ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୫ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୩୭୫୨ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ବ୍ରଜକିଶୋର ମୋଟ୍ ୧୦୮୮୩ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପାର କାଳନ୍ଦୀ ସାମଲ ୭୧୩୧ ଖଣ୍ଡ ଭୋଟ ପାଇଛନ୍ତି।
ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୫ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୩୭୫୨ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ବ୍ରଜକିଶୋର ମୋଟ୍ ୧୦୮୮୩ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପାର କାଳନ୍ଦୀ ସାମଲ ୭୧୩୧ ଖଣ୍ଡ ଭୋଟ ପାଇଛନ୍ତି।
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…