ତାଲା ପଡ଼ିଛି ସେଲୁନ, ପରିବାର ପୋଷଣ ଚିନ୍ତାରେ ଦୋକାନୀ

ଲାଠୋର, ୨୦।୪ ((ଡି.ଏନ.ଏ.): ସାରା ଦେଶରେ ଲକଡାଉନ ଘୋଷଣା ଜାରି ରହିଛି। ଏଣୁ ଗରିବ ପରିବାର ନିଜର ଜୀବିକା ହରାଇ ଘରେ ବସିଛନ୍ତି। ପରିବାର ପୋଷିବାକୁ ସମସ୍ତେ ଚିନ୍ତାରେ। ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍‌ ଲାଠୋରରେ ସେଲୁନ କରି ଜୀବିକା ନିର୍ବାହ କରୁଥିବା ଦୋକାନୀମାନେ ମଧ୍ୟ ପରିବାର ଚଳାଇବା ଚିନ୍ତାରେ ପଡ଼ିଛନ୍ତି। ଲାଠୋରରେ ୧୨ଟି ସେଲୁନ ଦେକାନ ରହିଛି। ହେଲେ କରୋନାର ଭୟବହତା ଯୋଗୁ ସମସ୍ତ ଦୋକାନ ବଜାର ବନ୍ଦ ରହିଥିବାରୁ ସେଲୁନ ଦୋକାନ ମଧ୍ୟ ମଧ୍ୟ ବନ୍ଦ ରହିଛି। ଏଣୁ ଏମାନଙ୍କ ରୋଜଗାର ସଂପୂର୍ଣ୍ଣ ରୂପେ ବନ୍ଦ ହୋଇଯାଇଛି। ସେଲୁନ କରିଥିବା ଭକ୍ତ ବାରିକ, ବରୁଣ ବାରିକ, ଦେବରାଜ ବାରିକ, ପ୍ରକାଶ ବାରିକ, ଉଦେରାମ ପସାୟତ, ବନମାଳି ବାରିକ ପ୍ରମୁଖ କହିଛନ୍ତି ସେ ସରକାର ସମସ୍ତଙ୍କୁ ସହାୟତା ଦେଉଛନ୍ତି। ହେଲେ ସେଲୁନ କରିଥିବା ଦୋକାନୀ ସରକାରଙ୍କ ନଜରକୁ ଆସି ପାରୁ ନାହାନ୍ତି। ଏଣୁ ସେମାନଙ୍କ ଲାଗି ମଧ୍ୟ ସହାୟତା ଦିଆଯାଉ ବୋଲି ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧା ଦାମ୍‌ରେ ମିଳିବ ପେଟ୍ରୋଲ-ଡିଜେଲ୍‌: ବଡ଼ ଘୋଷଣା କଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୯: ଇରାନ ସହିତ ଉତ୍ତେଜନା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ କରିବାକୁ…

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ଷ୍ଟିଲ ପ୍ଲାଣ୍ଟ ନୁହେଁ, ଜାହଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri