ତିହିଡ଼ିରେ ବିଜେଡିର ନୂତନ ସଦସ୍ୟତା ଗ୍ରହଣ ଅଭିଯାନ, ଦଳକୁ ସୁଦୃଢ଼ କରିବାକୁ ପରାମର୍ଶ

ତିହିଡ଼ି,୨୦।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ନିର୍ବାଚନମଣ୍ଡଳୀର ୧୩ ପଞ୍ଚାୟତକୁ ନେଇ ତିହିଡ଼ି ବ୍ଲକ ଅଚକ ପଞ୍ଚାୟତ ଅଧୀନ ନନ୍ଦପୁର ବଜାରରେ ଶୁକ୍ରବାର ବିଜେଡିର ନୂତନ ସଦସ୍ୟତା ଗ୍ରହଣ ଅଭିଯାନ ଆରମ୍ଭ ହୋଇଯାଇଛି। ଏଥିରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ କମଳାକାନ୍ତ ଭୋଇ ପୌରୋହିତ୍ୟ କରିଥିଲେ। ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ, ବ୍ଲକ ଅଧ୍ୟକ୍ଷା ବିଦ୍ୟୁତଲତା ନାୟକ, ଜିଲା ପରିଷଦ ସଭ୍ୟ କମଳାକାନ୍ତ ଦାସ ଓ ଚିନ୍ତାମଣି ଦାସ, ବ୍ଲକ ସଂଯୋଜକ ଦିବ୍ୟରଞ୍ଜନ ସାହୁ, ଦେବେନ୍ଦ୍ର ପୁହାଣ, ସୁରେନ୍ଦ୍ର ନାୟକ, ବିଶ୍ୱଜିତ ବେହେରା ପ୍ରମୁଖ ଯୋଗଦେଇ ନୂତନ ସଦସ୍ୟତା ଗ୍ରହଣ କରି ଦଳକୁ ସୁଦୃଢ଼ କରିବାକୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଯାଉଥିଲେ, ପିଟି ଦେଲା ହାଇଓ୍ବା: ଚାଲିଗଲା ମ୍ୟାନେଜରଙ୍କ ଜୀବନ…   

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା ଗ୍ରାମ ନିକଟରେ ହାଇୱା ଟ୍ରକ (ନଂ. ଓଡ଼ି ୩୨ ଏଲ – ୧୧୦୭) ଧକ୍କାରେ ଜଣେ…

ଗଞ୍ଜାମ ନଗର ସଭାପତି ପରେ ଛାତ୍ର-ଯୁବ ସଭାପତିଙ୍କ ଉପରେ ସମସ୍ତଙ୍କ ନଜର, ଲବିରେ ମନୋଜ ପ୍ରଧାନ

ଗଞ୍ଜାମ,୧୯।୨(ବିଦ୍ୟାଧର ସାହୁ): ବିଜୁ ଜନତା ଦଳର ଗଞ୍ଜାମ ଏନ୍‌ଏସି ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କ ନାଁ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।ସୁଧୀର…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଦୀପକ ହେଲେ ଦିଗପହଣ୍ଡି ନଗର କଂଗ୍ରେସ ସଭାପତି, ଛୁଟିଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ନଂ ୱାର୍ଡର କାଉନସିଲର ଦୀପକ କୁମାର ମିଶ୍ରଙ୍କୁ ନଗର କଂଗ୍ରେସ କମିଟିର ସଭାପତି ରୂପେ ନିଯୁକ୍ତ କରାଯାଇଛି।…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri