ତାମିଲ ଫିଲ୍ମରେ ଡେବ୍ୟୁ କରିବେ ଅମିତାଭ

ମୁମ୍ବାଇ: ବଲିଉଡ୍‌ର ଶେହେନ୍ସା ନିଜର ବ୍ୟକ୍ତିତ୍ୱ ଓ ନିଷ୍ଠାପର କାର୍ଯ୍ୟ ପାଇଁ ସବୁବେଳେ ଚର୍ଚ୍ଚାରେ ସାଉଁଟୁଥିବା ବେଳେ ପ୍ରଶଂସକ ମଧ୍ୟ ତାଙ୍କୁ ବେଶ୍‌ ପସନ୍ଦ କରନ୍ତି। ଫିଲ୍ମ ଜଗତରେ ଥିବା ଅମିତାଭ ବଚ୍ଚନଙ୍କ ଅବଦାନ ପାଇଁ ସେ ବହୁ ଗୁଡ଼ିଏ ପୁରସ୍କାରରେ ପୁରସ୍କୃତ ମଧ୍ୟ ହୋଇସାରିଛନ୍ତି। ମଙ୍ଗଳବାର ଅମିତାଭଙ୍କୁ ଭାରତର ସର୍ବୋଚ୍ଚ ଚଳଚ୍ଚିତ୍ର ସମ୍ମାନ ଦାଦା ସାହେବ ଫାଲକେ ସମ୍ମାନରେ ସମ୍ମାନିତ କରାଯିବ ବୋଲି ଘୋଷଣା କରାଯାଇଛି। ତେବେ ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହୁଥିବା ୭୬ବର୍ଷୀୟ ବିଗ ବି ଶିଖିବା କ୍ଷେତ୍ରରେ ହେଉ ବା କୌଣସି କାର୍ଯ୍ୟର ଆରମ୍ଭ, ଏଥିପାଇଁ କୌଣସି ବୟସ ତାରତମ୍ୟ ନ ଥାଏ ବୋଲି ସୂଚାଇ ଦେଇଛନ୍ତି। ଏହି ବୟସରେ ମଧ୍ୟ ବିଗ ବି ତାମିଲ ଫିଲ୍ମରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଫିଲ୍ମ ‘ସଇ ରା ନରସିମ୍‌ହା ରେଡ୍ଡୀ’ ଜରିଆରେ ଅମିତାଭ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହି ଫିଲ୍ମରେ ଅମିତାଭ ବଚ୍ଚନ ଓ ତାମିଲ ଷ୍ଟାର ଚିରଞ୍ଜିବ ନଜର ଆସିବେ। ଅମିତାଭ ଗୁରୁ ଓ ଚିରଞ୍ଜିବ ଶିଷ୍ୟ ଚରିତ୍ରରେ ନଜର ଆସିବେ। ପୂର୍ବରୁ ଏହି ଫିଲ୍ମର ଟ୍ରେଲର ରିଲିଜ୍‌ ହୋଇସାରିଛି। ଯୋଦ୍ଧା ଓୟାଲାଓ୍ବାଦା ନରସିମ୍‌ହା ରେଡ୍ଡୀଙ୍କ ଜୀବନି ଉପରେ ଆଧାରିତ ହୋଇଥିବା ଏହି ଫିଲ୍ମ ଅକ୍ଟୋବର ୨ରେ ପରଦାକୁ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri