ତିନିକୋଶିଆ ଜଙ୍ଗଲରୁ ପୁଣି ମୃତଦେହ ଉଦ୍ଧାର: ଲୋକେ ଭୟଭୀତ, ପୋଲିସର ତଦନ୍ତ ଆରମ୍ଭ

ସଜନାଗଡ଼,୨।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ସଜନାଗଡ଼ ପଞ୍ଚାୟତ ପିଡବ୍ଲ୍ୟୁ ୧୯ନଂ. ରାଜ୍ୟ ରାଜପଥ ପାର୍ଶ୍ୱ ତିନିକୋଶିଆ ଜଙ୍ଗଲରୁ ରବିବାର ପୂର୍ବାହ୍ନରେ ପୁଣି ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ ଯୁବକ ହେଲେ ମୟୂରଭଞ୍ଜ ଜିଲା କପ୍ତିପଦା ଅଞ୍ଚଳର ନିରଞ୍ଜନ ଦେହୁରୀଙ୍କ ପୁଅ ଉତ୍ତମ (୨୫)।
ସୂଚନାଯୋଗ୍ୟ, ସକାଳେ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ରାସ୍ତାପାର୍ଶ୍ୱରୁ ଏକ ବାଇକ୍‌, ମୋବାଇଲ୍‌, ଆଧାର କାର୍ଡ ଜବତ କରିଛି। ଗତ ୨୬ ତାରିଖରେ ମଧ୍ୟ ଉକ୍ତ ଜଙ୍ଗଲରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଥିଲା। ଯାହାର ତଥ୍ୟ ଏଯାବତ୍‌ ସାମ୍ନାକୁ ଆସି ନ ଥିବା ବେଳେ ପୁଣି ଏକ ମୃତଦେହ ଉଦ୍ଧାର ଉକ୍ତ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନ୍ସପେକ୍ଟର, ୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ

ସୁନ୍ଦରଗଡ଼,୩।୮: ସୁନ୍ଦରଗଡ଼ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO)ର ଟ୍ରାଫିକ୍ ଇନ୍ସପେକ୍ଟରଙ୍କୁ ଧରିଛି ଓଡ଼ିଶା ଭିଜିଲାନ୍ସ ।ମୁକେଶ କୁମାର ମିଶ୍ର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଛନ୍ଦି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି, ଏହା ସହ ଗ୍ୟାଷ୍ଟ୍ରିକ ଓ କୋଷ୍ଠକାଠିନ୍ୟ ସମସ୍ୟାକୁ…

ଖଜୁରିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ଆମେ ବିଶେଷଭାବରେ ଜଳଖିଆରେ ବ୍ୟବହାର କରିଥାଉ। ଏହାକୁ ନିୟମିତ ଖାଇଲେ ହଜମ କ୍ରିୟା ଆହୁରି ସକ୍ରିୟ…

କାହିଁକି ଆଉ କିପରି ହୁଏ କିଡ୍‌ନୀ ଡାୟାଲିସିସ୍‌ ଜାଣନ୍ତୁ…

ଡାୟାଲିସିସ୍‌ ହେଉଛି ରାସାୟନିକ ଉପାଦାନଗୁଡ଼ିକର ଏକ ପୃଥକୀକରଣ ପଦ୍ଧତି। କିଡ୍‌ନୀଦ୍ୱୟ କାମ କରିବା ପାଇଁ ଅକ୍ଷମ ହୋଇ ପଡ଼ିଲେ ଡାୟାଲିସିସ୍‌ ପଦ୍ଧତିଟି କିଡ୍‌ନୀ ଭଳି ରକ୍ତ ଛାଣିବା…

ଓଡ଼ିଶା ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା, ତଦନ୍ତ କରିବ କ୍ରାଇମବ୍ରାଞ୍ଚ

କଟକ,୩।୮(ପ୍ରଭୁକଲ୍ୟାଣ ପାଲ୍): ଏମକେସିଜି ମେଡିକାଲ କଲେଜର ପିଜି ଶେଷ ବର୍ଷ ପରୀକ୍ଷା ସମୟରେ ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା । ଏହି ମାମାଲାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର…

ମଦ ଦୋକାନର ହବ୍‌ ପାଲଟିଛି ଭଟଲି ଛକ, ରାସ୍ତାକୁ ଓହ୍ଲାଇଲେ ଲୋକେ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ନିଶା କାରବାର ସାଧାରଣରେ ପରିଣତ ହୋଇଯାଇଛି । ଲୁଚାଛପା ଚାଲିଥିବା ଏହି କାରବାର ଉପରେ ବିଭିନ୍ନ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଉଛି…

ନାଳ ସୁଅରେ ଭାସି ଚାଲିଗଲା ଚାଷୀଙ୍କ ଜୀବନ, କ୍ଷତିପୂରଣ ଦାବି ତେଜିଲା

ବାସୁଦେବପୁର,୩।୮(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଦର୍ଶନପୁର ପଞ୍ଚାୟତ ଦୁବ ନାଳରୁ ସୋମବାର ଜଣେ ଚାଷଙ୍କ ମୃତଦେହ ଅଗ୍ନିଶମ କର୍ମଚାରୀ ଉଦ୍ଧାର କରିଛନ୍ତି। ମୃତ…

ଲିଭର ଖରାପ ହେବାର ଦଶ ଦିନ ପୂର୍ବରୁ ଦେଖାଦିଏ ଏହି ଲକ୍ଷଣ…

ମିଳିତ ଭାବେ ଏକପ୍ରକାର ସଂକ୍ରାମକ ରୋଗକୁ ହେପାଟାଇଟିସ୍‌ କୁହାଯାଏ। ସାଧାରଣ ଅର୍ଥରେ ବୁଝିବାକୁ ଗଲେ ଏହା ଲିଭର ସମ୍ବନ୍ଧୀୟ ଏକ ରୋଗ। ହେପାଟାଇଟିସ୍‌କୁ ପାଞ୍ଚଟି ଶ୍ରେଣୀରେ ବିଭକ୍ତ…

ଦାରିଙ୍ଗବାଡ଼ି ଲୁଟ୍ ଘଟଣାରେ ପୋଲିସର ତଦନ୍ତ ଜୋରଦାର, ପହଞ୍ଚିଲେ ବାଲିଗୁଡା ଏସଡିପିଓ

ଦାରିଙ୍ଗବାଡ଼ି,୩ା୮(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରରେ ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri