ପ୍ରୟୋଗଶାଳା, ଦୁର୍ନୀତି, ଓଡ଼ିଆ ଅସ୍ମିତା, ସ୍ଥାନୀୟ ବାସିନ୍ଦା ତଥା ଅନ୍ୟାନ୍ୟ ଇସ୍ୟୁକୁ ନେଇ ହିଞ୍ଜିଳି ନିର୍ବାଚନ ମାହୋଲ...

ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି...

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା

ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ...

ମହିଳାଙ୍କ ଗୋଡ଼ରେ ଚଢ଼ିଗଲା ବସ୍‌ ଚକା

ହିଞ୍ଜିଳିକାଟୁ,୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଶେରଗଡ଼ ବ୍ଲକ ଅଧୀନ ପିତଳ ଛକଠାରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ୍‌ ଚକା ଜଣେ...

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ...

ମ୍ୟାଜିକ ଶୋ’ରେ ବିଜେଡିର ନିର୍ବାଚନ ପ୍ରଚାର

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନିଆରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri