ବିଧାୟକଙ୍କ ଗାଡ଼ି ପୋଡ଼ି ଘଟଣା: ୨ ଅଭିଯୁକ୍ତ କୋର୍ଟ ଚାଲାଣ

ତାଳଚେର,୧୫।୧୨(ନି.ପ୍ର.): ତାଳଚେର ବିଧାୟକଙ୍କ ଗାଡ଼ି ପୋଡି ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ରବିବାର ସକାଳେ କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ ଯୁବ ସମାଜସେବୀ ସଂଗଠନର ଦୁଇ ପ୍ରମୁଖ କର୍ମକର୍ତ୍ତା। ଗତ ୮ ତାରିଖରେ ବିଧାୟକଙ୍କ ଭରତପୁରସ୍ଥିତ କ୍ୟାମ୍ପ୍‌ ଅଫିସରେ ବିଳମ୍ବିତ ରାତିରେ ଅଭିଯୁକ୍ତ ଦ୍ୱୟ ନିଆଁ ଲଗାଇ ଦେଇଥିଲେ। ଏଥିରେ ବିଧାୟକଙ୍କ ଗାଡ଼ି ସହ ବିଜୁ ଯୁବ ବାହିନୀର ଆମ୍ବୁଲାନ୍ସରେ ମଧ୍ୟ ନିଆଁ ଲାଗି ଯାଇଥିଲା। ବିଧାୟକଙ୍କ ଗାଡ଼ିଟି ସମ୍ପୂର୍ଣ୍ଣ ଓ ଆମ୍ବୁଲାନ୍ସଟି ଆଂଶିକ ପୋଡ଼ି ଯାଇଥିଲା। ଏନେଇ ବିକ୍ରମପୁର ଥାନାରେ ୧୪୨/୧୯ରେ ମକଦ୍ଦମା ରୁଜୁ କରାଯାଇ ଏକ ସ୍ବତନ୍ତ୍ର ଟିମ୍‌ ଏହାର ତଦନ୍ତ ଓ ଅନୁସନ୍ଧାନ ଜାରି ରଖିଥିଲା। ତେବେ ଶନିବାର ରାତିରେ ପୋଲିସ ତାଳଚେର ଅଞ୍ଚଳରୁ ଉଭୟଙ୍କୁ ଗିରଫ କରିଥିବା ବେଳେ ରବିବାର କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?