Posted inଜାତୀୟ

ତାମିଲନାଡୁର ୬ ରାଜ୍ୟ ସଭା ଆସନ: ଜୁଲାଇ ୧୮ରେ ନିର୍ବାଚନ

ନୂଆଦିଲ୍ଲୀ,୨୬ା୬(ପି.ଟି.): ତାମିଲନାଡୁର ୬ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ଆସନ୍ତା ୧୮ ତାରିଖରେ ଅନୁଷ୍ଠିତ ହେବ। ଏଥିଲାଗି ଜୁଲାଇ ୧ରେ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ମଙ୍ଗଳବାର ନିର୍ବାଚନ କମିଶନ (ଇସି)ଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଜୁଲାଇ ୨୪ରେ ତାମିଲନାଡ଼ୁର ୬ ରାଜ୍ୟ ସଭା ସଦସ୍ୟଙ୍କ କାର୍ଯ୍ୟକାଳ ଶେଷ ହେବ। ଡିଏମ୍‌କେ ନେତ୍ରୀ କାନିମୋଝି ନିକଟରେ ଅନୁଷ୍ଠିତ ଲୋକ ସଭା ନିର୍ବାଚନରେ ବିଜୟୀ ହୋଇଥିବାରୁ ଉଚ୍ଚ ସଦନରୁ ଇସ୍ତଫା ଦେଇଛନ୍ତି। ସେହିପରି ସିପିଆଇର ଡି. ରାଜାଙ୍କ ସମେତ ଏଆଇଏଡିଏମ୍‌କେର ଆର୍‌. ଲକ୍ଷ୍ମଣନ୍‌, କେ.ଆର୍‌. ଅଜୁର୍ନନ୍‌, ଭି. ମୈତ୍ରେୟନ୍‌ ଏବଂ ଟି. ରଥିନାଭେଲ୍‌ଙ୍କ ଆସନ ମଧ୍ୟ ଖାଲି ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ପରେ ଏବେ ଅହମଦାବାଦରେ ଭୟର ବାତାବରଣ, ସ୍କୁଲକୁ ବୋମାରେ ଉଡାଇ ଦେବାକୁ ଧମକ

ନୂଆଦିଲ୍ଲୀ,୬।୫: ଦିଲ୍ଲୀର ସ୍କୁଲଗୁଡିକ ଉପରେ ବୋମା ମାଡ଼ କରିବାକୁ ଧମକାଇବା ପରେ ଗୁଜୁରାଟର ଅହମଦାବାଦରେ ଆତଙ୍କ ଖେଳିଯାଇଛି। ଅହମଦାବାଦର କେତେକ ବିଦ୍ୟାଳୟକୁ ଧମକପୂର୍ଣ୍ଣ ଇମେଲ ଆସିଛି,...

“ପାକିସ୍ତାନ ଚୁଡ଼ି ପିନ୍ଧି ନାହିଁ”: ଫାରୁକ୍ ଅବଦୁଲ୍ଲାଙ୍କ ବିବାଦୀୟ ବୟାନ

ନୂଆଦିଲ୍ଲୀ,୬।୫: କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ମନ୍ତବ୍ୟକୁ ଜବାବ ଦେଇ ଜମ୍ମୁ କଶ୍ମୀରର ନ୍ୟାସନାଲ କନଫରେନ୍ସ ନେତା ଫାରୁକ୍ ଅବଦୁଲ୍ଲା ରବିବାର କହିଛନ୍ତି ଯେ...

ଦିଲ୍ଲୀରେ ବସିଥିବା ପ୍ରଭୁ ଜଗନ୍ନାଥଙ୍କ ପୁଅ ହିଁ ଏହି କାମ କରିବେ: ମୋଦି

ନୂଆଦିଲ୍ଲୀ/ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଓଡ଼ିଶାର ବ୍ରହ୍ମପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ବିରୋଧୀଙ୍କୁ କଡ଼ା ଆକ୍ଷେପ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର...

ବାହୁବଳି ନେତା ଧନଞ୍ଜୟଙ୍କ ସ୍ତ୍ରୀ ଶ୍ରୀକଳାଙ୍କ କଟିଲା ଟିକେଟ

ଜୈନପୁର,୬।୫: ଲୋକ ସଭା ନିର୍ବାଚନ ମଧ୍ୟରେ ଉତ୍ତରପ୍ରଦେଶରୁ ବଡ ଖବର ଆସିଛି। ବହୁଜନ ସମାଜବାଦୀ ପାର୍ଟି ଜୈନପୁର ଆସନରୁ ପ୍ରାର୍ଥୀ ହୋଇଥିବା ବାହୁବଳି ନେତା ଧନଞ୍ଜୟ...

ପ୍ରକାଶ ପାଇଲା ଆଇସିଏସ୍‌ଇ ଦଶମ, ଆଇଏସ୍‌ସି ଦ୍ୱାଦଶ ରେଜଲ୍ଟ

ନୂଆଦିଲ୍ଲୀ,୬।୫:କାଉନ୍‌ସିଲ୍‌ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏକ୍‌ଜାମିନେଶନ୍ସ (ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ଏବଂ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ ଆଜି ସିଆଇଏସ୍‌ସିଇ...

ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର: ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

ବ୍ରହ୍ମପୁରରେ ପହଞ୍ଚିଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରରେ ପହଞ୍ଚିଛନ୍ତି। ଏଠାରେ କନିଷି ନିର୍ବାଚନୀ ସଭାରେ ଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri