ତାରାତାରିଣୀ ପୀଠରେ ଭୋକିଲା ମାଙ୍କଡ଼ଙ୍କୁ ଖାଇବାକୁ ଦେଲେ ବିଡିଓ

ପୁରୁଷୋତ୍ତମପୁର,୨୦ା୪(ଡି.ଏନ୍‌.ଏ.) : ମାରାତ୍ମକ କରୋନାକୁ ନେଇ ଲକ୍‌ଡାଉନ୍‌ ଜାରି ରହିଥିବାରୁ ଗଞ୍ଜାମ ଜିଲା ପ୍ରସିଦ୍ଧ ତାରା ତାରିଣୀଙ୍କ ପୀଠକୁ କେହି ଭକ୍ତ ଆସୁ ନାହାନ୍ତିି କିମ୍ବା କୌଣସି ଦୋକାନ ବଜାର ଖୋଲୁନାହିଁ। ଫଳରେ ଏଠାରେ ଥିବା ମାଙ୍କଡ଼ମାନେ ଦୀର୍ଘ ଏକମାସ ହେଲା ଭୋକିଲା ରହିଛନ୍ତି। ସୋମବାର ବିଡିଓ ସୀମାଞ୍ଚଳ ମହାନ୍ତି ଏହି ଭୋକିଲା ମାଙ୍କଡ଼ଙ୍କୁ ବୁଟ ଓ ବିଭିନ୍ନ ଫଳ ଖାଇବାକୁ ଦେଉଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ବେଳାଭୂମି ଅବକ୍ଷୟ ରୋକିବାକୁ ଦାବିପତ୍ର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ ଠାରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗଞ୍ଜାମ ଜିଲାପାଳ ଭି…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri