ତିହିଡ଼ିରେ ବିଜେଡିର ରଜ ଭେଟ: ପରାଜୟର ସମୀକ୍ଷା କଲେ ନେତା

ତିହିଡି,୧୬।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ନିର୍ବାଚନ ମଣ୍ତଳି ତିହିଡି ବ୍ଲକ ଅଧୀନ ଦୋଳସାହି ପଞ୍ଚାୟତର ବାସନ୍ତି ପଡିଆରେ ରବିବାର ମଧ୍ୟାହ୍ନରେ ବିଜେଡିର ରଜ ଭେଟି ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ବ୍ଲକ ଅଧ୍ୟକ୍ଷ କମଳାକାନ୍ତ ଭୋଇଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ ପଞ୍ଚାୟତରୁ ଦଳୀୟ ନେତାମାନେ ଯୋଗ ଦେଇ ଧାମନଗର ବିଧାୟକ ପ୍ରାର୍ଥୀ ରାଜେନ୍ଦ୍ର ଦାସଙ୍କ ପରାଜୟର ସମୀକ୍ଷା କରିଥିଲେ। ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ, ଧାମନଗର ବ୍ଲକ ଅଧ୍ୟକ୍ଷ ଅଶୋକ ନାୟକ, ସରପଞ୍ଚ ମିନତୀଲତା ଦାସ, ଶଶଧର ସାମଲ ଓ ଭାଗିରଥି ଦାସ, ଯୁବନେତା ବିକ୍ରମ ଦାସ, ଗଣେଶ ପ୍ରସାଦ ବିଶ୍ୱାଳ ପ୍ରମୁଖ ଯୋଗ ଦେଇ ପରାଜୟର ସମୀକ୍ଷା କରିବା ସହ ଆଗାମୀ ଦିନର କାର୍ଯ୍ୟପନ୍ଥା ଉପରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ଟେନସା/ବଣାଇଁ,୧୧।୪(ସମୀର କୁମାର ପାଢ଼ୀ/ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଷସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri