Posted inଜାତୀୟ

ତାଜମହଲ ସୌନ୍ଦର୍ଯ୍ୟକୁ ଗର୍ଲଫ୍ରେଣ୍ଡଙ୍କ ସହ ଉପଭୋଗ କଲେ ଆମାଜନ୍‌ ସିଇଓ

ଆଗ୍ରା,୨୨।୧: ବିଶ୍ୱର ଧନଶାଳୀ ବ୍ୟକ୍ତି ତଥା ଇ-କମର୍ସ କମ୍ପାନୀ ଆମାଜନ୍‌ର ସିଇଓ ଜେଫ୍‌ ବେଜୋସ୍‌ ଓ ତାଙ୍କ ଗର୍ଲଫ୍ରେଣ୍ଡଙ୍କ ଏକ ଫଟୋ ଏବେ ସୋସିଆଲ ମିଡିଆରେ ସେନ୍‌ସେଶନ ପାଲଟିଛି। ପ୍ରେମର ପ୍ରତୀକ କୁହାଯାଉଥିବା ତଥା ବିଶ୍ୱ ପ୍ରସିଦ୍ଧ ତାଜମହଲ ସହ ବେଜୋସ୍‌ ଓ ତାଙ୍କ ଗର୍ଲଫ୍ରେଣ୍ଡଙ୍କ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ସୂଚନା ମୁତାବକ, ୫୬ ବର୍ଷୀୟ ବେଜୋସ୍‌ ତାଙ୍କ ଗର୍ଲଫେଣ୍ଡ ଲୋରେନ୍‌ ସାଞ୍ଚେଜଙ୍କ ସହ ଜାନୁୟାରୀ ୧୫ରେ ଭାରତ ଗସ୍ତରେ ଆସିଥିଲେ। ମଙ୍ଗଳବାର ବେଜୋସ୍‌ ଏକ ସ୍ବତନ୍ତ୍ର ବିମାନରେ କାଶୀରୁ ଆଗ୍ରାକୁ ଯାଇଥିଲେ। ଆଗ୍ରାରେ ପହଞ୍ଚିବା ପରେ ସେମାନେ ତାଜମହଲ ପରିଦର୍ଶନ କରି ତା’ର ସୌନ୍ଦର୍ଯ୍ୟ ଉପଭୋଗ କରିଥିଲେ। ଏହାର ମନୋରମ ଦୃଶ୍ୟକୁ ତୋଳି ଧରିବା ପାଇଁ ସେମାନେ ତାଜମହଲ ସାମ୍ନାରେ କେତେଗୁଡିଏ ଫଟୋ ଉଠାଇଥିଲେ। ଏହି ଫଟୋରେ ବେଜୋସ୍‌ ଓ ଲୋରେନ୍‌ ବେଶ୍‌ ଆକର୍ଷଣୀୟ ଦେଖାଯାଉଥିବା ବେଳେ ଏହା ଏବେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଆରମ୍ଭ ହେଲା SIR କାର୍ଯ୍ୟକ୍ରମ, ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲକ୍ଷ୍ୟରେ…

ବରଗଡ଼,୩୦ା୫(ପ୍ରେମାନନ୍ଦ ଖମାରୀ): ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁସାରେ ଓଡ଼ିଶାର ସମସ୍ତ ଯୋଗ୍ୟ ଭୋଟରଙ୍କ ନାମକୁ ଭୋଟର ତାଲିକାରେ ସାମିଲ କରିବା ଏବଂ ଅଯୋଗ୍ୟ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ…

କାଳବୈଶାଖୀରେ ଚଉମୁହାଣି ଫେରିଘାଟ ଦିଗହରା: ଚାଳକଙ୍କ ସାହସିକତା ଯୋଗୁ ଯାତ୍ରୀ…

ମହାକାଳପଡ଼ା,୩୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବରକନ୍ଧା ପଞ୍ଚାୟତ ସଂଲଗ୍ନ ମହାନଦୀ ଅପର ପାର୍ଶ୍ୱରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ଝଡ଼ ପଶ୍ଚିମ ଉତ୍ତର…

ପ୍ରଧାନମନ୍ତ୍ରୀଙ୍କ ପରାମର୍ଶକୁ ଜିଲା ପ୍ରଶାସନର ଗୁରୁତ୍ୱ, ବିଭିନ୍ନ ପ୍ରକଳ୍ପର କାର୍ଯ୍ୟ ତ୍ୱରାନ୍ବିତ କରିବା ନେଇ ବିଡିଓଙ୍କୁ…

ଦାରିଙ୍ଗବାଡ଼ି,୩୦ା୫(ଅରୁଣ ସାହୁ): ମଧ୍ୟପ୍ରାଚୀ ଯୁଦ୍ଧ ପାଇଁ ଦେଶରେ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ ଭଳି ଅତ୍ୟାବଶ୍ୟକୀୟ ସାମଗ୍ରୀର ଘୋର ଅଭାବ ଦେଖାଯାଇଛି। ଏହି ସଙ୍କଟ ଆଗକୁ…

SIRର ଲକ୍ଷ୍ୟ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତ: ପ୍ରତି ଘରକୁ ୩ ଥର ଯିବେ ବିଏଲଓ

ଭଞ୍ଜନଗର,୩୦।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସଆଇଆର ଉପରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ଏନେଇ ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରୁ ଶନିବାର ଏକ…

ରାଜପଥରୁ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ:ମାଡ଼ିବସିଲା ପୋଲିସ

ଧର୍ମଶାଳା,୩୦।୫(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ସାରୋଇ ନିକଟରେ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରୁଥିବାବେଳେ ଲୋକଙ୍କ ସହଯୋଗରେ ଲୁଟେରାକୁ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

କକ୍ରୋଚ ଜନତା ପାର୍ଟିକୁ ନେଇ ଆସିଲା RSSର ପ୍ରଥମ ପ୍ରତିକ୍ରିୟା: ‘ଜେନ Z’ ଆଶାବାଦୀ..

ନାଗପୁର,୩୦।୫: ‘କକ୍ରୋଚ ଜନତା ପାର୍ଟି’ ସମ୍ପର୍କରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। ଭାରତୀୟ ଗଣତନ୍ତ୍ର ସମସ୍ତ ସ୍ବର ଏବଂ ଭାବନାକୁ ଗ୍ରହଣ…

ଖୋଲିବ ହର୍ମୁଜ ପ୍ରଣାଳୀର ତାଲା! ଦ୍ରୁତ ଗତିରେ ଚାଲିବ ଭାରତୀୟ ଜାହାଜ, ଖୁସିରେ ସର୍ବନିମ୍ନ ସ୍ତରକୁ ଖସିଲା…

ନୂଆଦିଲ୍ଲୀ,୩୦।୫: ଖୁସି ଖବର! ଇନ୍ଧନ ସଙ୍କଟ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି। ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିଚୁକ୍ତିର ସମ୍ଭାବନା ଦ୍ରୁତ ଗତିରେ ବୃଦ୍ଧି ପାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri