Posted inଜାତୀୟ

ତିହାର ଜେଲ୍‌ ଗଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି.ଚିଦାମ୍ବରମ୍‌

ନୂଆଦିଲ୍ଲୀ: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ଗିରଫ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କୁ ଦିଲ୍ଲୀର ସ୍ବତନ୍ତ୍ର ସିବିଆଇ କୋର୍ଟ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ତିହାରର ସେଣ୍ଟ୍ରାଲ ଜେଲ୍‌କୁ ପଠାଇ ଦେଇଛନ୍ତି। ତିହାର ଜେଲରେ ଚିଦାମ୍ବରମ୍‌ଙ୍କୁ କେଉଁସବୁ ସୁବିଧା ମିଳିବ, ସେନେଇ ଏକ ନିର୍ଦ୍ଦେଶନାମା ମଧ୍ୟ ଜାରି ହୋଇଛି। ଜେଲର ଅନ୍ୟ କଏଦୀଙ୍କ ଭଳି ତାଙ୍କ ସହ ବ୍ୟବହାର କରାଯିବ ବୋଲି ତିହାର କର୍ତ୍ତୃପକ୍ଷ କହିଛନ୍ତି। ମାତ୍ର ଚିଦାମ୍ବରମ୍‌ଙ୍କ ଓକିଲ କପିଲ ଶିବଲ କୋର୍ଟରେ ତାଙ୍କୁ ଜେଲରେ ସ୍ବତନ୍ତ୍ର ସୁବିଧା ସୁଯୋଗ ଯୋଗାଇ ଦେବାକୁ ନିବେଦନ କରିଛନ୍ତି।
ଜେଲରେ ଚିଦାମ୍ବରମ୍‌ଙ୍କ ପାଇଁ ଅତ୍ୟାଧୁନିକ ଟଏ୍‌ଲେଟ ବ୍ୟବସ୍ଥା, ତାଙ୍କୁ ଜେଡ୍‌ ସିକ୍ୟୁରିଟି ମିଳୁଥିବାରୁ ଜେଲରେ ତାଙ୍କର ସୁରକ୍ଷା ବ୍ୟବସ୍ଥା, ସ୍ବତନ୍ତ୍ର ସେଲ୍‌ର ବ୍ୟବସ୍ଥା କରାଯିବାକୁ ଶିବଲ ଆବେଦନ କରିଥିଲେ। ସିବିଆଇ କୋର୍ଟ ବିଚାରପତି ଅଜୟ କୁମାର ତୁରନ୍ତ ଚିଦାମ୍ବରମ୍‌ଙ୍କ ସମସ୍ତ ଆବେଦନକୁ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୌନ କାର୍ଯ୍ୟରେ ଲିପ୍ତ ପ୍ରତ୍ୟେକ ମହିଳାଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଲେ ସୁପ୍ରମି କୋର୍ଟ

ନୂଆଦିଲ୍ଲୀ,୩୧।୫: ଏକ ଐତିହାସିକ ରାୟରେ, ସୁପ୍ରିମକୋର୍ଟ କହିଛନ୍ତି ଯେ ବେଶ୍ୟାବୃତ୍ତିରେ ଲିପ୍ତ ପ୍ରତ୍ୟେକ ମହିଳା ବଳପୂର୍ବକ ଶିକାର ହୋଇଥିବା ଏବଂ ଫଳସ୍ବରୂପ ତାଙ୍କୁ ପୁନର୍ବାସ କେନ୍ଦ୍ରକୁ ପଠାଇବା…

ପରିତ୍ୟକ୍ତ ଘରେ ଯୁବକଙ୍କ ମୃତଦେହ: ପାଖରେ ପଡ଼ିଛି…

ବ୍ରହ୍ମପୁର,୩୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲାରେ ଲାଗି ରହିଥିବା ହତ୍ୟା ଘଟଣାରେ ରୋକ ଲାଗିପାରୁନାହିଁ। ଏପ୍ରିଲ ୧୫ରେ ଗୋପାଳପୁର ଥାନା ଅଞ୍ଚଳରୁ ପ୍ଲଟ ବ୍ୟବସାୟ ସୁଧୀର…

ନିରାଡମ୍ବର ଉତ୍ସବରେ ଶପଥ ନେବେ ଶିବକୁମାର, ଜାଣନ୍ତୁ କାହିଁକି ନେଲେ ଏଭଳି ନିଷ୍ପତ୍ତି

ବେଙ୍ଗାଲୁରୁ,୩୧।୫: ବର୍ଷ ବର୍ଷ ଧରି ରାଜନୈତିକ ଚାଲବାଜି ଏବଂ ସିଦ୍ଦାରାମାୟାଙ୍କ ସହ ତୀବ୍ର କ୍ଷମତା ସଂଘର୍ଷ ପରେ, ଡି.କେ. ଶିବକୁମାର ଶେଷରେ କର୍ନାଟକର ମୁଖ୍ୟମନ୍ତ୍ରୀ ହେବାର ତାଙ୍କର…

ପଶ୍ଚିମବଙ୍ଗରେ ଆଉ ଜଣେ ଟିଏମସି ନେତାଙ୍କୁ ଆକ୍ରମଣ, ମୁଣ୍ଡରେ ଲାଗିଛି ଗଭୀର ଆଘାତ, ସାମ୍ନାକୁ ଆସିଲା ଭିଡିଓ

କୋଲକାତା,୩୧।୫: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ସରକାର କ୍ଷମତା ଗ୍ରହଣ କରିବା ପରେ, ଟିଏମସି ନେତାଙ୍କ ଉପରେ ଆକ୍ରମଣ ଆରମ୍ଭ ହୋଇଛି। ପ୍ରଥମେ, ଦକ୍ଷିଣ ୨୪ ପରଗନାର ସୋନାରପୁରରେ…

ମନ୍‌ କି ବାତ୍‌ରେ ଓଡ଼ିଶାର ବେଲପଣାକୁ ପ୍ରଶଂସା କଲେ ମୋଦି, କହିଲେ ଗ୍ରୀଷ୍ମ ପ୍ରବାହରେ…

ନୂଆଦିଲ୍ଲୀ,୩୧ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ୍‌’ର ୧୩୪ ତମ ସଂସ୍କରଣରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ କିଛି ବାର୍ତ୍ତା ଦେଇଛନ୍ତି। ଏଥିରେ ସେ ଓଡ଼ିଶାର ବେଲପଣାକୁ ପ୍ରଶଂସା…

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

ମାମୁଘରକୁ ବୁଲିବା ପାଇଁ ଆସିଥିଲେ ଭାଣିଜୀ, ସକାଳୁ ମିଳିଲା ଝୁଲନ୍ତା ମୃତଦେହ

ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ତନ୍ତିଆପାଳ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ କେବି ଦାଣ୍ଡୁଆ ପଞ୍ଚାୟତ ବଡ଼ପାଳ ସିନ୍ଦୂଆ ପାରି…

ଯୁବକଙ୍କୁ ଥାର୍ଡ ଡିଗ୍ରୀ: ବଦଳିଲେ ବାରଙ୍ଗ IIC: ଜାଣନ୍ତୁ କିଏ ହେଲେ ନୂଆ

ବାରଙ୍ଗ, ୩୧।୫(ଲିଙ୍ଗରାଜ ରାଉତ) : ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଦେବା ଅଭିଯୋଗ ପରେ ପୋଲିସ ବିଭାଗ ତତ୍କାଳ କାର୍ଯ୍ୟନୁଷ୍ଠାନ ନେଇଛି। ବାରଙ୍ଗ ଥାନାର IIC…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri