Posted inଜାତୀୟ

ତିନି ତଲାକ୍‌ ନେଇ ଏନ୍‌ଡିଏ ମେଣ୍ଟରେ ଫାଟ: ଜେଡିୟୁ କରିବ ବିରୋଧ

ନୂଆଦିଲ୍ଲୀ,୨୫।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଲୋକ ସଭାରେ ଗୁରୁବାର ତିନି ତଲାକ୍‌ ବିଲ୍‌ ପୁଣି ଥରେ ଆଗତ କରାଯିବାର ଯୋଜନା କରାଯାଇଛି। ତେବେ ଏହାକୁ ନେଇ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ମେଣ୍ଟରେ ଫାଟ ସୃଷ୍ଟି ହୋଇଛି। ଏହାକୁ ନୀତୀଶ କୁମାରଙ୍କ ଜେଡିୟୁ ବିରୋଧ କରିବ ବୋଲି ପୂର୍ବରୁ କହିସାରିଛି। ଏହି ବିଲ୍‌ ପାସ୍‌ ହେଲେ ତିନି ତଲାକ୍‌ ଅପରାଧ ଭାବେ ପରିଗଣିତ ହେବ। ଯାହାଦ୍ୱାରା ପୀଡ଼ିତ ମହିଳାଙ୍କ ଅବସ୍ଥା ଅଧିକ ଶୋଚନୀୟ ହେବ ବୋଲି ଜେଡିୟୁ କହିଛି। ତେବେ ବିଭିନ୍ନ ରାଜନୈତିକ ଦଳ ଆଲୋଚନା କରାଯିବା ସହିତ ଏନେଇ ସାଧାରଣ ଲୋକଙ୍କ ମତାମତ ନେବାର ଆବଶ୍ୟକତା ଉପରେ ଜେଡିୟୁ ଜୋର୍‌ ଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ଦ୍ୱନ୍ଦ୍ୱରେ ପଡିଲେ ଚାଇନା- ପାକିସ୍ତାନ

ନୂଆଦିଲ୍ଲୀ,୧୧।୪: ଆଧୁନିକ ଯୁଦ୍ଧରେ ଗୁପ୍ତ ପ୍ଲାଟଫର୍ମର ଗୁରୁତ୍ୱ ବହୁତ ବୃଦ୍ଧି ପାଇଛି। ଉନ୍ନତ ରାଡାର ସିଷ୍ଟମ ମଧ୍ୟ ଯୁଦ୍ଧ ଖେଳରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି। ଗୁପ୍ତ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri