Posted inଜାତୀୟ

ତାତି ସହି ନ ପାରି କେରଳ ଏକ୍ସପ୍ରେସ୍‌ରେ ୪ ଯାତ୍ରୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୧୧।୬: ଦିଲ୍ଲୀରୁ ଝାନ୍‌ସୀ ଯାଉଥିବା କେରଳ ଏକ୍ସପ୍ରେସ୍‌ରେ ଅଭାବନୀୟ ଘଟଣା ଘଟିଛି। ପ୍ରବଳ ତାତି ସହି ନ ପାରି ଏଥିରେ ଯାତ୍ରା କରୁଥିବା ୪ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଆଗ୍ରାରୁ କୋଇମ୍ବାଟୁର ଯାଉଥିବା ୬୮ ଜଣିଆ ଏକ ଦଳରେ ମୃତ ଯାତ୍ରୀମାନେ ଯାତ୍ରା କରୁଥିଲେ। ୧୦ ଦିନ ତଳେ ଏହି ଦଳ ବାରାଣସୀ ଏବଂ ଆଗ୍ରା ବୁଲିବା ପାଇଁ ବାହାରିଥିବା କୁହାଯାଉଛି। ମୃତ ଯାତ୍ରୀଙ୍କ ମୃତଦେହକୁ ଝାନ୍‌ସୀଠାରେ ବାହାର କରାଯାଇଛି। ମୃତକଙ୍କ ମଧ୍ୟରୁ ୩ ଜଣ କୋନ୍ନୁର ଏବଂ ଜଣେ କୋଲମ୍ବାଟୁର ବାସିନ୍ଦା ରହିଛନ୍ତି। କୋଚ୍‌ ୮ ଏବଂ ୯ରେ ଯାତ୍ରୀମାନେ ଯାତ୍ରା କରୁଥିଲେ। ଖବର ପାଇ ଡାକ୍ତର ସେମାନଙ୍କ ସ୍ବାସ୍ଥ୍ୟ ଯାଞ୍ଚ୍‌ କରିବାକୁ ଆସିଥିଲେ। ତେବେ ସେମାନଙ୍କର ମୃତ୍ୟୁ ଘଟିଥିବା ଡାକ୍ତର ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟ ପହଞ୍ଚିଲେ ହେମନ୍ତ ସୋରେନ

ରାଞ୍ଚି,୬।୫: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗିରଫକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ କରିଥିବା ଆବେଦନକୁ କୋର୍ଟ ପ୍ରତ୍ୟାଖ୍ୟାନ କରିବା ପରେ...

ଆମେଠିରେ ରାହୁଲ-ପ୍ରିୟଙ୍କା ନିର୍ବାଚନ ନ ଲଢିବାକୁ ନେଇ କ’ଣ କହିଲେ ମାନେକା

ନୂଆଦିଲ୍ଲୀ,୬।୫: ମାନେକା ଗାନ୍ଧୀ ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଆମେଠି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନକରିବା ଉପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଥିଲେ ଯେ...

ଦିଲ୍ଲୀ ପରେ ଏବେ ଅହମଦାବାଦରେ ଭୟର ବାତାବରଣ, ସ୍କୁଲକୁ ବୋମାରେ ଉଡାଇ ଦେବାକୁ ଧମକ

ନୂଆଦିଲ୍ଲୀ,୬।୫: ଦିଲ୍ଲୀର ସ୍କୁଲଗୁଡିକ ଉପରେ ବୋମା ମାଡ଼ କରିବାକୁ ଧମକାଇବା ପରେ ଗୁଜୁରାଟର ଅହମଦାବାଦରେ ଆତଙ୍କ ଖେଳିଯାଇଛି। ଅହମଦାବାଦର କେତେକ ବିଦ୍ୟାଳୟକୁ ଧମକପୂର୍ଣ୍ଣ ଇମେଲ ଆସିଛି,...

“ପାକିସ୍ତାନ ଚୁଡ଼ି ପିନ୍ଧି ନାହିଁ”: ଫାରୁକ୍ ଅବଦୁଲ୍ଲାଙ୍କ ବିବାଦୀୟ ବୟାନ

ନୂଆଦିଲ୍ଲୀ,୬।୫: କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ମନ୍ତବ୍ୟକୁ ଜବାବ ଦେଇ ଜମ୍ମୁ କଶ୍ମୀରର ନ୍ୟାସନାଲ କନଫରେନ୍ସ ନେତା ଫାରୁକ୍ ଅବଦୁଲ୍ଲା ରବିବାର କହିଛନ୍ତି ଯେ...

ଦିଲ୍ଲୀରେ ବସିଥିବା ପ୍ରଭୁ ଜଗନ୍ନାଥଙ୍କ ପୁଅ ହିଁ ଏହି କାମ କରିବେ: ମୋଦି

ନୂଆଦିଲ୍ଲୀ/ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଓଡ଼ିଶାର ବ୍ରହ୍ମପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ବିରୋଧୀଙ୍କୁ କଡ଼ା ଆକ୍ଷେପ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର...

ବାହୁବଳି ନେତା ଧନଞ୍ଜୟଙ୍କ ସ୍ତ୍ରୀ ଶ୍ରୀକଳାଙ୍କ କଟିଲା ଟିକେଟ

ଜୈନପୁର,୬।୫: ଲୋକ ସଭା ନିର୍ବାଚନ ମଧ୍ୟରେ ଉତ୍ତରପ୍ରଦେଶରୁ ବଡ ଖବର ଆସିଛି। ବହୁଜନ ସମାଜବାଦୀ ପାର୍ଟି ଜୈନପୁର ଆସନରୁ ପ୍ରାର୍ଥୀ ହୋଇଥିବା ବାହୁବଳି ନେତା ଧନଞ୍ଜୟ...

ପ୍ରକାଶ ପାଇଲା ଆଇସିଏସ୍‌ଇ ଦଶମ, ଆଇଏସ୍‌ସି ଦ୍ୱାଦଶ ରେଜଲ୍ଟ

ନୂଆଦିଲ୍ଲୀ,୬।୫:କାଉନ୍‌ସିଲ୍‌ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏକ୍‌ଜାମିନେଶନ୍ସ (ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ଏବଂ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ ଆଜି ସିଆଇଏସ୍‌ସିଇ...

ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର: ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri