ତିହିଡ଼ିରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଭଦ୍ରକ ଅଫିସ,୧।୩ : ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ଦୋଳସାହି ନୂଆ ଶାସନ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ଗଦାଧର ପାଣିଗ୍ରାହୀଙ୍କ ଘରେ ନିଆଁ ଲାଗି ଘର ସମ୍ପୂର୍ଣ୍ଣ ଜଳିଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡିଛି। ବିଦ୍ୟୁତ ଶର୍ଟସର୍କିଟ୍‌ରୁ ଅଗ୍ନିକାଣ୍ଡ ଘଟି ଗ୍ୟାସ ସିଲିଣ୍ଡରକୁ ବ୍ୟାପିଯିବା କାରଣରୁ ବିସ୍ଫୋରଣ ଘଟିଥିବା ନେଇ ଚର୍ଚ୍ଚା ହେଉଛି।

ବିସ୍ଫୋରଣର ମାତ୍ରା ଏତେ ଅଧିକ ଥିଲା ଯେ ଟାଙ୍କିଟି ପ୍ରାୟ ୨୦୦ ମିଟର ଛିଟିକି ପଡ଼ିଥିଲା। ଖବରପାଇ ସ୍ଥାନୀୟ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ଏଥିରେ କେହି ମୃତାହତ ହୋଇ ନ ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri