ତହସିଲଦାର, ଅତିରିକ୍ତ ତହସିଲଦାରଙ୍କ ରାତିଅଧିଆ ଚଢ଼ାଉ

ଶେରଗଡ଼,୩ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଶେରଗଡ଼ ତହସିଲଦାର ଡ଼. ଦୟାସିନ୍ଧୁ ପରିଡ଼ା ଓ ଅତିରିକ୍ତ ତହସିଲଦାର ଅକ୍ଷୟ କୁମାର ମଲ୍ଲିକ ସଦଳବଳ ଗୁରୁବାର ରାତିରେ ଚଢ଼ାଉ କରିଥିଲେ। ବର୍ତ୍ତମାନ କରୋନାର ତୃତୀୟ ସପ୍ତାହ ଚାଲିଥିବା ବେଳେ ରାତିରେ କିଛି ଟ୍ରକ ଚଳାଚଳ କରୁଥିବା ଖବର ମିଳିବା ପରେ ତାକରଡ଼ା ମୁଖ୍ୟ ରାସ୍ତାରେ ଜଗି ବସିଥିଲେ। ଗୋଟିଏ ଟ୍ରକ ଆସିବାର ଦେଖି ତାକୁ ତାଗିଦ୍‌ କରିଥିଲେ। ଏହାପରେ ରାତିରେ କିଛି ଦୋକାନ ଖୋଲା ଥିବାରୁ ଦୋକାନୀଙ୍କୁ ତାଗିଦ୍‌ କରିବା ସହ ଜରିମାନା ଆଦାୟ କରିଥିଲେ। ଉଭୟ ଅଧିକାରୀ ମିଶି କରଡ଼ାକଣା, ଭୁଷୁଣ୍ଡା,ସାଗରପଲ୍ଲୀ,ପଦ୍ମପୁର ଗ୍ରାମରେ ଚଢ଼ାଉ କରିବା ସହ କିଛି ଗ୍ରାମ ବୁଲି ଥିଲେ। ସେହିରାତିରେ ତାକରଡ , ଧନନ୍ତର,ଗୋବିନ୍ଦପୁର ଗ୍ରାମର ଉଚ୍ଚ ବିଦ୍ୟାଳୟରେ ହୋଇଥିବା କ୍ୱାରାଣ୍ଟାଇନ୍‌ ଶିବିର ବୁଲି ଦେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri