ତାରାତାରିଣୀ ମନ୍ଦିର ପ୍ରଶାସନ, ସେବାୟତଙ୍କ ଖବରଦାତା ସମ୍ମିଳନୀ: ଦକ୍ଷିଣା ଲାଗି ଖଣ୍ଡାରେ ହାଣିବା ଅଭିଯୋଗ ମିଥ୍ୟା

ପୁରୁଷୋତ୍ତମପୁର,୧୪।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦକ୍ଷିଣା ଲାଗି ଭକ୍ତଙ୍କୁ ସେବାୟତ ଖଣ୍ଡାରେ ହାଣି ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ଶୁକ୍ରବାର ମନ୍ଦିର ପ୍ରଶାସନ ଓ ସେବାୟତମାନଙ୍କ ପକ୍ଷରୁ ମନ୍ଦିର କାର୍ଯ୍ୟାଳୟ ପରିସରରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଏଥିରେ ମନ୍ଦିର ନିର୍ବାହୀ ଅଧିକାରୀ ଟି. କେ. ରେଡ୍ଡି ଓ ସେବାୟତ ସଂଘ ସଭାପତି ତପନ କୁମାର ରଣା, ବାପୁଜୀ ରଣାଙ୍କ ସମେତ ବହୁ ସେବାୟତ ଯୋଗଦେଇ ମନ୍ଦିର ପରିସରରେ ଘଟିଥିବା ଅଭାବନୀୟ ଘଟଣା ଲାଗି ଦୁଃଖ ପ୍ରକାଶ କରିବା ସହ ନିନ୍ଦା କରିଛନ୍ତି। ମାତ୍ର ଦକ୍ଷିଣା ଲାଗି ଯେଉଁ ଅଭିଯୋଗ ଉଠିଛି ତାହାକୁ ଅସ୍ବୀକାର କରି ସମ୍ପୂର୍ଣ୍ଣ ମିଥ୍ୟା ବୋଲି ସେମାନେ କହିଛନ୍ତି । ଦକ୍ଷିଣା ଲାଗି ଏଭଳି କାଣ୍ଡ ଘଟିନାହିଁ । ଅନ୍ୟ କୌଣସି କାରଣକୁ ନେଇ ଏହା ଘଟିଛି ବୋଲି କହିବା ସହ ପୋଲିସ ଦ୍ୱାରା ଗିରଫ ହୋଇଥିବା ୩ ସେବାୟତ ଉକ୍ତ ଦିନ ଅଭିଯୋଗକାରୀ ଭକ୍ତଙ୍କ ଗାଡ଼ି ପୂଜା କରିନାହାନ୍ତି । ଏହି ଘଟଣା କେଉଁ କାରଣରୁ ଘଟିଲା ତାହା ପୋଲିସ ତଦନ୍ତ ପରେ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ନୂଆ କ୍ରିକେଟ୍‌ ବିସ୍ମୟ ତନ୍ମୟ: ଗୋଟିଏ ଟେଷ୍ଟରେ ୧୪ ଉଇକେଟ ନେଇ ରଚିଲେ ଇତିହାସ

ଅହମ୍ମଦାବାଦ,୯।୧୦: କ୍ରିକେଟ ପଡ଼ିଆରେ ଭାରତୀୟ ଯୁବ ସ୍ପିନର ତନ୍ମୟ ବଲୋଦାଙ୍କ କମାଲ। ଅଷ୍ଟ୍ରେଲିଆର ଅଣ୍ଡର-୧୯ ଦଳ ବିପକ୍ଷରେ ଦ୍ୱିତୀୟ ଅନୌପଚାରିକ ଟେଷ୍ଟ ମ୍ୟାଚ୍‌ରେ ନିଜର ଘାତକ ବୋଲିଂରେ…

ଇତିହାସ ବଦଳାଇବେ ଅଭିଷେକ ଶର୍ମା: କରିବେ ଏହି ବଡ଼ ବିଶ୍ୱ ରେକର୍ଡ

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଟି-୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚ ଆଜି ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଖେଳାଯିବ। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ବିସ୍ଫୋରକ…

ମନ୍ତ୍ରୀ କରିଡର ଖାଁ ଖାଁ: ତୃତୀୟ ମହଲା ଚଳଚଞ୍ଚଳ

ଭୁବନେଶ୍ୱର, ୯ା୧୦(ରବିନାରାୟଣ ଜେନା):ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଆହୂତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ବେଳେ ପୂର୍ବାହ୍ନରେ ଲୋକସେବା ଭବନରେ ତୃତୀୟ ମହଲା ଚଳଚଞ୍ଚଳ ରହିିଥିଲା। ମାତ୍ର ଖାରବେଳ…

ସାହିତ୍ୟ ପାଇଁ କାନାଡା କବି ଆନେ କାର୍ସନଙ୍କୁ ନୋବେଲ ପୁରସ୍କାର

ଷ୍ଟକ୍‌ହୋମ,୯।୧୦(ଏ.ପି.): କାନାଡାର ପ୍ରସିଦ୍ଧ କବି ତଥା ପ୍ରାବନ୍ଧିକା ଆନେ କାର୍ସନଙ୍କୁ ୨୦୨୬ ମସିହାର ସାହିତ୍ୟ (ଲିଟରେଚର) ନୋବେଲ ପୁରସ୍କାର ପ୍ରଦାନ କରାଯିବ। ପ୍ରାଚୀନ ପରମ୍ପରା ସହ ସମକାଳୀନ…

IPL 2027 ପୂର୍ବରୁ ରିଷଭ ପନ୍ତଙ୍କୁ ବଡ଼ ଝଟ୍‌କା, ଦିଲ୍ଲୀ କ୍ୟାପିଟାଲ୍ସରେ ମିଳିବନି ଏହି ଦାୟିତ୍ୱ!

ନୂଆଦିଲ୍ଲୀ,୯।୧୦: ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିବା ପରେ ରିଷଭ ପନ୍ତଙ୍କ ବ୍ୟାଟିଂ ପୋଜିସନକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। IPL 2027ରେ ପନ୍ତଙ୍କୁ ଟପ୍ ଅର୍ଡରରେ ବ୍ୟାଟିଂ…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?