ତୁକୁଡ଼ା-ମଝିକା ରାସ୍ତା ସମ୍ପ୍ରସାରଣ ଦାବି

ଛେଣ୍ଡିପଦା,୧୯ା୭(ଡି.ଏନ.ଏ.)-ଅନୁଗୋଳ ଜିଲା ଗ୍ରାମ୍ୟ ନିର୍ମାଣ ବିଭାଗ ଅଧୀନ ତୁକୁଡା-ମଝିକା ରାସ୍ତା ସମ୍ପ୍ରସାରଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ସେମାନଙ୍କ ଅଭିଯୋଗ ମୁତାବକ, ପ୍ରାୟ ୨୫ କିମି ବିଶିଷ୍ଟ ଏହି ରାସ୍ତା ଉପରେ ତୁକୁଡା, ସଦାନନ୍ଦପୁର, ଓଡ଼କପା, ଜାମୁଣ୍ଡା, ଜାମୁଣ୍ଡା ଜଙ୍ଗଲ, ବଡକେରେଜାଙ୍ଗ, ବଡକେରେଜାଙ୍ଗ ଜଙ୍ଗଲ, ଜରଡା, ପାରିପରା, ସାନକେରେଜାଙ୍ଗ, ଗୋଳାବନ୍ଧ, ବେଣାଗାଡିଆ, ମଝିକା ଆଦି ଗ୍ରାମର ଲୋକେ ନିର୍ଭରଶୀଳ। ଏଥିସହ ଜରପଡା, ଆଠମଲ୍ଲିକ, ଜରାସିଙ୍ଗା, କୁମଣ୍ଡ, ଅନୁଗୋଳ ଅଞ୍ଚଳର ଲୋକେ ମଧ୍ୟ ଏହି ରାସ୍ତା ଦେଇ ଯାତାୟାତ କରୁଛନ୍ତି। ଅନୁଗୋଳ ଜିଲାର ଏହା ଏକ ମୁଖ୍ୟ ଗ୍ରାମାଞ୍ଚଳ ରାସ୍ତା। ଏହାର ସମ୍ପ୍ରସାରଣ ହେଉ ନ ଥିବାରୁ ଯିବାଆସିବାରେ ଅସୁବିଧା ହେଉଛି। ଉଭୟ ବ୍ଲକ ସଦର ମହକୁମା ଏବଂ ଜିଲା ସଦର ମହକୁମାକୁ ସଂଯୋଗ କରୁଥିବା ଏହି ରାସ୍ତା ଦେଇ ଶିଳ୍ପାଞ୍ଚଳର ଶ୍ରମିକ, କର୍ମଚାରୀମାନେ ଯାତାୟାତ କରିଥାନ୍ତି। ତେଣୁ ଏହାର ଉନ୍ନତୀକରଣ ସହ ସମ୍ପ୍ରସାରଣର ଆବଶ୍ୟକତା ରହିଛି। ଅନ୍ୟପକ୍ଷରେ ଏହି ରାସ୍ତାର ଜାମୁଣ୍ଡା ଜଙ୍ଗଲ ଓ ବଡକେରେଜାଙ୍ଗ ଗ୍ରାମ ମଧ୍ୟରେ ଥିବା ପ୍ରାୟ ୨ କିମି ରାସ୍ତାକୁ ଏକ ପ୍ରମୁଖ କମ୍ପାନୀ ଅଧିଗ୍ରହଣ କରିବାକୁ ଉଦ୍ୟମ କରୁଥିବା ଅଭିଯୋଗ ହୋଇଛି। ଏପରି ହେଲେ ଲୋକଙ୍କ ଯାତାୟାତ ବାଧାପ୍ରାପ୍ତ ହେବା ନେଇ ଅଶାଙ୍କା ଉପୁଜିଛି। ତୁରନ୍ତ ଗ୍ରାମ୍ୟ ନିର୍ମାଣ ବିଭାଗରୁ ଅନୁଗୋଳ ପୂର୍ତ୍ତ ବିଭାଗ (ଆରଆଣ୍ଡବି) ଅଧୀନକୁ ହସ୍ତାନ୍ତର କରାଯିବା ସହ ରାସ୍ତା


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri