Posted inଜାତୀୟ

ତାଜମହଲ ବୁଲିଲେ ମଙ୍ଗୋଲିଆ ରାଷ୍ଟ୍ରପତି

ଆଗ୍ରା,୨୧।୯: ମଙ୍ଗୋଲିଆ ରାଷ୍ଟ୍ରପତି ଖଲ୍ଟମାଗିନ ବଟୁଲଗା ୫ ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ଶନିବାର ସେ ଓ ତାଙ୍କ ସ୍ତ୍ରୀ ଆଗ୍ରାର ତାଜମହଲ ବୁଲି ଦେଖିଛନ୍ତି। ତେବେ ନିଦ୍ଧାରିତ ସମୟରୁ ଏକ ଘଣ୍ଟା ବିଳମ୍ବରେ ସେ ତାଜମହଲରେ ପହଞ୍ଚିଥିଲେ। ମଙ୍ଗୋଲିଆ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ପର୍ଯ୍ୟଟକଙ୍କ ଲାଗି ୨ ଘଣ୍ଟା ପାଇଁ ତଜମହଲ ବନ୍ଦ କରି ଦିଆଯାଇଥିଲା। ଆସନ୍ତା ୨୩ ପର୍ଯ୍ୟନ୍ତ ସେ ଭାରତରେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ବଲିଉଡ ପ୍ରେମରେ ମାଲେସିଆ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହାପାଇଁ ପୋଷ୍ଟ କଲେ ‘ଦିଲ ତୋ ପାଗଲ ହୈ’

ନୂଆଦିଲ୍ଲୀ/କୁଆଲଲମପୁର,୧୫।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହୋଇଛି, କିନ୍ତୁ ଏହା ଏବେ ମଧ୍ୟ ଆଲୋଚନାର ବିଷୟ ହୋଇ ରହିଛି। ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ବ୍ରିକ୍ସ…

ଶୈଳଶ୍ରୀ ପ୍ୟାଲେସ୍‌ରେ ନୂଆଁଖାଇ ପାଳିଲେ ରାଜ ପରିବାର

ବଲାଙ୍ଗୀର, ୧୫/୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ଅବସରରେ ମଙ୍ଗଳବାର ବଲାଙ୍ଗୀର ଶୈଳଶ୍ରୀ ପ୍ୟାଲେସ୍‌ରେ ରାଜପରିବାରର ସଦସ୍ୟମାନେ ନୂଆଁଖାଇ ପାଳନ କରିଥିଲେ। ପ୍ୟାଲେସ୍‌ ପରିସରରେ ଥିବା…

୨୧ ସେପ୍ଟେମ୍ବର ପର୍ଯ୍ୟନ୍ତ ୩ ରାଶିଙ୍କ ଗୋଲ୍ଡେନ ସମୟ: ହାତକୁ ଆସିବ ପ୍ରବଳ ଟଙ୍କା, ମିଳିବ ମନପସନ୍ଦ ଚାକିରି!

ଭୁବନେଶ୍ୱର: ବର୍ତ୍ତମାନ ବୁଧ ନିଜ ରାଶି କନ୍ୟାରେ ଅବସ୍ଥାନ କରିବା ସହ ହସ୍ତ ନକ୍ଷତ୍ରରେ ଗୋଚର କରୁଛନ୍ତି। ନିଜ ରାଶିରେ ବୁଧଙ୍କ ଅବସ୍ଥିତି ତାଙ୍କୁ ଅଧିକ ପ୍ରଭାବଶାଳୀ…

ବଲାଙ୍ଗୀରରେ ନୂଆଁଖାଇ ଉତ୍ସାହ: ମା’ ପାଟଣେଶ୍ୱରୀ, ମା’ ସମଲେଶ୍ୱରୀଙ୍କଠାରେ ନବାନ୍ନ ଅର୍ପଣ

ବଲାଙ୍ଗୀର, ୧୫।୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ପାଇଁ ମଙ୍ଗଳବାର ବଲାଙ୍ଗୀର ଜିଲାର ପୁରପଲ୍ଲୀ ଉତ୍ସବମୁଖର ହୋଇଉଠିଛି। ଜିଲାର ବିଭିନ୍ନ ଗାଁ ଓ ସହରରେ ଉତ୍ସାହ…

ଏତିକିରୁ ଅଧିକ ଟ୍ରାଞ୍ଜାକ୍ସନ କଲେ ପଡ଼ିବ ଚାର୍ଜ, ରାହୁଲ ଆଣିଲେ ସାଂଘାତିକ ଅଭିଯୋଗ: ଆମେରିକା ଚାପରେ ସରକାର…

ନୂଆଦିଲ୍ଲୀ,୧୫।୯: ଦେଶର ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାର ଅନ୍ୟତମ ପ୍ରମୁଖ ମାଧ୍ୟମ UPIକୁ ନେଇ ଏବେ ରାଜନୈତିକ ବିବାଦ ଚର୍ଚ୍ଚା ଜୋର୍‌ ହୋଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ, ଚେତାବନୀ ଜାରି କଲା…

ନୂଆଦିଲ୍ଲୀ,୧୫।୯: ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ଉତ୍ତର ଭାରତ ମହାସାଗର, ବିଶେଷକରି ବଙ୍ଗୋପସାଗର ଓ ଆରବ ସାଗରରେ ଘୂର୍ଣ୍ଣିିଝଡ଼ କାର୍ଯ୍ୟକଳାପ ବଢ଼ିବାର ସମ୍ଭାବନା ରହେ। ଏହି ସମୟକୁ ଭାରତର…

ସିଂହବାହିନୀଙ୍କ ଆଗମନୀ ପାଇଁ ଦିଗପହଣ୍ଡିରେ ଜୋରଦାର ପ୍ରସ୍ତୁତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୧ ନଂ ୱାର୍ଡ଼ ପୁଞ୍ଜିକଂୟା ଛକ ସ୍ଥିତ ମା ‘ ସିଂହବାହିନୀ ଦୂର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ…

ଆଣ୍ଡ୍ରଏଡ୍‌ ୟୁଜର୍ସ ସାବଧାନ! ଫୋନ୍‌ରେ ରହିଛି ଏକାଧିକ ସୁରକ୍ଷା ତ୍ରୁଟି, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୧୫।୯: ଆଣ୍ଡ୍ରଏଡ୍‌ ଫୋନ୍‌ ବ୍ୟବହାର କରୁଥିଲେ ସାବଧାନ । ଭାରତ ସରକାରଙ୍କ କମ୍ପ୍ୟୁଟର ଇମର୍ଜେନ୍ସି ରେସପନ୍ସ ଟିମ୍‌ (CERT-In) ପକ୍ଷରୁ ଆଣ୍ଡ୍ରଏଡ୍‌ ୟୁଜର୍ସଙ୍କ ପାଇଁ ହାଇ-ରିସ୍କ ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?