ତହସିଲଦାର ସଫା କଲେ କାର୍ଯ୍ୟାଳୟ ପରିସର

ଶେରଗଡ଼,୯।୭(ଡି.ଏନ.ଏ.) : ଗଞ୍ଜାମ ଜିଲା ଶେରଗଡ଼ ତହସିଲ କାର୍ଯ୍ୟାଳୟ ପରିସରକୁ ମଙ୍ଗଳବାର କର୍ମଚାରୀମାନେ ମିଶି ସଫା କରିଛନ୍ତି। ଏହାକୁ ତହସିଲଦାର ଡ଼. ଦୟାସିନ୍ଧୁ ପରିଡା ସଫା କରୁଥିବା ଦେଖିବାକୁ ମିଳିଛି। ତାଙ୍କ ସହ ରାଜସ୍ବସ୍‌ ନିରୀକ୍ଷକ ମନୋଜ କୁମାର ନାହାକଙ୍କ ସମେତ ସମସ୍ତ କର୍ମଚାରୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri