ତାଳଚେର ପୁସ୍ତକ ମେଳା ଉଦ୍‌ଘାଟିତ

ତାଳଚେର,୨୪ା୧(ନି.ପ୍ର.)

ପୁସ୍ତକ ବନ୍ଧୁ ଭାବେ କାର୍ଯ୍ୟ କରେ। ତାହାର ବିକଳ୍ପ ନାହିଁ। ପୁସ୍ତକ ଜ୍ଞାନ ବିକାଶ ଓ ରୋଜଗାରର ମାଧ୍ୟମ ହେବା ଆବଶ୍ୟକ ବୋଲି ହାଟତୋଟା ପ୍ରଜାମଣ୍ଡଳ ଭବନ ପରିସରରେ ୧୭ତମ ତାଳଚେର ପୁସ୍ତକ ମେଳାର ଉଦ୍‌ଘାଟନ ଅବସରରେ ଅତିଥିମାନେ ମତବ୍ୟକ୍ତ କରିଛନ୍ତି।
ତାଳଚେର ଉପଜିଲାପାଳ ତଥା ପୁସ୍ତକ ମେଳା କମିଟି ସଭାପତି ପରେଶ ଚନ୍ଦ୍ର ନାୟକ ଏଥିରେ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟଅତିଥି ଭାବେ ଢେଙ୍କାନାଳ ଏମ୍‌ପି ମହେଶ ସାହୁ ଯୋଗଦେଇ ଅନ୍ୟଭାଷା ସହିତ ନିଜ ମାତୃଭାଷାକୁ ଭଲ ପାଇବାକୁ ପରାମର୍ଶ ଦେଇଥିଲେ। ସମ୍ମାନିତ ଅତିଥିଭାବେ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ଯୋଗଦେଇ ଭାଷାକୁ ବଞ୍ଚାଇବାକୁ ହେଲେ ପୁସ୍ତକକୁ ଆପଣାର କରିବାର ଅଛି ବୋଲି ପ୍ରକାଶ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଟିଟିପିଏସ୍‌ ଏଜିଏମ ଆଲିୟସ ଟପ୍ନୋ, ଗ୍ରୁପ୍‌ ଜେନେରାଲ ମ୍ୟାନେଜର ଦେବେନ୍ଦ୍ର ନାଥ ତିୱାରୀ, ସାହିତି୍ୟକ ଡ. ସୁବୋଧ କୁମାର ପୃଷ୍ଟି ପ୍ରମୁଖ ଯୋଗଦେଇ ଉଦ୍‌ବୋଧନ ଦେଇଥିଲେ। ଯୁ୍‌ଗ୍ମ ସାଧାରଣ ସମ୍ପାଦକ ବିରଜା ମିଶ୍ର ବିବରଣୀ ପାଠ କରିଥିଲେ। ଉପସଭାପତି ଦୀପକ କୁମାର ପ୍ରଧାନ ମଞ୍ଚ ସଂଯୋଜନା, କେଶବ ଭୂତିଆ ଧନ୍ୟବାଦ ପ୍ରଦାନ କରିଥିଲେ। ଉପସଭାପତି ପୂର୍ଣ୍ଣଚନ୍ଦ୍ର ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ। ଏଥିରେ ୮୦ଟି ଷ୍ଟଲ ଖୋଲା ଯାଇଥିବା କମିଟି ସୂତ୍ରରୁ ଜଣାପଡିଛି। ଆଗାମୀ ୩୦ ତାରିଖ ପର୍ଯ୍ୟନ୍ତ ଏହି ପୁସ୍ତକମେଳା ଚାଲିବ ବୋଲି ଆୟୋଜକଙ୍କ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟକୁ ନେଇ ରାଗିଗଲେ ଆଉଟସୋର୍ସିଂ କର୍ମଚାରୀ, ଦେଲେ ଆନ୍ଦୋଳନ ଧମକ

ଭୁବନେଶ୍ୱର,୧୧।୧୨: ଓଡ଼ିଶାର ଆଉଟସୋର୍ସିଂ କର୍ମଚାରୀମାନେ ତଥ୍ୟ ଗୋପନୀୟତା ଭଙ୍ଗ ହେବାର ଆଶଙ୍କା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦେଇଥିବା ମନ୍ତବ୍ୟକୁ ତୀବ୍ର ବିରୋଧ କରିଛନ୍ତି।...

ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ କଡ଼ା ଚେତାବନୀ: ସମୟ ଅଛି ଜମି ଫେରାଅ ନଚେତ୍‌…

ଭୁବନେଶ୍ୱର,୧୧ା୧୨: ପ୍ରଭାବଶାଳୀ ଜମି ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସମୟ ଅଛି ଜମି ଫେରାଅ, ନ ହେଲେ...

ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ

ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ...

ପୂର୍ବ ସରକାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଟାର୍ଗେଟ୍‌, କହିଲେ ଯେଉଁ ଅଧିକାରୀଙ୍କ କାର୍ଯ୍ୟକାଳ ସରୁଥିଲା ତାଙ୍କୁ…

ଭୁବନେଶ୍ୱର,୧୧ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଆୟୋଜିତ ହୋଇଥିବା ନିଯୁକ୍ତି ମେଳାରେ ପୂର୍ବ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। ମୁଖ୍ୟମନ୍ତ୍ରୀ ସମାଲୋଚନା କରି କହିଛନ୍ତି,...

ଶୋଇଥିଲେ ମହିଳା, ଘରେ ପଶି ଦଳିଦେଲା ହାତୀ

ବଲାଙ୍ଗୀର,୧୧ା୧୨(ସୁନିଲ କୁମାର ମହାନ୍ତି): ବଙ୍ଗୋମୁଣ୍ଡା ରେଞ୍ଜ ତୁରେକେଲା ଥାନା ଅନ୍ତର୍ଗତ ସାନବାଙ୍କୀ ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା଼ଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ...

କଂଗ୍ରେସ ଛାଡି ନୂଆ ଦଳ ଗଠନ କରିବେ ମୋକିମ! ମୁହଁ ଖୋଲିଲେ ସୁର, କହିଲେ…

ଭୁବନେଶ୍ୱର,୧୧।୧୨: ମୋକିମଙ୍କ ଚିଠି ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ। ସୁର କହିଛନ୍ତି, ମୋକିମ ଏପରି କରି ଝିଅ କ୍ୟାରିୟରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri